ଆମ ଜିଲା ଖବର

ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ

ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ...

ଭିମ୍‌ସାରରେ ୩ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଶୁକ୍ରବାର ୩ ଜଣ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ବରଗଡ ଜିଲାର ଜଣେ ୫୫ ବର୍ଷର ମହିଳା ଓ ଜଣେ ୫୦ ବର୍ଷର ପୁରୁଷ ଅଛନ୍ତି। ସେହିପରି ଆଉ...

ଟ୍ରେନ ଧକ୍କାରେ ଯୁବକ ହରାଇଲେ ହାତ

କଣ୍ଟାବାଞ୍ଜି,୨୧।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନ ନିକଟ ଟ୍ରେନ୍‌ ଲାଇନ୍‌ରୁ ଶୁକ୍ରବାର ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଯୁବକଙ୍କ ଡାହାଣ ହାତ କଟି ଯାଇଛି। ଉଦ୍ଧାର ହୋଇଥିବା ଯୁବକ ଜଣକ ହେଲେ ଛତିଶଗଡ଼ ବାକବେହେରା ଗ୍ରାମର...

ବିବାହ ପାଇଁ ଲୁଚାଇ ଥିଲେ କୋଭିଡ୍‌ ରିପୋର୍ଟ

ଦିଗପହଣ୍ଡି,୨୧।୫: ଗତ ସୋମବାର କୋଭିଡ୍‌ ଟେଷ୍ଟ କରାଇଥିଲେ। କିନ୍ତୁ ରିପୋର୍ଟ ଆସିଲା ପଜିଟିଭ୍‌। ଏ ସମ୍ପର୍କରେ ବରଙ୍କ ପରିବାର ଲୋକେ ଜାଣିଥିଲେ। ଏହାସତ୍ତ୍ୱେ ବାହା ହେବାକୁ ବେଦୀରେ ବସିଥିଲେ ବର। ଖବର ପାଇ ପ୍ରଶାସନ ଚଢାଉ କରି ବରକୁ ଆଇସୋଲେଶନକୁ...

ବିବାହ ଭୋଜିରେ ହଜାରେ ଲୋକଙ୍କୁ ଦେଇଥିଲେ ଆମନ୍ତ୍ରଣ

ହିଞ୍ଜିଳିକାଟୁ,୨୧ା୫: କୋଭିଡ଼ କଟକଣାକୁ ଅବମାନନା କରି ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମରେ ଶୁକ୍ରବାର ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ପାଇଁ ବିବାହ ଭୋଜିର ଆୟୋଜନ ହେଉଥିଲା। ଖବର ପାଇ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ବିବାହ ଭୋଜି...

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

କେନ୍ଦୁଝର,୨୧।୫: କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ମା’ ଓ ତାଙ୍କର ୩ ବର୍ଷର ଝିଅ ଏବଂ ସମ୍ପର୍କୀୟ ଭାଉଜଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଯାଯାବର ବୋଲି ଜଣାପଡିଛି। ଝାଡଖଣ୍ଡ ରାଞ୍ଚି...

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରଥଖଳାରୁ ମୋଟ ୧୮ ଜଣ କରୋନାରେ ଆକ୍ରାନ୍ତ ହେଲେଣି।...

ବେଳାଭୂମିରେ ପଡ଼ିଛି ଅଲିଭ୍‌ ରିଡ୍‌ଲେଙ୍କ ମୃତଦେହ

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ଦୁଇଦିନ ତଳେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛର ମୃତଦେହ ପଡ଼ିଥିବା ବେଳେ ଗୁରୁବାର ଆଉ ଦୁଇଟି କଇଁଛଙ୍କ ମୃତଦେହ ବେଳାଭୂମିରେ ପଡ଼ିଥିବା ଦେଖିବାକୁ ମିଳିଛି।...

ସଂକ୍ରମଣ ଭୟ: ବାୟୋ ବବଲ୍‌ ସୁରକ୍ଷା ବଳୟରେ ହେବ ରଥ ନିର୍ମାଣ

ପୁରୀ ଅଫିସ,୨୧ା୫: ପୁରୀରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନା କଟକଣା ମଧ୍ୟରେ ବର୍ତ୍ତମାନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବି ଚାଲୁ ରହିଛି। ତେବେ ଏହି କାର୍ଯ୍ୟ କରୁଥିବା ମହାରଣା ସେବକମାନେ ଜଣକ ପରେ...

ପିମ୍ପଲ ପିଏମ୍‌ଜିଏସ୍‌ୱାଇ କାମ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ/ରଗଡ଼ି(ଡି.ଏନ୍‌.ଏ.),୨୧।୫: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୨୧୫ ନମ୍ବର ଜାତୀୟ ରାଜପଥଠାରୁ ପିମ୍ପଲ ପର୍ଯ୍ୟନ୍ତ ୨.୯୮୦ କିମି ରାସ୍ତା ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରି ନ ପାରିବା ଠିକାଦାର ଭାଗୀରଥି ସାହୁଙ୍କ ପାଇଁ ମହଙ୍ଗା ପଡିଛି।...

ଚିନ୍ତାରେ ରବି ଧାନ ଚାଷୀ

ଯାଜପୁର ଅଫିସ,୨୧।୫: ସମ୍ଭାବ୍ୟ ବାତ୍ୟା ନେଇ ପ୍ରଚାର ହେବା ପରେ ରବି ଧାନ ଚାଷୀଙ୍କ ଚିନ୍ତା ବଢିଛି। ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲେ ହେଁ ପ୍ୟାକ୍ସ (ପ୍ରାଥମିକ ସେବା ସମବାୟ ସମିତି)...

ସେନା କର୍ମଚାରୀ କହି ୧.୮୦ ଲକ୍ଷ ଠକେଇ

ସାକ୍ଷୀଗୋପାଳ,୨୧।୫(ଡି.ଏନ୍‌.ଏ.): ନିଜକୁ ସେନା କର୍ମଚାରୀ ପରିଚୟ ଦେଇ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଏକ ଜନ ସେବା କେନ୍ଦ୍ରରେ ବ୍ୟାଙ୍କ ଚେକ୍‌ ଦେଇ କେନ୍ଦ୍ର ଅପରେଟରଙ୍କଠାରୁ ୧.୮୦ ଲକ୍ଷ ଟଙ୍କା ଠକେଇ ହୋଇଛି। ଏ ନେଇ ଅପରେଟର କାଳୀପ୍ରସାଦ ମହାପାତ୍ରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri