ଆମ ଜିଲା ଖବର

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି। ଏଣିକି ଭକ୍ତଙ୍କ ପାଇଁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ସପ୍ତାହକୁ ୨...

ନିମ୍ନମାନର ରାସ୍ତା କାମକୁ ନେଇ ଉତ୍ତେଜନା: କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଦୁର୍ଗମ ପଞ୍ଚାୟତ ଦନେକବାଡ଼ିର ପାଡ଼ନକେତା ଗ୍ରାମଦେଇ ଯାଇଥିବା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତାହା ଅତି ନିମ୍ନ ମାନର ହେଇଥିବା ପ୍ରତିବାଦରେ ଶନିବାର ଭୋର ସମୟରେ ଶତାଧିକ ଗ୍ରାମବାସୀ ଏକାଠି ହୋଇ ଉକ୍ତ...

ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ: କାଜୁ ଗୋଟାଉ ଗୋଟାଉ କଚାଡ଼ି ଦେଲା ମହିଳାଙ୍କୁ

ଖୋର୍ଦ୍ଧା ଅଫିସ,୩।୪: ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ ଦେଖା ଦେଇଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଟାଙ୍ଗି ବନାଞ୍ଚଳ ଡମଣଭୂଇଁରେ ଏହି ଘଟଣା ଘଟିଛି। ଗୁରୁତର ହେଲେ ଗୀତାଞ୍ଜଳି ମାର୍ଥା। ତାଙ୍କୁ ବନ କର୍ମଚାରୀ ଉଦ୍ଧାର କରି...

ଖୋର୍ଦ୍ଧା ବନାଞ୍ଚଳରେ ହାତୀ ଆତଙ୍କ: ଜଣଙ୍କୁ ଫୋପାଡି ମାରିବା ପରେ ୩ଙ୍କୁ କଲା ଗୁରୁତର

ଖୋର୍ଦ୍ଧା ଅଫିସ, ୩।୪: ଖୋର୍ଦ୍ଧା ବନାଞ୍ଚଳ ଧଉଳିମୂହଁ ପଞ୍ଚାୟତର ରାମଚଣ୍ଡି (ଦୁର୍ଗାପୁର) ଗ୍ରାମରେ ଶନିବାର ହାତୀ ଆତଙ୍କ ଦେଖାଯାଇଛି। ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଞ୍ଜୁଲତା ବେହେରା। ଗୁରୁତର ମା’...

ବ୍ୟାରିକେଟ୍‌ରେ ଫସିଗଲା ଶିଶୁକନ୍ୟାଙ୍କ ମୁଣ୍ଡ

ପୁରୀ ଅଫିସ,୩।୪: ଶ୍ରୀମନ୍ଦିର ସମ୍ମୁଖରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚପଲ ଷ୍ଟାଣ୍ଡ ବ୍ୟାରିକେଟରେ ଜଣେ ଶିଶୁକନ୍ୟା ଫସି ରହିଥିଲେ। ପୋଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ କଟରରେ ଲୁହାରଡ଼ କଟାଯିବା ପରେ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ତେବେ...

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା...

ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା: ବିଧାୟକ, ବିରୋଧୀ ଦଳ ଉପନେତାଙ୍କ ଗିରଫ ଦାବି

ଦିଗପହଣ୍ଡି,୩।୪(ଡି.ଏନ୍‌.ଏ.): ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ ଘଟଣା। ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିଧାନସଭା ପୋଡିୟମ...

ଖବରଦାତାଙ୍କୁ ଟିକା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌

କୋଣାର୍କ,୩।୪(ଡି.ଏନ୍‌.ଏ.): କରୋନା ସମୟରେ ନିରବଚ୍ଛିନ୍ନ ଖବର ପରିବେଷଣ କରିବା ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ଓଡ଼ିଶାର କାର୍ଯ୍ୟରତ ଖବରଦାତାମାନଙ୍କୁ କରୋନା ଟିକା ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସରକାରୀ...

ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ

ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ ବାଘମରା ଗ୍ରାମର ବିରଞ୍ଚତ୍ ଦାସଙ୍କ ଗୁହାଳରେ ଥିବା ୧୦ଟି ମେଣ୍ଢାଙ୍କ ମୃତ୍ୟୁ...

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି...

ସାରଳା ଦାସଙ୍କ ମହାଭାରତ ବାସ୍ତବିକ ଅନନ୍ୟ: ଉପରାଷ୍ଟ୍ରପତି

କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ ସାରଳା ଦାସ ଥିଲେ ଅଗ୍ରଦୂତ। ମହାଭାରତରେ ସେ ଯେଉଁ ଶବ୍ଦାବଳୀ ପ୍ରୟୋଗ...

ପୋଲିସ ଟୋପି ପିନ୍ଧି ଫଟୋ ଭାଇରାଲ: ଥାନାକୁ ଟଣାହେଲେ ଯନ୍ତ୍ରୀ

ମାଲକାନଗିରି,୩।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଥିଲା। ବିଜ୍ଞାପିତ ଅଞ୍ଚଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri