ଆମ ଜିଲା ଖବର

ଶ୍ରୀମନ୍ଦିରରେ ନୃସିଂହ ଜନ୍ମନୀତି

ପୁରୀ ଅଫିସ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ସୃଷ୍ଟି ହୋଇ ଯୁଗେ...

୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ...

ଖୋଜାପଡ଼ିଲା ଡିବିରି, ଲଣ୍ଠନ

ନିଶ୍ଚିନ୍ତକୋଇଲି,୨୬ା୫: ଡିଜିଟାଲ ଯୁଗରେ ଅଲୋଡ଼ା ହୋଇପଡ଼ିଥିବା ଡିବିରି, ଲଣ୍ଠନ, ଚେମେଣି ଓ ମହମବତି ଏବେ ପୁଣି ଖୋଜା ପଡିଛି। ବାତ୍ୟା ‘ୟାସ’ ପ୍ରଭାବରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ଆଶଙ୍କାରେ ଏସବୁ ପାରମ୍ପରିକ ସାମଗ୍ରୀକୁ ଲୋକେ ପୁଣି ଏକତ୍ରିତ କରୁଛନ୍ତି। ବାତ୍ୟା...

ଈଶ୍ୱରଙ୍କ ଦହିବରାକୁ ଝୁରୁଛନ୍ତି କଟକବାସୀ

କଟକ ଅଫିସ,୨୬ା୫: ଆଉ ମିଳିବନି କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍‌ର ସ୍ବାଦ। ବିଜୁ ପଟ୍ଟନାୟକ ଛକ ନିକଟ ଠେଲାଗାଡି ଚାରିପାଖେ ଆଉ ଆଗଭଳି ଗହଳି ଚହଳି ହେବନି କି କଟକରୁ ଦିଲ୍ଲୀଯାଏ ପହଞ୍ଚତ୍ବନି ନିଆରା ବ୍ୟଞ୍ଜନର ବାସ୍ନା। କାରଣ ଦହିବରା...

‘ୟାସ୍‌’ ପାଇଁ କଟକଣା: ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ

ଯାଜପୁର ଅଫିସ,୨୫।୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଏବେ ଉପକୂଳମୁହାଁ। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱରରେ ପଡ଼ିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବାର ଆକଳନ...

୧୫ ପଞ୍ଚାୟତର ୭୩୪ ବିସ୍ଥାପିତ

ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ହେବ। ଏଥିପାଇଁ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ୪୧ଟି ପଞ୍ଚାୟତରେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ...

ବାତ୍ୟା ୟାସ୍‌ ପ୍ରସ୍ତୁତି: ୭୫ହଜାର ଲୋକଙ୍କୁ ସ୍ଥାନାନ୍ତର, ୫୦୪ଗର୍ଭବତୀଙ୍କୁ ମେଡିକାଲକୁ ପଠାଇବା ଲକ୍ଷ୍ୟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ଓ ଏସ୍‌ଆରସିଙ୍କ ପକ୍ଷରୁ ଆସୁଥିବା ସୂଚନା ଅନୁସାରେ ଗଞ୍ଜାମରେ ବାତ୍ୟା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବାତ୍ୟା ମୁକାବିଲା ପାଇଁ ଜିଲାରେ ୪ ଥର ବୈଠକ ମଧ୍ୟ ହୋଇସାରିଛି। ୩ ଦିନ ହେଲା ଗର୍ଭବତୀଙ୍କୁ ଡେଲିଭେରୀ...

୪୫ ଅକ୍ସିଜେନ କନ୍‌ସନ୍‌ଟ୍ରେଟର ଦେଲା ଗୋପାଳପୁର ପୋର୍ଟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍‌ସନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ପୋର୍ଟ...

ପୁଣି ୨ମୁଣ୍ଡ ନେଲା କରୋନା: ଗଞ୍ଜାମରେ ୧୧.୨୮ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜିଲାରେ ୨୫୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଇଛି କରୋନା। କୋଭିଡରେ ମୃତ ବ୍ୟକ୍ତିଙ୍କ ମଧୁମେହ, ରକ୍ତଚାପ ଆଦି...

ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ରଙ୍କ ପରଲୋକ

ଭଞ୍ଜନଗର,୨୫।୫(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର (୮୧)ଙ୍କ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ପରଲୋକ ଘଟିଛି। କରୋନାରେ ଚିକିତ୍ସଧୀନ ଥିବାବେଳେ ତାଙ୍କର ବିୟୋଗ ହୋଇଛି। ସେ୧୯୮୫ରୁ୧୯୯୦ ପର୍ଯ୍ୟନ୍ତ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ କଂଗ୍ରେସର ବିଧାୟକ...

ଭୟଙ୍କର ହେଉଛି ଅଶାନ୍ତ ସମୁଦ୍ର

ଭୋଗରାଇ,୨୫।୫(ଡି.ଏନ୍‌.ଏ): ଉପକୂଳକୁ ମାଡି ଆସୁଥିବା ବାତ୍ୟା ୟାସ୍‌ ଯୋଗୁ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲେଶ୍ୱର ଉପକୂଳ ଭୋଗରାଇର ଉଦୟପୁର, ତାଳସାରୀରେ ସମୁଦ୍ର ଉତ୍ତାଳ ଢେଉ ୪ ମି. ଉଚ୍ଚରେ ଜୁଆର ମାଡି ଆସି ସୁରକ୍ଷା ପଥର ବନ୍ଧରେ ମାଡ କରୁଥିବାରୁ...

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ: ସ୍ଥାନାନ୍ତର ହେବେ ୫ ହଜାର ପରିବାର

ଗଞ୍ଜାମ,୨୫।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପାଇଁ ଗଞ୍ଜାମ ସହରରେ ମଧ୍ୟ ପ୍ରସ୍ତୁତି ଚାଲିଛି। ପ୍ରଶାସନ ବ୍ଲକର ୧୫ ପଞ୍ଚାୟତରୁ ପ୍ରାୟ ୫ ହଜାର ପରିବାରଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସ୍କୁଲକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟ ପ୍ରଶାସନ ଲକ୍ଷ୍ୟ ରଖିଛି l ଏଥିସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri