ଆମ ଜିଲା ଖବର

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଅଢ଼େଇ ବର୍ଷ ଶିଶୁପୁତ୍ର

ରସୁଲପୁର,୨୪ା୫(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାମଦେବପୁର ଗ୍ରାମର ଅଢ଼େଇ ବର୍ଷର ଶିଶୁପୁତ୍ର ଡି.ଏନ. କ୍ରିଷ୍ଣା ଦେବାଶିଷ ନିଜର ସ୍ମରଣଶକ୍ତି ଓ ବୁଦ୍ଧିମତ୍ତା ପାଇଁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ଅଧିକାର କରିପାରିଛନ୍ତି। ସେ ଦେଶର ୨୮...

କମ୍ପାନୀକୁ ୧୨ କୋଟି ଟଙ୍କାର ଚୂନା ଲଗାଇଥିଲେ କ୍ୟାସିୟର

ଝାରସୁଗୁଡା ଅଫିସ୍‌,୨୩।୫, ଝାରସୁଗୁଡ଼ା ସରବାହାଲ ସ୍ଥିତ ଓଡ଼ିଶା-ବେଙ୍ଗଲ କ୍ୟାରିୟର ଲିଃ ନାମକ ଟ୍ରାନ୍ସପୋର୍ଟ କମ୍ପାନୀରୁ ୧୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ କମ୍ପାନୀରେ କାର୍ଯ୍ୟରତ କ୍ୟାସିୟର ଏବଂ ତାଙ୍କର ସହଯୋଗୀଙ୍କୁ ଗିରଫ...

ଦୁର୍ଘଟଣାରେ ମାମୁ-ଭଣଜା ମୃତ, ଭାଣିଜୀ ଗୁରୁତର

ମାଲକାନଗିରି,୨୩।୫: ମାଲକାନଗିରି ଜିଲା ଗୌଡ଼ଗୁଡ଼ାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାମୁ ଓ ଭଣଜାଙ୍କ ମୃତ୍ୟୁ ଘଟିଛି। ସେହିପରି ଭାଣିଜୀ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଏମ୍‌ଭି-୦୧ ଗ୍ରାମର ମାମୁ ମିଥୁନ ବଶ୍ୱାସ(୨୮) ଏବଂ ଭଣଜା...

ଶିଶୁ ବିଶେଷଜ୍ଞ ବୋଲାଉଥିବା ନକଲି ଡାକ୍ତର ଗିରଫ

ଝାରସୁଗୁଡ଼ା ଅଫିସ,୨୩ା୫: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରୁ ଜଣେ ନକଲି ଡାକ୍ତରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିିଛି। ସେ ହେଲେ ଛତିଶଗଡ଼ ଦୁର୍ଗ ଜିଲା ଭଂସୁଲିର ରମେଶ କୁମାର ସାହୁ(୪୫)। ଏ ନେଇ ବେଲପାହାଡ଼ ଥାନା...

କୋଭିଡ୍‌ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ

ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ...

ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ

ଜଗତ୍‌ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍‌ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ...

ଚିଙ୍ଗୁଡ଼ି ପ୍ରୋସେସିଂପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍‌: ୩ ମହିଳା ଗୁରୁତର

ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍‌ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ...

ବାତ୍ୟା ‘ୟାସ’ ନେଇ ପ୍ରସ୍ତୁତି: ହୋମଆଇସୋଲଶନରୁ କୋଭିଡ୍‌ ରୋଗୀଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସମସ୍ତ ବ୍ଲକ ସ୍ତରୀୟ ଓ ଏନ୍‌ଏସି ସ୍ତରୀୟ ଅଧିକାରୀ ମାନଙ୍କୁ ସମ୍ଭାବ୍ୟ ବାତ୍ୟା ନିମନ୍ତେ ପ୍ରସ୍ତୁତ ରହିବାପାଇଁ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । ଗର୍ଭବତୀ, ବୃଦ୍ଧ, ବୃଦ୍ଧା ଓ ଦିବ୍ୟାଙ୍ଗ ବ୍ୟକ୍ତି...

ମୋବାଇଲ୍‌ ଗେମ୍‌ ହେଲା କାଳ: ରାତିରେ ଶୋଇଥିଲେ, ସକାଳେ…

ପଦ୍ମପୁର,୨୩।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ଗଦି ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଶ୍ରୀତମ୍‌ ନାୟକ। କିଛିଦିନ ଧରି ସେ ଅନ୍ୟମନସ୍କ ରହିବା ସହ ମୋବାଇଲରେ ଗେମ...

ବ୍ୟବସାୟୀଙ୍କୁ ଟିକା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ସେହି ତୁଳନାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢୁଛି । କରୋନାର ଦ୍ୱିତୀୟ ଷ୍ଟ୍ରେନ ଭୟଙ୍କର ରୂପ ଧାରଣ କରିଛି । ଏଥିପାଇଁ ସମସ୍ତ ବର୍ଗ ବ୍ୟକ୍ତିଙ୍କ ନିମନ୍ତେ ସରକାର...

ଷଷ୍ଠଶ୍ରେଣୀ ଛାତ୍ରୀ ପ୍ରତିଭାଙ୍କ କମାଲ: କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ପ୍ରସ୍ତୁତ କଲେ ଆପ୍‌

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଚିନ୍ତାରେ ସାରା ବିଶ୍ୱ। ଏହାକୁ ରୋକିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ଚେଷ୍ଟା ଜାରି ରହିଛି । ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା ସଂକ୍ରମଣ ବ୍ୟାପୁଥିବା ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଚି଼ହ୍ନଟ ଲାଗି ଏକ...

‘ୟାସ୍‌’କୁ ନେଇ ପ୍ରଶାସନ ତତ୍ପର: ବାଲେଶ୍ୱରରେ ଏସ୍‌ଆର୍‌ସି

ବାଲେଶ୍ୱର ଅଫିସ, ୨୩।୫: ୟାସ୍‌’କୁ ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି। ଏ ନେଇ ବାଲେଶ୍ୱର ଜିଲା ଆହ୍ବାନ ଗୃହରେ ଏସ୍‌ଆରସି ପ୍ରଦୀପ କୁମାର ଜେନା ବାତ୍ୟା ୟାସ ସମ୍ପର୍କରେ ଜିଲା ପ୍ରଶାସନ ସହ ଆଲୋଚନା ଓ ସମୀକ୍ଷା କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri