ଆମ ଜିଲା ଖବର

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ...

ବିପଦ ସଙ୍କେତ ଉପରେ ବୈତରଣୀ

ଯାଜପୁର ଅଫିସ,୨୭ା୫: ବାତ୍ୟା ୟାସ୍‌ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ ଆନନ୍ଦପୁରଠାରେ ଗତ ୨ ଦିନରେ ପ୍ରାୟ ୮୫ ମି.ମି ବର୍ଷା ହୋଇଥିବା ବେଳେ...

୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ

ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଆୟୋଜକଙ୍କଠାରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଭୋଜି ଆୟୋଜକ...

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ ଗାଁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ପ୍ରାୟ ୧୫ ପରିବାର ପାଣି ଘେରରେ ରହିଛନ୍ତି।...

ବୈତରଣୀରେ ବନ୍ୟା ଆଶଙ୍କା: ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ଘୋଷଣା

ଭଦ୍ରକ ଅଫିସ,୨୭ା: ବାତ୍ୟା ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀରେ ବନ୍ୟା ଜଳ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଧାମନଗର, ଭଣ୍ଡାରିପୋଖରୀ ବ୍ଲକ...

ବିପଦ ସଙ୍କେତ ଉପରେ ବୈତରଣୀ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭ା୫(ଡି.ଏନ୍‌.ଏ.): ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୯୨ ମିଟର ପ୍ରବାହିତ ହେଉଛି। ପର୍ଯ୍ୟାୟ କ୍ରମେ ବଢ଼ିବାରେ ଲାଗିଥିବାରୁ...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦ କଲେ ଗଣ ଯୋଗାଯୋଗ ବିଭାଗ ପିଜି ଛାତ୍ରୀଛାତ୍ର

ଭଞ୍ଜନଗର,୨୭ା୫(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଦିନକୁ ଦିନ ଆକ୍ରମଣ ବଢୁଛି। କେତେବେଳେ ପୋଲିସ ତ ଆଉ କେତେବେଳେ ଠିକାଦାର, ବ୍ୟବସାୟୀ, ନେତା ପ୍ରମୁଖଙ୍କ ଆକ୍ରମଣର ଶିକାର ହେଉଛନ୍ତି। ସରକାର ଖବରଦାତାଙ୍କୁ ସୁରକ୍ଷା ଦେଇପାରିନାହାନ୍ତି। ଯାହାକି ଚିନ୍ତାଜନକ...

ବାତ୍ୟାର କ୍ଷୟକ୍ଷତି ଅନୁଧ୍ୟାନ କଲେ ଯୋଗାଣ ମନ୍ତ୍ରୀ

ବାଲେଶର ଅଫିସ,୨୭।୫: ବାତ୍ୟା ୟାସ୍‌ ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ପରିଦର୍ଶନ କରି ଯୁଦ୍ଧକାଳୀନ ଭିତ୍ତିିରେ ସମସ୍ତ ଆବଶ୍ୟକ ସେବା ଯୋଗାଇ ଦେବାକୁ ସରକାର ଓ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଏହିକ୍ରମରେ ଗୁରୁବାର ଖାଉଟି ଯୋଗାଣ ଏବଂ ସମବାୟ...

ବୈତରଣୀ ନଦୀ ପୋଲ ଉପରେ ବନ୍ୟାଜଳ ପ୍ରବାହିତ

ପାଟଣା,୨୭।୫(ସ୍ବ.ପ୍ର.): ବାତ୍ୟା ୟାସ ପ୍ରଭାବରେ କେନ୍ଦୁଝର ଜିଲାରେ ପ୍ରବଳ ବୃଷ୍ଟିପାତ ହୋଇଛି। ଫଳରେ ବୈତରଣୀ ନଦୀ ଓ ତାର ଶାଖା ନଦୀଗୁଡିକରେ ବନ୍ୟାଜଳ ପ୍ରବାହିତ ହେଉଛି। ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀ ପୋଲ ଉପରେ...

ସଂକ୍ରମିତଙ୍କୁ ସହଯୋଗ ମିଳୁନି

ଅନୁଗୋଳ ଅଫିସ, ୨୭ା୫: କୋଭିଡ୍‌ ସଂକ୍ରମିତଙ୍କ ସ୍ବାବ୍‌ ଟେଷ୍ଟ ଠାରୁ ଚିକିତ୍ସା ଯାଏ ସବୁକିଛିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ସେମାନଙ୍କୁ ସଙ୍ଗରୋଧରେ ରଖିବା, ନିତ୍ୟ ବ୍ୟବହାର ପାଇଁ କିଟ୍‌ ଯୋଗାଇଦେବା ଓ ଗୁରୁତର ଥିଲେ ତୁରନ୍ତ ହସ୍ପିଟାଲରେ ଅକ୍ସିଜେନ ଦେବାର...

ବାସିଭାତକୁ କେନ୍ଦ୍ରକରି ଉତ୍ତେଜନା

ରୂପ୍‌ସା, ୨୭।୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ସ୍କୁଲ ବାତ୍ୟା ଆଶ୍ରୟସ୍ଥଳୀରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଏଠାରେ ଆଶ୍ରୟ ନେଇଥିବା ଲୋକଙ୍କୁ ଖାଇବା ପାଇଁ ବାସିଭାତ ଦିଆଯାଇଥିବା ମନ୍ମଥ ସିଂ, ସମ୍ବାରି ସିଂ, ଦୌପଦୀ...

ଅରଖକୁଦାରେ ପଶିଲା ଜୁଆରପାଣି

ବ୍ରହ୍ମଗିରି,୨୭।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ୟାସ୍‌ ପୁରୀ ଜିଲାରେ ବିଶେଷ କ୍ଷୟକ୍ଷତି କରିନାହିଁ। ତଥାପି ବ୍ରହ୍ମଗିରି ଅଞ୍ଚଳରେ ବାତ୍ୟା ପ୍ରଭାବରେ ବୁଧବାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅରଖକୁଦା ଗାଁରେ ସମୁଦ୍ରର ଜୁଆର ପାଣି ପଶିଯାଇଛି। ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ‘ୟାସ’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri