ଆମ ଜିଲା ଖବର

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ...

ଲଘୁଚାପ ବର୍ଷାରେ ଭିଜୁଛି ପାଚିଲା ଧାନ

ମହାକାଳପଡ଼ା,୨୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପାଚିଲା ଧାନ ବର୍ଷାରେ ଭିଜୁଛି। ବର୍ଷକ ପାଇଁ ଉପାର୍ଜିତ ହୋଇଥିବା ଧାନ ଅମଳ ହୋଇ ନ ପାରି ନଷ୍ଟ ହେଉଛି। ସପ୍ତାହ ହେଲା ତୁହାକୁ ତୁହା...

ଭିଜିଲା ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା। ଯାହାର ପ୍ରଭାବରେ ବେଶ୍‌ ପ୍ରଭାବିତ ହୋଇଛନ୍ତି ଚାଷୀ। ବର୍ତ୍ତମାନ ଧାନ ଅମଳ ସହିତ...

ବନବାସୀଙ୍କ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ

ନୂଆପଡା,୨୬।୧୨ (ମକାରୁ ବେମାଲ):ସମୁଦ୍ର ପତନଠାରୁ ୩୬ ହଜାର ବର୍ଗ ଫୁଟ ଉପରେ ଅବସ୍ଥିତ ନୂଆପଡ଼ା ଜିଲାର ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୁନାବେଡା ଗାଁ ା ଏହି ଗାଁର ଦୁର୍ଗମ ଅଞ୍ଚଳ ବୁଲି ବନବାସୀ ସହ ବସି କନ୍ଦମୂଳ ଖାଇଲେ...

୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି ବସିଥିବାରୁ ରାସ୍ତା ସଙ୍କୁଚ ହେବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଗତ...

ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ

ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି ସଫଳ ହୋଇଛନ୍ତି। ଯାହା ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗକୁ...

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ନାମକୁ ପ୍ରାଞ୍ଜଳ ଭାବେ କହି ପାରନ୍ତି ସେ। ଆଉ ନିଜ ବିଚକ୍ଷଣ...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri