ଆମ ଜିଲା ଖବର

ଗଞ୍ଜାମର ୫.୮୩ ଲକ୍ଷ ନେଲେଣି ପ୍ରଥମ ଡୋଜ ଟିକା

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକା ନେବାକୁ ଲୋକଙ୍କ ଆଗ୍ରହ ବଢିଛି। ଜିଲାରେ ଶୁକ୍ରବାର ସୁଦ୍ଧା ୫ ଲକ୍ଷ ୮୩ ହଜାର ୫୩୫ ଜଣଙ୍କୁ ଟିକାର ପ୍ରଥମ ଡୋଜ...

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୨୯ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୋନପୁର ପଞ୍ଚାୟତର ସରପଞ୍ଚ କେଶରସେନ ମୁଠାମାଝିଙ୍କୁ କିଛି ଦୁର୍ବୁତ୍ତ ହତ୍ୟା ଧମକ ଦେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ପକ୍ଷରୁ ୮୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା...

କରୋନା କାଳରେ ଅସହାୟଙ୍କ ସାହା

ଛତ୍ରପୁର, ୨୮।୫(ଡିଏନଏ): ସାରା ଦେଶରେ ମହାମାରୀ କରୋନା ସମସ୍ତଙ୍କ ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି। ବିଶେଷକରି ଅସହାୟ ଓ ଖଟିକିଆମାନେ ଅଧିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟ...

କେନ୍ଦ୍ରୀୟ ଅର୍ଥ କମିଶନ ଅନୁଦାନ ହେରଫେର: ସରପଞ୍ଚ ନିଲମ୍ବିତ

ବରଗଡ଼ ଅଫିସ,୨୯।୫: ବରଗଡ଼ ଜିଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ପଞ୍ଚାୟତର ସରପଞ୍ଚ ଉଦିଆଁ ଲୁହାଙ୍କୁ ନିଲମ୍ବିତ କରାଯାଇଛି । କେନ୍ଦ୍ରୀୟ ଅର୍ଥ କମିଶନ(ସିଏଫସି) ଅନୁଦାନ ହେରଫେର ଅଭିଯୋଗରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତାଙ୍କୁ ନିଲମ୍ବନ...

କ୍ବାକଙ୍କ ୫ଟି କ୍ଲିନିକ୍‌କୁ ସିଲ୍‌ କଲା ପ୍ରଶାସନ

ବୁଗୁଡ଼ା,୨୯।୫(ଡି.ଏନ୍‌.ଏ): ବେଆଇନ ଭାବେ ଦୀର୍ଘ ବର୍ଷ ଧରି ଗଞ୍ଜାମ ଜିଳା ବୁଗୁଡ଼ା ଅଞ୍ଚଳରେ କ୍ବାକମାନେ ବିଭିନ୍ନ ସ୍ଥାନରେ ନିଜେ ନିଜେ କ୍ଲିନିକ ଖୋଲି ଚିକିତ୍ସା କରିଆସୁଥିଲେ। ଏନେଇ ଅଭିଯୋଗ ହୋଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଏଥିପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ୟାସ୍‌ ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶର ଅଫିସ, ୨୯।୫: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲେଶ୍ୱର ନଗରର କାର୍ଯ୍ୟକର୍ତ୍ତାମାନଙ୍କ ଦାରା ସାର୍ଥା ଅଞ୍ଚଳରେ ପାଣି ଘେରରେ ଥିବା ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବାତ୍ୟା ୟାସ୍‌ର କରାଳ ପ୍ରକୋପ ଯୋଗୁ ଗତ ୨ଦିନ ଧରି...

ଆଜିଠୁ ମାର୍କ ଅପ୍‌ଲୋଡ୍‌, ଜୁଲାଇରେ ଫଳ ପ୍ରକାଶ

କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍‌ଲୋଡ୍‌ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ରେ ଲିଙ୍କ୍‌ ଉପଲବ୍ଧ ରହିବ। ଏହି ସମୟରେ ଛାତ୍ରୀଛାତ୍ରମାନଙ୍କ...

ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ୍‌ (ଏସ୍‌ଏନ୍‌ସିୟୁ) ସମଗ୍ର ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ନେଇ ପ୍ରସ୍ତୁତ...

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି

ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ...

ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍‌ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା...

କଟକଣା କୋହଳରୁ ବଢ଼ୁଛି କରୋନା

ଅନୁଗୋଳ ଅଫିସ, ୨୯ା୫ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ୫ ତାରିଖରୁ ସରକାର ରାଜ୍ୟକୁ ଲକ୍‌ଡାଉନ୍‌ରେ ରଖିଛନ୍ତି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ୫ ଦିନରେ ରାଶନ, ପରିବା,...

କମୁଛି ଜଳ, ବଢୁଛି ଦୁଃଖ

ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି ତ ଆଉ କେଉଁଠି ଘରେ ପାଣି ପଶି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri