କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା ଧରି ବାହାରେ ପଡ଼ିରହୁଛି। ଏହାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରକୁ...
ଅନୁଗୋଳ ଅଫିସ, ୩୧ା୫: କରୋନା କାରଣରୁ କିଏ ଚାକିରି ହରାଇଛନ୍ତି ତ ଆଉ କିଏ ମାସ ମାସ ଧରି ବ୍ୟବସାୟରୁ ବଞ୍ଚିତ ରହିଛନ୍ତି। ଖଟିଖିଆ ଦିନମଜୁରିଆଙ୍କ ହାତରେ କାମ ନାହିଁ। ଲୋକଙ୍କ ଆର୍ଥିକ ସ୍ଥିତି ଅତି ଦୁର୍ବଳ ଅବସ୍ଥାରେ। ଏପରି କି...
ଭଦ୍ରକ ଅଫିସ, ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ...
Page 3,252 of 6,005« First«...102030...3,2503,2513,2523,2533,254...3,2603,2703,280...»Last »
Archives
Model This Week
ପିଲାଙ୍କ ଧରିତ୍ରୀ