ଆମ ଜିଲା ଖବର

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା...

ପାରୋଲରେ ଗଲେ ୫ କଏଦୀ

କେନ୍ଦୁଝର,୧୫ା୫(ଡି.ଏନ.ଏ.)-କରୋନା ସଂକ୍ରମଣ ବଢ଼ୁଥିବାବେଳେ ଜେଲରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କଏଦୀ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ସଜ୍ଜା କାଟୁଥିବା ବନ୍ଦୀଙ୍କୁ ୯୦ ଦିନିଆ ଛୁଟି(ପାରୋଲ)ରେ ଛାଡ଼ିବା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।...

କରୋନା ଆକ୍ରାନ୍ତ ୧୫ ଦିନର ଶିଶୁ ମୃତ

ବ୍ରହ୍ମପୁର ଅଫିସ୍‌,୧୫ା୫: କରୋନାର ଦ୍ୱିତୀୟ ଲହରରେ ଶିଶୁ ସଂକ୍ରମିତ ହେଲେଣି। ଗତ ସୋମବାର ବ୍ରହ୍ମପୁର ହାଉସିଂ ବୋର୍ଡ଼ରେ ରହୁଥିବା ଜଣେ ୧୦ ବର୍ଷୀୟ ନାବାଳକଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ଶୁକ୍ରବାର ପୁଣି ଏମ୍‌କେସିଜି ମେଡିକାଲରେ ୧୫ ଦିନର ଜଣେ ଶିଶୁର...

ସଞ୍ଜୀବନୀ ପାଇଁ ମିଳୁନି ସ୍ଲଟ୍‌

ଅନୁଗୋଳ ଅଫିସ, ୧୫ା୫ କରୋନାର ଦ୍ୱିତୀୟ ଲହରକୁ ନେଇ ସଭିଏଁ ଚିନ୍ତିତ। କେବେ ଏହା କବଳରୁ ମୁକ୍ତି ମିଳିବ ତାହା ଜଣାପଡ଼ୁ ନ ଥିବାବେଳେ ବର୍ଷାଧିକ ଧରି କୋଭିଡ୍‌ ବିରୋଧୀ ଯୁଦ୍ଧରେ ମାସ୍କ ଓ ସାମାଜିକ ଦୂରତ୍ୱ ହିଁ ମୁଖ୍ୟ...

ମାଗଣାରେ ହେବ କୋଭିଡ୍‌ ଚିକିତ୍ସା

ବରଗଡ଼ ଅଫିସ,୧୪।୫: ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏଣିକି ମାଗଣାରେ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ହେବ । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲୀକ୍ରୀଷ୍ଣା ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ...

ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ...

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକ ମୃତଦେହ ପାଖ ମାଡି ନ ଥିଲେ। ଏପରିକି ଅନ୍ତିମ...

ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା

ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର...

ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ...

ଥମୁନି ସଂକ୍ରମଣ: ୫ ମାସର ଶିଶୁକନ୍ୟାଙ୍କୁ କରୋନା

ବରଗଡ଼ ଅଫିସ,୧୪।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ଇତିମଧ୍ୟରେ ଦୈନିକ ସଂକ୍ରମଣ ୫ଶହ ଟପି ସାରିଛି। ଶୁକ୍ରବାର ଜିଲାରୁ ୫୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ସୋନପୁର, ଝାରସୁଗଡ଼ା ଏବଂ ସମ୍ବଲପୁର...

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି।...

ଜୀବିକା ଚିନ୍ତାରେ ବାଉଁଶ କାରିଗର

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri