ଆମ ଜିଲା ଖବର

ଡହଡହ ଖରାରେ ସିଝୁଛନ୍ତି ଉଠା ଦେକୋନୀ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଲେଣି l କରୋନା କଟକଣା ତଥା ସାମାଜିକ ଦୂରତ୍ୱ ଲାଗି ଗଞ୍ଜାମ ଏନ୍‌ଏସି ପ୍ରଶାସନ ସହରର ଉଠା ଦୋକାନୀଙ୍କୁ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମକୁ ପରିବା ବିକ୍ରି ପାଇଁ ପଠାଉଛନ୍ତି। ଡହଡହ...

ଏସ୍‌ସିବି କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା

କଟକ ଅଫିସ, ୧୮।୫: ଏସ୍‌ସିବି ମେଡିକାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍‌ ୱାର୍ଡ ଭିତରକୁ ରୋଗୀ ସମ୍ପର୍କୀୟଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ସେମାନେ ପାଟିତୁଣ୍ଡ କରିଥିଲେ। ରୋଗୀ...

ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା ନେଇ ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ପୂର୍ବାହ୍ନ ୯ଟାରେ ପହଞ୍ଚିଥିଲେ। ହେଲେ ପୂର୍ବରୁ ଅନ୍‌ଲାଇନ...

ପୂର୍ବତନ ମନ୍ତ୍ରୀ କାର୍ତ୍ତିକ ପ୍ରସାଦ ତରିଆଙ୍କ ପରଲୋକ

ସୋନପୁର/ଅମରପାଲି,୧୮।୫(ନି.ପ୍ର./ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କାର୍ତ୍ତିକ ପ୍ରସାଦ ତରିଆଙ୍କ ସୋମବାର ରାତିରେ ୭୦ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଯକୃତ ରୋଗରେ ପୀଡିତ ଥିଲେ। ହାଇଦ୍ରାବାଦ୍‌ରେ ରହି ସେ ଚିକିତ୍ସିତ ହେଉଥିଲେ। ୭ଦିନ...

କରୋନା ପରୀକ୍ଷାକୁ ଡଙ୍ଗରିଆଙ୍କ ନା

ରାୟଗଡ଼ା ଅଫିସ,୧୮।୫: ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ୧୭ ଡଙ୍ଗରିଆ ଆଦିବାସୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଚିହ୍ନଟଙ୍କ ମଧ୍ୟରେ ଜିଲାର କଲ୍ୟାଣସିଂହପୁର ବ୍ଲକ୍‌ ଅଞ୍ଚଳରୁ ସର୍ବାଧିକ ୧୫ ରହିଛନ୍ତି।...

୩୦ବର୍ଷ ପରେ ପୁଣି ଆଖୁ ଚାଷ

ସିମୁଳିଆ,୧୮।୫ – ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତର ହରିସିଂହପୁର ଅଞ୍ଚଳରେ ପ୍ରାୟ ୩୦ବର୍ଷ ପରେ ପୁଣି ଆଖୁଚାଷ ଆରମ୍ଭ ହୋଇଛି। କୃଷି ବିଭାଗର ଅବହେଳା ମନୋଭାବ ଯୋଗୁ ପ୍ରାୟ ୫ମାସ ବିଳମ୍ବରେ ଏହି ଚାଷ ଆରମ୍ଭ ହୋଇଛି।...

ସଂକ୍ରମିତଙ୍କ ଘରେ ପହଞ୍ଚାଯାଉଛି ଖାଦ୍ୟ

କେନ୍ଦୁଝର,୧୮।୫(ସ୍ବ.ପ୍ର.)-କରୋନା ମହାମାରୀ ଧିରେ ଧିରେ ସହରଠାରୁ ଗ୍ରାମାଞ୍ଚଳକୁ ବ୍ୟାପିବାରେ ଲାଗିଛି। ଫଳରେ ସଂକ୍ରମଣକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହେଉଛି। ଲୋକେ ପଦାକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି। ଏଭଳି ସମୟରେ କେନ୍ଦୁଝର ସହରର କେତେଜଣ ଯୁବକ...

କରୋନା ନେଲା ମା’ପୁଅଙ୍କ ଜୀବନ

ଲଇକେରା,୧୭ା୫: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକର ମା’ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ଲକ ମୁଖ୍ୟାଳୟର ମା’ ବୁଇ ବେହେରା(୮୯) ଓ ପୁଅ ବିଜୟ ବେହେରା(୬୯)। ମା’ପୁଅ କରୋନା ସଂକ୍ରମିତ ହୋଇ ଗତ...

ନିୟମଗିରି ପାହାଡ଼ରେ କୁଇ ଭାଷାରେ ସଚେତନ କରାଉଛି ରଥ

ବିଷମକଟକ,୧୭ା୫: ରାୟଗଡ଼ା ଜିଲାର ଅପହଞ୍ଚ ଇଲାକା ନିୟମଗିରି ପାହାଡ଼ରେ ପହଞ୍ଚିଛି କରୋନା। ୨ ଦିନ ମଧ୍ୟରେ ଜିଲାର କଲ୍ୟାଣସିଂହପୁର ଏବଂ ବିଷମକଟକ ବ୍ଲକ୍‌ ଅଧୀନ ନିୟମଗିରି ପାଦଦେଶରେ ରହୁଥିବା ୧୭ ଡଙ୍ଗରିଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ...

ସୂଚନା ଓ ଲୋକସମ୍ପର୍କ ଅଫିସ୍‌ ସିଲ୍‌

ରାୟଗଡ଼ା ଅଫିସ,୧୭ା୫: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ବଢ଼ୁଛି। ବିଭିନ୍ନ କାର୍ଯ୍ୟାଳୟରୁ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ସେହିପରି ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ(ଡିଆଇପିଆର୍‌ଓ)ର ଜଣେ ଅଧିକାରୀ କୋଭିଡ୍‌-୧୯ ପଜିଟିଭ୍‌ ଥିବା ଜଣାପଡିଛି। ଏଥିଯୋଗୁ ପ୍ରଶାସନ ପକ୍ଷରୁ...

ବାର୍‌ହା ମାଂସ ରୋଷେଇ ପାଇଁ ଚାଲିଥିଲା ଆୟୋଜନ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲା ଡୁକୁରା ରେଞ୍ଜ ଅଧୀନ ପାଟଶାଣିପୁର ନିକଟ କାଶିକୁଣ୍ଡଳ ଗ୍ରାମରେ ସୋମବାର ବନବିଭାଗ ଚଢ଼ାଉ କରି ୧୦ କିଲୋ ବାର୍‌ହା ମାଂସ ଜବତ କରିଛି। ଏହି ଘଟଣାରେ ଜଣେ ଶିକାରୀ ଗିରଫ ହୋଇଛନ୍ତି। ସେ ହେଲେ...

ମାରଣାସ୍ତ୍ର ଦେଖାଇ ହାଇଓ୍ବା ସହ ଚାଳକଙ୍କୁ ଅପହରଣ: ୫ ଗିରଫ, ଜଣେ ଫେରାର

ବଡ଼ବିଲ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନାଞ୍ଚଳ ଏକ ପାର୍କିଂରୁ ହାଇଓ୍ବା ଟ୍ରକ ସହ ଚାଳକଙ୍କୁ ଅପହରଣ କରାଯିବା ସହ ମାଡ଼ମାରି ତାଙ୍କ ମୋବାଇଲ ଏବଂ ନଗଦ ୭ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ତେବେ ପୋଲିସ ହାଇଓ୍ବାକୁ ଉଦ୍ଧାର କରିିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri