ଆମ ଜିଲା ଖବର

ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌, ନାଇଟ୍‌ କର୍ଫ୍ୟୁ ଜାରି କରାଯାଇ ପୋଲିସ ପଇଁତରା ମାରୁଥିବା ବେଳେ ଅନ୍ୟପଟେ ଚୋରା...

ବେପାର ଚିନ୍ତାରେ ବ୍ୟବସାୟୀ

ବଇଣ୍ଡା,୨୦।୪ ଲକ୍‌ଡାଉନ୍‌ ଯୋଗୁ ବନ୍ଦ ହୋଇଯାଇଥିବା ବଜାର ମାତ୍ର କେଇମାସ ହେଲା ଖୋଲିଥିଲା। ବ୍ୟବସାୟ ହରାଇ ଦୁର୍ଦ୍ଦିନରେ ଥିବା ବ୍ୟବସାୟୀମାନେ ନୂଆ ଉତ୍ସାହର ସହ ଆରମ୍ଭ କରିଥିଲେ କାରବାର। ଜୀବନରେ ଏପରି ଦୁଃସମୟର ସମ୍ମୁଖୀନ ଆଉ ହେବେ ବୋଲି ସେମାନେ...

ବାଇକ୍‌ରେ ଯାଉଥିବା ଯୁବତୀଙ୍କ ଉପରେ ପଡ଼ିଲା ଗଛ

ଲହୁଣୀପଡା,୧୯।୪: ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଖଣ୍ଡାଧାର ରାସ୍ତାର ମହୁଲତା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକରେ ଯାଉଥିବା ବେଳେ ରାସ୍ତା କଡରେ ଥିବା ଶୁଖିଲା ଶାଳଗଛ ଭାଙ୍ଗି ଯୁବତୀ ଉପରେ ପଡ଼ିବାରୁ...

ଶଟ୍‌ଡାଉନ ଶେଷ ହେବା ପରେ ବଜାରରେ ଜନଗହଳି

ସମ୍ବଲପୁର,୧୯ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ସୋମବାର ସକାଳ ୫ଟାରେ ଶଟ୍‌ଡାଉନ ଅବଧି ଶେଷ ହେବା ପରେ ସମ୍ବଲପୁର ସହରର ଲୋକମାନେ ବାହାରକୁ ଚାଲି ଆସିଥିଲେ। ଦୋକାନ ବଜାରରେ ଭିଡ...

ଲୁହାପଥର ଚୋରା ଚାଲାଣ: ୨ ଗିରଫ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି । ଲୁହାପଥର ଚୋରା ଚାଲାଣ ଅଭିଯୋଗରେ ରାତିରେ ପାଟ୍ରୋଲିଂ ବେଳେ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ...

କ୍ରସରରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଫାଦ୍ରୀପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ସୋମବାର ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଏମ୍‌କେସିଜି...

ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଦୁଇ ଛାତ୍ରଙ୍କୁ ହତ୍ୟା

ମାଲକାନଗିରି,୧୯।୪(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ମାନବିକତାକୁ ଳାଳି ଦେଇ ଦୁଇ ଛାତ୍ରଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। ସୂଚନୁନୁଯାୟୀ, ସୁକୁମା ଜିଲା ଜଗରଗୁଣ୍ଡା ଥାନା...

୨୦ରୁ ୨୪ ପର୍ଯ୍ୟନ୍ତ ବନ୍ଦ ରହିବ କୋର୍ଟ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋର୍ଟ କାର୍ଯ୍ୟରୁ ଓକିଲମାନେ ବିରତ ରହିବେ ବୋଲି ଜିଲା ଓକିଲ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଚଳିତମାସ ୨୦ ରୁ ୨୪ ପର୍ଯ୍ୟନ୍ତ ବାର୍‌ ବନ୍ଦ ରଖିବା ନେଇ ସଂଘ କାର୍ଯ୍ୟକାରୀ କମିଟି...

ଭକ୍ତଙ୍କୁ ତାରାତାରିଣୀ ଯାତ୍ରା ମନା

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ମା ତାରାତାରିଣୀଙ୍କ ଯାତ୍ରା ବନ୍ଦ ରହିବ। କେବଳ ମା’ଙ୍କ ରୀତିନୀତି ପୂଜକଙ୍କ ଦ୍ୱାରା ଅନୁପାଳନ କରାଯିବ । ଭକ୍ତଙ୍କ...

ବଳାତ୍କାର ମାମଲାରେ ନାବାଳକଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ମାମଲାରେ ସ୍ଥାନୀୟ ଅତିରିକ୍ତ ଜିଲା ଓ ସ୍ପେଶାଲ ଜଜ୍‌ ଲୋକନାଥ ସାହୁ ୧୭ ବର୍ଷର ନାବାଳକଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ଓ ୧୧...

ଗଞ୍ଜାମରେ ମଙ୍ଗଳବାରରୁ ଘରକୁ ଘର ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ଆସନ୍ତା ମଙ୍ଗଳବାର ଠାରୁ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯିବ ବୋଲି ଜ଼ିଲାପାଳ...

ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସରଙ୍କ ପରଲୋକ

ସୁନ୍ଦରଗଡ,୧୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଲିଭନିସ୍‌ କିଣ୍ଡୋଙ୍କର ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସର ଭାବେ ପରିଚିତ ଥିଲେ। ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri