ଆମ ଜିଲା ଖବର

ବିନା ଅନୁମତିରେ ଓଡ଼ିଶା ସୀମାରେ ପଶ୍ଚିମବଙ୍ଗ ବସ୍‌ ପଶି ଅଡୁଆରେ ପଡ଼ିଲା

ପାଟଣା,୨୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବଜାର ନିକଟରୁ ପଶ୍ଚିମବଙ୍ଗରୁ ବେଆଇନ ଭାବେ ପଶିଥିବା ଏକ ବସ୍‌କୁ ଶନିବାର ସକାଳୁ ପରିବହନ ବିଭାଗ ଟ୍ରାଫିକ ଇନ୍ସପେକ୍ଟର ଅଟକ ରଖି...

ଅପହୃତ ଏଏସ୍‌ଆଇଙ୍କୁ ହତ୍ୟା କଲେ ମାଓବାଦୀ, ଅଟକାଇଲେ ଯାତ୍ରୀବାହୀ ଟ୍ରେନ୍‌; ଲଗାଇଲେ ପୋଷ୍ଟର

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଜଣେ ପୋଲିସ ଏଏସ୍‌ଆଇଙ୍କୁ ଅପହରଣର ତିନିଦିନ ପରେ ମାଓବାଦୀମାନେ ଶୁକ୍ରବାର ପ୍ରଜାକୋର୍ଟରେ ହତ୍ୟା କରିଛନ୍ତି। ଡିଆରଜି ଯବାନ ଭାବେ କାର୍ଯ୍ୟ କରୁଥିବା ମୁରଲି ତାତି ଗତ ଛୁଟିରେ ନିଜ ଗଁା...

ମେ’ ୧୫ ଯାଏ ବନ୍ଦ ହେଲା ଜଗା ଦର୍ଶନ

ପୁରୀ ଅଫିସ,୨୪।୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା ଲାଗିଥିବା ନେଇ ଶନିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା...

ଗଜପତିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌: ରାସ୍ତାଘାଟ ଖାଁ ଖାଁ

ପାରଳାଖେମୁଣ୍ଡି,୨୪।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିିରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି । ମେଡିକାଲ ଓ ଅତ୍ୟାବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ...

ଶଟ୍‌ଡାଉନ୍‌ରେ ଗଞ୍ଜାମ ସହର ପ୍ରଭାବିତ

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାର ସପ୍ତାହକୁ ଦୁଇଦିନ ଅର୍ଥାତ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଗଞ୍ଜାମ ସହର ଶଟ୍‌ଡାଉନରେ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବଡ଼ ବଜାର ଓ ସାନ...

ଜୀବନ ଜୀବିକା ଦୋଛକିରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ, ୨୪।୪: ଶନିବାର ଓ ରବିବାର ଦୁଇଦିନ ଧରି କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ସହରାଞ୍ଚଳରେ କରୋନା ସଂକ୍ରମଣକୁ ରୋକିବାକୁ ସପ୍ତାହାନ୍ତ କଟକଣା ଶୁକ୍ରବାର ରାତ୍ରି କର୍ଫୁରୁ ଏକ ପ୍ରକାର ଆରମ୍ଭ ହୋଇଛି। ସହର ମଧ୍ୟରେ ଦୋକାନ ବଜାର ବନ୍ଦ...

ଅନିଶ୍ଚିତତାରେ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜଗତ୍‌ସିଂହପୁର ଅଫିସ,୨୪।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ପକ୍ଷରୁ ଚଳିତବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ବାତିଲ କରି ଦିଆଯାଇଛି। ଆଗକୁ କେବେ ପରୀକ୍ଷା ହେବ ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା...

କରୋନା ଭୟ: ସମୁଦ୍ର ଜଳପଥ ଭରସା

ମହାକାଳପଡ଼ା,୨୪।୪ (ଡି.ଏନ.ଏ.): ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଦ୍ରୁତଗତିରେ ବଢି ଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ କରୋନା ପଜିଟିଭ ସଂକ୍ରମଣ ସମସ୍ତଙ୍କ ଚିନ୍ତା ବଢାଇଛି। ଏବେ ଓଡ଼ିଶାରେ ମଧ୍ୟ ସଂକ୍ରମଣର ମାତ୍ରା...

ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ...

ଗଳାବାଟ ଦେଇ ପଶିଆସୁଛନ୍ତି ପ୍ରବାସୀ

ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍‌ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ ମୁକୁଳା ପଡିଛି ା ଏହି ଗଳାବାଟ ଦେଇ ପଶ୍ଚିମବଙ୍ଗ ପ୍ରବାସୀ ଓଡ଼ିଶା ମଧ୍ୟକୁ...

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ତେଣୁ ଏଠାରେ କରୋନା ଚେନ୍‌ ଭାଙ୍ଗିବାକୁ ଅନୁଗୋଳ ଓ...

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି ନଷ୍ଟ ନ ହେବ ଏବଂ ହିତାଧିକାରୀମାନେ ଟିକା ପାଇପାରିବେ ସେଥିଲାଗି ସ୍ବତନ୍ତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri