ଆମ ଜିଲା ଖବର

ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍‌ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଉକ୍ତ ଅଞ୍ଚଳରେ ଅପରାଧୀମାନେ ଅସାମାଜିକ କାର୍ଯ୍ୟ ଘଟାଇ ଚାଲିଛନ୍ତି।...

ଅଛୁଆଁ ହେଲେ କରୋନା ରୋଗୀ

ଢେଙ୍କାନାଳ ଅଫିସ,୮।୫: କରୋନା ସଂକ୍ରମିତ ବୋଲି କେହି ପାଖ ମାଡ଼ିଲେନି। ଜୀବନ ଭୟରେ ଲୁଚିଲେ କୋଭିଡ୍‌ ଯୋଦ୍ଧା। ବହୁକଷ୍ଟରେ ହସ୍ପିଟାଲ ଯାଏ ଆସିଥିଲେ ହେଁ ଶଯ୍ୟା ପର୍ଯ୍ୟନ୍ତ ନେବାକୁ ପହଞ୍ଚତ୍ଲାନି କାହାରି ସହାୟତାର ହାତ। ଫଳରେ ଛଟପଟ ହୋଇ ଚାଲିଗଲା...

ଆକ୍ରାନ୍ତ ବୃଦ୍ଧଙ୍କ ଆତ୍ମହତ୍ୟା ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ସ୍ତ୍ରୀ

ବିଜେପୁର,୭।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାତବନ୍ଧ ଗ୍ରାମରେ ଶୁକ୍ରବାର କରୋନା ଆକ୍ରାନ୍ତ ଜଣେ ବୃଦ୍ଧ ମାନସିକ ଭାରସାମ୍ୟ ହରାଇ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଅର୍ଜୁନ ମେହେର (୬୫)। ମିଳିଥିବା ସୂଚନା ମୁତାବକ ସାତବନ୍ଧ...

ଗାଁ ପାଖରେ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା, ୭।୫: କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତା ହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଶବ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଆସିଥିଲା। ପରେ ପାଟଣା ଇଲେକ୍ଟ୍ରି ସେକ୍ସନ...

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି । ଉଦ୍‌ଘାଟନୀ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗରିବ ଲୋକଙ୍କୁ ଶସ୍ତାରେ ଚିକିତ୍ସା ସେବା ଯୋଗାଇ...

ଯୁବତୀଙ୍କୁ ଗଣବଳାତ୍କାର: ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ୍‌,୭।୫: ଝାରସୁଗୁଡ଼ାରେ ପୁଣି ଲଜ୍ଜା । ଏକ ପରିତ୍ୟକ୍ତ କୋଠାରେ ଜଣେ ଯୁବତୀଙ୍କୁ ଗଣବଳତ୍କାର କରାଯାଇଛି। ବର୍ତ୍ତମାନ ଏହାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ୍‌ ହୋଇଛି। ଲକ୍‌ଡାଉନ୍‌ ସମୟରେ ପୋଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।...

ଦୁର୍ଘଟଣାର ୨୦ ଘଣ୍ଟା ପରେ ଉଠିଲା ମୃତଦେହ

ବାଲିଶଙ୍କରା, ୭ା୫ : ସୁନ୍ଦରଗଡ଼ ଜିଲା କିଞ୍ଜିରକେଲା ଥାନା ଅଧୀନ ତିଲଡେଗା ଗ୍ରାମ ବଣ୍ଡେଡୁଙ୍ଗୁରି ନିକଟରେ ଏକ ୧୪ ଚକିଆ ହାଇଓ୍ବା ଗୁରୁବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାର ୧୦ ଫୁଟ୍‌ ତଳକୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର...

କଳାବଜାର, ଦରବୃଦ୍ଧି ରୋକିବା ପାଇଁ ଏନ୍‌ଏସିର କଡ଼ା ନିର୍ଦ୍ଦେଶ: ଖିଲାପ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବୁଗୁଡ଼ା,୭।୫(ଡି.ଏନ୍‌.ଏ.):କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍‌ ଘୋଷଣା କରିଛନ୍ତି ସରକାର । ଏହି ଲକ୍‌ଡାଉନ୍‌ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ...

ଲକ୍‌ଡାଉନ୍‌ର ଫାଇଦା ନେଉଛନ୍ତି ଅସାଧୁ ବ୍ୟବସାୟୀ, ଚଢ଼ା ଦରରେ ବିକ୍ରି କରୁଛନ୍ତି ସାମଗ୍ରୀ

ଗଞ୍ଜାମ,୭।୫(ଡି.ଏନ୍‌.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ସରକାର। ଏହି ଲକ୍‌ଡାଉନର ଫାଇଦା ନେଉଛନ୍ତି କିଛି ଅସାଧୁ ବ୍ୟବସାୟୀ। ନିତ୍ୟ ଅପରିହାର୍ଯ୍ୟ ସାମଗ୍ରୀକୁ ଚଢ଼ା ଦରରେ ବିକ୍ରି କରୁଛନ୍ତି...

ଲକ୍‌ଡାଉନ୍‌ ଫାଇଦା ଉଠାଉଛନ୍ତି ବେପାରୀ: ନିତ୍ୟ ଆବଶ୍ୟକ ଜିନିଷ ଚଢ଼ା ଦରରେ ବିକ୍ରି

ଗଞ୍ଜାମ,୭।୫(ଡି.ଏନ୍‌.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍‌ ଘୋଷଣା କରିଛନ୍ତି ସରକାରl ଏହି ଲକ୍‌ଡାଉନ୍‌ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ...

ଡେପୁଟି କଲେକ୍ଟର ଆଲୋକ ଅନୁଗୁଳିଆଙ୍କୁ ନିଲମ୍ବନ

କୋରାପୁଟ, ୭।୫(ସ୍ବ.ପ୍ର.): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଆଲୋକ କୁମାର ଅନୁଗୁଳିଆଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ତାଙ୍କୁ ନିଲମ୍ବନ...

ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୭।୫(ଡି.ଏନ୍‌.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କିନ୍ତୁ ଗତବର୍ଷ ଭଳି ଗଞ୍ଜାମ ସହର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri