ଆମ ଜିଲା ଖବର

ରାଉରକେଲାରେ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା ଅଫିସ,୧୪।୪: ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ବେଳେ ଷ୍ଟିଲ ସିଟି ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକା(୧୨ବର୍ଷ)ଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର...

୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ସୋନୀ ବୋହୂ ହୋଇଯିବେ ଛତିଶଗଡ଼

ଝାରସୁଗୁଡ଼ା ଅଫିସ,୧୪ା୪: ଦୀର୍ଘ ୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ହୋଇଥିବା ଯୁବତୀ ସୋନୀ ଯାଦବଙ୍କ ଆସନ୍ତା ୨୧ ତାରିଖରେ ସାହାନାଈ ବାଜିବ। ଏଥିପାଇଁ କୁଶମେଲ୍‌ ଗ୍ରାମର ପାଳିତ ମାଆ, ବାପା, ବନ୍ଧୁବାନ୍ଧବ ଓ ଗ୍ରାମବାସୀ ସମସ୍ତେ ଲାଗିପଡିଛନ୍ତି। ଏ ନେଇ...

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ...

ମିଳୁନି ‘ଧୁଡ଼ୁ’ର ପତ୍ତା

ତେଲକୋଇ,୧୪।୪: କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ବହୁ ଚର୍ଚ୍ଚିତ ବାର୍‌ହା ‘ଧୁଡ଼ୁ’ର ପତ୍ତା ମିଳୁନି। ୩ ଦିନ ହେବ ସେ ନିକଟସ୍ଥ ଜଙ୍ଗଲକୁ ଯାଇ ଆଉ ଫେରିନି। ତାକୁ ପାଳିପୋଷି ବଡ଼ କରିଥିବା କୁନ୍ତଳା କୁମାରୀ ପେଣ୍ଠେଇ ଅଭିଯୋଗ କରିଛନ୍ତି...

ଫେରୁଛନ୍ତି ପ୍ରବାସୀ, ବଢୁଛି ଗଞ୍ଜାମର ଚିନ୍ତା

ଛତ୍ରପୁର,୧୪ା୪: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାକୁ ଫେରୁଥିବା ପ୍ରବାସୀମାନେ ସାଙ୍ଗରେ ଆର୍‌ଟି-ପିସିଆର୍‌ ନେଗେଟିଭ ରିପୋର୍ଟ ଆଣିବାକୁ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନେଗେଟିଭ ରିପୋର୍ଟ ନ ଥିଲେ ପ୍ରବାସୀଙ୍କୁ ୭ ଦିନ ହୋମ ଆଇସୋଲଶନରେ...

ପୋଖରୀ ଖୋଳିବା ବେଳେ ବାହାରିଲା ଶିବ ଲିଙ୍ଗ

ଜହ୍ନାପଙ୍କ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ...

ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ଭାରତର ନିର୍ବାଚନ...

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ବନ୍ଦ ହୋଇପାରେ। ଜନପ୍ରତିନିଧି ଆଇନ ୧୯୫୧ର ସେକ୍ସନ ୫୨ ଅନୁଯାୟୀ, ନିର୍ବାଚନ ଲିଢୁଥିବା ପ୍ରାର୍ଥୀଙ୍କ ମତଦାନ ପୂର୍ବରୁ ଦେହାନ୍ତ ହେଲେ ନିର୍ବାଚନ କମିଶନ ସ୍ବତନ୍ତ୍ର କ୍ଷମତା ବଳରେ...

ବିନା ଭକ୍ତରେ ମେରୁ ଯାତ୍ରା

ସୋରଡ଼ା,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବିନା ଭକ୍ତରେ ବୁଧବାର ମେରୁ ଯାତ୍ରା ଅନୁଷ୍ଠିତ ହୋଇଛି। ସମସ୍ତ ମନ୍ଦିରରେ କଟକଣା ସହିତ ପୋଲିସ ମୁତୟନ କରାଯାଇଛି। ବିଧିମୁତାବକ ଦଣ୍ଡୁଆମାନଙ୍କୁ ନେଇ ରୀତିନୀତି ସମ୍ପର୍ଣ୍ଣ କରାଯାଇଛି। ମନ୍ଦିରସ୍ଥଳରେ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଛି।...

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର...

ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ ମେରୁ ଯାତ୍ରାରେ କରୋନା କଟକଣା ମଧ୍ୟରେ ଉଦ୍‌ଯାପିତ ହୋଇଛି। ମାତ୍ର କରୋନା...

ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତ: ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ପରଜଙ୍ଗ,୧୪।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ପ୍ରତିଷ୍ଠାନ(ଆଇଜିଆଇଟି) କ୍ୟାମ୍ପସରେ ମଙ୍ଗଳବାର ରାତିରେ ପୁଣି ଛାତ୍ର ଅଶାନ୍ତ ଦେଖାଦେଇଛି । ବିଟେକ ତୃତୀୟ ଓ ଶେଷ ବର୍ଷ ଛାତ୍ରଙ୍କ ମଧ୍ୟରେ ଘମାଘୋଟ ଲଢେଇ ହୋଇଛି। ଏହାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri