ଆମ ଜିଲା ଖବର

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍‌ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା...

ଅତ୍ୟାବଶ୍ୟକ ସମୟରେ ଅବହେଳା

ବଇଣ୍ଡା,୭ା୬:  ଗାଁ ଗାଁରେ ପଶି ସାରିଛି କୋଭିଡ୍‌ ସଂକ୍ରମଣ। ଗୋଟିଏ ପରେ ଗୋଟିଏ ଅଞ୍ଚଳରେ ବଢ଼ୁଛି କଣ୍ଟେନମେଣ୍ଟ ଜୋନ୍‌। ମହାମାରୀର ଦ୍ୱିତୀୟ ଲହର ଗ୍ରାମାଞ୍ଚଳରେ ମାଡ଼ି ଚାଲିଥିବାବେଳେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଲୋକେ ଆତଙ୍କିତ। ଏପରି ସମୟରେ ଜରୁରୀ...

ଧାନ ବିକ୍ରି ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ, ୭।୬-ଚଳିତବର୍ଷ ଅମଳ ହୋଇଥିବା ରବି ଧାନ କିଣିବା ସହିତ ଚାଷୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ୬ ଦଫା ସମ୍ବଳିତ ଏକ ଦାବିପତ୍ର ରବିବାର ଜିଲାପାଳ କେ. ସୁଦର୍ଶନ...

ରାସ୍ତାକଡ଼ରେ ୧୪ ପରିବାର

ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ ପଲିଥିନ ତଳେ ରହୁଛନ୍ତି। ବାତ୍ୟା ୟାସ୍‌ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ପାଣି...

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦...

ଟେଣ୍ଟ କମ୍ୟୁନିଟି ହସ୍‌ପିଟାଲ ଲାଗି ଜମି ସର୍ଭେ

ଜଳେଶ୍ୱର, ୭।୬(ଡି.ଏନ.ଏ.)-ମହାମାରୀ କରୋନା ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିସ୍ତାର ଲାଗି ସ୍ବାସ୍ଥ୍ୟବିଭାଗ ନାକେଦମ ହେଉଛି। କେନ୍ଦ୍ର ଓ ରାଜ୍ୟ ସରକାର ପର୍ଯ୍ୟାପ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସମ୍ଭବ ହୋଇପାରୁ ନ ଥିବାରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ହୁ)...

ବେଆଇନ ଭାବେ ଖୋଳିନେଲେ ମାଟି

ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ ମାଟି ଖୋଳି ନିଆଯାଇଛି। ଫଳରେ ପ୍ରାୟ ୨କି.ମି. ପର୍ଯ୍ୟନ୍ତ ରାସ୍ତା ଉଭୟ ପାର୍ଶ୍ୱରେ...

ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ...

ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ

କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍‌ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା। ଝଡ଼ ପ୍ରଭାବରେ ରଙ୍ଗଣୀ, ତାଳଚୁଆ, ସାତଭାୟା ଅଞ୍ଚଳ ମଧ୍ୟକୁ ସମୁଦ୍ର ଜୁଆର ମାଡ଼ି...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍‌ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ...

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri