ଆମ ଜିଲା ଖବର

ବାତ୍ୟା ଆଶ୍ରୟସ୍ଥଳକୁ ୭୭୫୪ ସ୍ଥାନାନ୍ତର

କେନ୍ଦ୍ରାପଡ଼ା ଅଫିସ,୨୫ା୫: ବାତ୍ୟା ୟାସ୍‌ ଅତି ଭୟଙ୍କର ଭାବେ ମାଡ଼ି ଆସୁଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରଭାବିତ ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନକୁ ଦୃଷ୍ଟିରେ ରଖାଯାଇ ଜିଲା ପ୍ରଶାସନ ପକ୍ଷରୁ ବିପଦ ମଧ୍ୟରେ ଥିବା ଜିଲାବାସୀଙ୍କୁ...

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି...

ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌ ଯୋଗେ ରାଉରକେଲାରୁ ୬ଟି ଅକ୍ସିଜେନ ବୋଝେଇ ଟ୍ୟାଙ୍କର ବେଙ୍ଗାଲୁରୁ ଯାଉଥିଲା। ସିଗ୍‌ନାଲ ନିମନ୍ତେ...

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା...

ଆରପାରିରେ ପ୍ରବଚକ ଚାରଣ ରାମଦାସ

ପୁରୀ ଅଫିସ,୨୫।୫: ପ୍ରସିଦ୍ଧ ପ୍ରବଚକ ପଣ୍ଡିତ ଚାରଣ ରାମଦାସଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ କିଛିଦିନ ତଳେ ଚିକିତ୍ସିତ ହେଉଥିଲେ। ସାମାନ୍ୟ ସୁସ୍ଥ ହେବା ପରେ ସେ ପୁରୀସ୍ଥିତ...

୧୫ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଉଛି ଓଡ଼ିଶା

କଟକ ଅଫିସ, ୨୪ା୫- ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଫଳରେ ଚିକିତ୍ସା ପାଇଁ ବହୁ ସଂଖ୍ୟକ ରୋଗୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ବିଭିନ୍ନ ରାଜ୍ୟର ମେଡିକାଲରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏଭଳି ସମୟରେ...

ପୁରୀ ବେଳାଭୂମିରେ ମାଛ, ଜେଲି ଫିଶ୍‌ ମଡ଼କ

ପୁରୀ ଅଫିସ,୨୫।୫: ବାତ୍ୟା ୟାସ୍‌ ସ୍ଥଳ ଭାଗ ଛୁଇଁବା ପୂର୍ବରୁ ପୁରୀ ବେଳାଭୂମିରେ ୨ଦିନରେ ବହୁସଂଖ୍ୟାରେ ମାଛ, ଜେଲି ଫିଶ୍‌ ମରିପଡ଼ିଥିବା ଦେଖିବାକୁ ମିଳିଛି। ଲାଇଟ୍‌ ହାଉସ୍‌ଠାରୁ ଆରମ୍ଭ କରି ପେଣ୍ଠକଟା ପର୍ଯ୍ୟନ୍ତ ସୋମବାର ବେଳାଭୂମିରେ ଶହ ଶହ ଜେଲି...

କରୋନା ବେଳେ କର୍ମଚାରୀ ଅଭାବ

ଭୁବନ, ୨୫।୫(ଡି.ଏନ.ଏ.) – ମହାମାରୀ ସମୟରେ କର୍ମଚାରୀ ଅଭାବ, ଯାହାକୁ ନେଇ ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୃଷ୍ଟି ହୋଇଛି ଅଚଳାବସ୍ଥା। ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲିପଡ଼ିଛି। ଏବେ ୨ଜଣ ଡାକ୍ତର ଏବଂ ୭...

ଡଙ୍ଗା ବୁଡ଼ି ୭ ନିଖୋଜ: ଜଣେ ମୃତ

ଚିତ୍ରକୋଣ୍ଡା,୨୫।୫(ଡି.ଏନ୍‌.ଏ.): ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଘଟିଛି ଅଘଟଣ। ଡଙ୍ଗା ବୁଡ଼ି ୭ ଜଣ ନିଖୋଜ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ। ସେଲେରୁ ନଦୀରେ ପାରି...

ଏକତରଫା ପ୍ରେମକୁ ନେଇ ପରିବାରର ୪ଜଣଙ୍କୁ ଆକ୍ରମଣ

ଝାରସୁଗୁଡ଼ା ଅଫିସ୍‌,୨୪।୫: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ସାପଡ଼ାର ଗୋଟିଏ ପରିବାରର ୪ଜଣଙ୍କୁ ଆକ୍ରମଣ କରିବା ଅଭିଯୋଗରେ ସେହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଗିିରଫ ଅଭିଯୁକ୍ତ ହେଲେ ଶିବ...

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଭର୍ଚୁଆଲ ବୈଠକ

ନିଶ୍ଚିନ୍ତକୋଇଲି,୨୪ା୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟ ‘ୟାସ୍‌’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ...

କରୋନାରେ ଆଖି ବୁଜିଲେ ସହକାରୀ ବ୍ରାଞ୍ଚ ପୋଷ୍ଟ ମାଷ୍ଟର

ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତ ଯମୁନା ଗାଁ ପୋଷ୍ଟ ଅଫିସରେ ସହକାରୀ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟ କରୁଥିବା ଗୁରୁ ଚରଣ ମହାପାତ୍ର(୫୫)ଙ୍କର ରବିବାର ରାତିରେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗୁରୁ ଚରଣଙ୍କ ଗତ ସୋମବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri