ଆମ ଜିଲା ଖବର

ବାତ୍ୟା ସମୟରେ ଭଦ୍ରକରେ ୬୯ ଶିଶୁ ଜନ୍ମ

ଭଦ୍ରକ,୨୭।୫: ଭଦ୍ରକ ଜିଲା ପ୍ରଶାସନର ରେକର୍ଡ ଅନୁଯାୟୀ, ୟାସ୍‌କୁ ଦୃଷ୍ଟିରେ ରଖି ୨୨୪ ଜଣ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ଉଦ୍ୟମ କ୍ରମେ ଏହି ଗର୍ଭବତୀମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ...

ନଦୀରେ ଫସିଥିବା ୧୦ଜଣଙ୍କୁ କୂଳକୁ ଆଣିଲା ଏନ୍‌ଡିଆର୍‌ଏଫ୍‌

ଜଗତ୍‌ସିଂହପୁର ଅଫିସ, ୨୭।୫: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ଜପା ପଞ୍ଚାୟତର ଦାଶମଠ ନିକଟ ନଦୀରେ ମଙ୍ଗଳବାର ସନ୍ଧ୍ୟାରେ ୧୦ ଜଣ ଫସି ଯାଇଥିଲେ। ସେମାନେ ମାଛ ଧରିବାକୁ କିମ୍ବା ଚିଙ୍ଗୁଡି ଘେରିରୁ ଫେରୁଥିଲେ। ଡଙ୍ଗା ଓଲଟି ପଡ଼ିବାରୁ...

ବାତ୍ୟା ପରେ ବନ୍ୟା ଭୟ

ବାରିପଦା ଅଫିସ,୨୭।୫: ବାତ୍ୟା ‘ୟାସ’ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ବନ୍ୟା ଚିନ୍ତା ଘାରିଛି। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଥିବା ଯୋଗୁ ଏଠାରୁ ବାହାରି ଥିବା ବୁଢ଼ାବଳଙ୍ଗ ଓ ଗଙ୍ଗାହାର...

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ କରି ବ୍ୟାଙ୍କ ଉପଭୋକ୍ତାଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର୍‌ କରି ଲୁଟ୍‌ କରୁଥିବା...

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ ମାଧ୍ୟମରେ ଲୋକଙ୍କୁ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ଉକ୍ତ ଫେକ୍‌ ଆକାଉଣ୍ଟରୁ...

ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ

ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ତାଙ୍କର ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ଗଞ୍ଜାମ ଜିଲାରେ କେତେକ ଆଶାକର୍ମୀ ଗର୍ଭବତୀ...

ୟାସ୍‌ ପ୍ରଭାବ: ଭାଙ୍ଗିଲା ଗଛ, ଜନଜୀବନ ଅସ୍ତବ୍ୟସ୍ତ

ହାଟଡିହୀ,୨୬।୫(ଡିି.ଏନ୍‌.ଏ.): ବାତ୍ୟା ୟାସ୍‌ର ପ୍ରଭାବ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ବଡ଼ ଧରଣର କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ହେଁ ପ୍ରବଳ ବର୍ଷା ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କେତେକ ସ୍ଥାନରେ...

ୟାସ୍‌ ପ୍ରଭାବ: ବାହାନଗା ବ୍ଲକର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି

ବାହାନଗା,୨୬।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍‌ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି। କେତେକ ସ୍ଥାନରେ ଗଛ ପଡି କଚ୍ଚା ଘର ଭାଙ୍ଗି ଯାଇଥିବା ଦେଖିବାକୁ...

ଅକ୍ସିମିଟର ଆପ ଡାଉନ୍‌ଲୋଡ ନ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ପରାମର୍ଶ: ଫିଙ୍ଗର ପ୍ରିଣ୍ଟ ନେଇ ଲୁଟୁଛନ୍ତି ଟଙ୍କା

ଛତ୍ରପୁର,୨୬।୫(ଡି.ଏନ୍‌.ଏ.): ସୁଗାର, ବିପି ଓ ଅକ୍ସିଜେନ ସ୍ତର କ’ଣ ଅଛି ମୋବାଇଲ ଫୋନ ଦ୍ୱାରା ଜାଣିବାକୁ ପ୍ରାୟ କେତେ ଲୋକ ଅକ୍ସିଜେନ ଆପ ଡାଉନଲୋଡ଼ କରୁଛନ୍ତି। ପରେ ଉକ୍ତ ଆପ ଖୋଲି ମୋବାଇଲ ଉପରେ ଲୋକେ ଫିଙ୍ଗର ପ୍ରିଣ୍ଟ ଦେଉଛନ୍ତି।...

କେନ୍ଦୁଝରରେ ୟାସ୍‌ର ପ୍ରଭାବ: ୧୪୯୬୨ଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର

କେନ୍ଦୁଝର,୨୬।୫(ସ୍ବ.ପ୍ର.): ବାତ୍ୟା ୟାସ୍‌ର ଭୟାବହକୁ ଦେଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସକାଳ ୮ଟା ସୁଦ୍ଧା ୧୪,୯୬୨ ଜଣ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ନିଆଯାଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ବାତ୍ୟା ପାଇଁ...

ଗଛ ପଡ଼ି ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୫(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ସେ ଦୋକାନ ଯାଉଥିବା ସମୟରେ ଏଭଳି ଅଘଟଣ ଘଟଥିବା କୁହାଯାଇଛି। ତାଙ୍କ ନାମ...

ଭଦ୍ରକରେ ଲଗାଣ ବର୍ଷା ଓ ପବନ ଜାରି

ଭଦ୍ରକ ଅଫିସ,୨୬ା୫: ବାତ୍ୟା ‘ୟାସ’ ଭଦ୍ରକ ଧାମରା ନିକଟ ଦେଇ ଅତିକ୍ରମ କରୁଥିବା ବେଳେ ଜିଲାରେ ପ୍ରବଳ ବର୍ଷା ହେବା ସହ ଚାନ୍ଦବାଲି ଓ ଧାମରାରେ ପବନର ବେଗ ୧୦୦ରୁ ୧୪୦ କିମି ରହିଛି । ଜିଲାର ସଦ୍ୟତମ ରେନ୍‌ଫଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri