ଆମ ଜିଲା ଖବର

ମାନିଲେନି କଟକଣା, ଗଣିଲେ ଜରିମାନା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ କଟକଣାକୁ ଫୁ’ କରିଦେଇଛନ୍ତି। ସର୍ବସାଧାରଣରେ ଦଳବଦ୍ଧ ହୋଇ ହୋଲି ଖେଳି କଟକଣା ଭଙ୍ଗ...

ଟ୍ରାକ୍ଟର ଧକ୍କାରେ ୨ ବାଇକ୍‌ ଆରୋହୀଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ, ୨୯।୩: ଢେଙ୍କାନାଳ ଜିଲା ଗଁଦିଆ ଥାନା କାଲୁରିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଲିଘାଟରୁ ବାଲି ବୋଝେଇକରି ଫେରୁଥିବା ଏକ ଟ୍ରାକ୍ଟର ଧକ୍କାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

୬ ଗ୍ରାମ୍‌ ବ୍ରାଉନସୁଗାର ଜବତ

ଢେଙ୍କାନାଳ ଅଫିସ,୨୯।୩: ଢେଙ୍କାନାଳ ସହରସ୍ଥିତ କାଞ୍ଚନ ବଜାରରେ ଅବକାରୀ ବିଭାଗ ଚଢ଼ାଉକରି ୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଧଳାଜହର ନିଶା କାରବାରରେ ସମ୍ପୃକ୍ତ ଅଭିଯୋଗରେ ଅନନ୍ତ କୁମାର ସାହୁ ଓରଫ ଅନୁ(୪୮) ଗିରଫ ହୋଇଛନ୍ତି। ତାଙ୍କଠାରୁ ୩ ହଜାର...

ହୋଲିରେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ

କଟକସଦର,୨୯।୩: ହୋଲିରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇଁ ୪୨ ମୌଜା ଫାଣ୍ଡି ଅଧିକାରୀ କୃପାସିନ୍ଧୁ ବରାଡ଼ ଝାରକଟା ଗ୍ରାମରେ ଚଢାଉ କରିଥିଲେ। ସେତିକିବେଳେ ଚୋରାମଦ ବିକ୍ରେତା ଓ ତାଙ୍କ ସ୍ତ୍ରୀଙ୍କ ସମେତ ପରିବାରର ଅନ୍ୟ ଲୋକମାନେ ବ୍ଲେଡ୍‌ରେ...

ଗାଧୋଇବାବେଳେ କେନାଲରେ ଭାସିଗଲେ

ଜୟପୁର, ୨୯।୩(ନି.ପ୍ର.) କୋରପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ପଞ୍ଚାୟତ ଦଣ୍ଡସେନାଗୁଡ଼ା ଗ୍ରାମ ନିକଟ କେନାଲରେ ଗାଧୋଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇଛନ୍ତି। ସେ ହେଲେ ଦଣ୍ଡସେନାଗୁଡ଼ାର ସମ୍ବାରୁ ଜାନି (୫୫)। ସୂଚନା ଅନୁଯାୟୀ, ସୋମବାର ସକାଳେ ସମ୍ବାରୁ ଗାଈ ଚରାଇବାକୁ...

ବରିଷ୍ଠ ନାଗରିକ, ଗର୍ଭବତୀଙ୍କୁ ମନା

ଛତ୍ରପୁର,୨୯।୩: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଯାତ୍ରା ମଙ୍ଗଳବାର ଆରମ୍ଭ ହେବ। ଯାତ୍ରା ମାସେ ପର୍ଯ୍ୟନ୍ତ ପାରମ୍ପରିକ ରୀତିନୀତି ଅନୁସାରେ ଚାଳିବ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ବରିଷ୍ଟ ନାଗରିକ, ଗର୍ଭବତୀ...

କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ

କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ ଘରେ ରହି ହୋଲି ମନାଇଛନ୍ତି। ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ...

ଆଧ୍ୟାତ୍ମିକ ବାତାବରଣରେ ପାଳିଲେ ହୋଲି

ସେମିଳିଗୁଡ଼ା, ୨୯।୩(ସ୍ବ.ପ୍ର.): ସେମିଳିଗୁଡ଼ା ଆର୍ଟ ଅଫ୍‌ ଲିଭିଂ ପରିବାର ପକ୍ଷରୁ ଶ୍ରୀ ଶ୍ରୀ ଧ୍ୟାନକେନ୍ଦ୍ରରେ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ହୋଲି ଉତ୍ସବ ପାଳନ କରାଯାଇଛି। ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇ ସମୂହ ଧ୍ୟାନ କରିବା ସହ ଗୁରୁପୂଜା ଓ ସତ୍‌ସଙ୍ଗରେ ସାମିଲ...

କରୋନା ପାଇଁ ଫିକା ପଡ଼ିଲା ରଙ୍ଗର ପର୍ବ ହୋଲି

ରାୟଗଡ଼ା ଅଫିସ, ୨୯।୩: କରୋନା ପାଇଁ ରାୟଗଡ଼ାରେ ଚଳିତ ବର୍ଷର ହୋଲି ସାମାନ୍ୟ ପିକା ପଡ଼ିଯାଇଛି। ଲୋକେ ବିଶେଷଭାବେ ରଙ୍ଗ ଖେଳି ନ ଥିବା ନଜରକୁ ଆସିଛି। ସୂଚନ ଅନୁଯାୟୀ, ରାୟଗଡ଼ା ଜିଲା ପ୍ରଶାସନ କୋଭିଡ୍‌କୁ ଦୃଷ୍ଟିରେ ରଖି ଚଳିତ...

ନାଚଗୀତରେ ପାଳିଲେ ହୋଲି

ଗଞ୍ଜାମ, ୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ସୋମବାର ପାଳନ ହୋଇଯାଇଛି। ଏହି ଅବସରରେ ପୁଇଁତୋଳା ବାରିକିସାହି, ବଡ଼ସାହି ଓ ସାନସାହି ଯୁବକମାନେ ଗୀତର ତାଳେତାଳେ ନାଚୁଥିବା ଦେଖିବାକୁ ମିଳିଥିଲା। ଦିନ ବାରଟା ପରେ...

ଦଣ୍ଡକାଳୀଙ୍କ ୧୮ଦିନିଆ ଦଣ୍ଡଯାତ୍ରା ଆରମ୍ଭ

ବୁଗୁଡ଼ା ୨୯।୩ (ଡି.ଏନ୍‌ .ଏ.): ଜିଲା ପ୍ରଶାସନ ଜାରି କରିଥିବା କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ, ବୁଗୁଡ଼ା ବ୍ଲକ ଅଧୀନ ଭାମଶ୍ୟାଳି ଗ୍ରାମର ମା’ ଦଣ୍ଡକାଳୀଙ୍କ ୧୮ଦିନିଆ ଦଣ୍ଡଯାତ୍ରା ରବିବାର ଆରମ୍ଭ ହୋଇଛି। ସ୍ପଳ୍ପ ମାନସିକଧାରୀ ଦଣ୍ଡୁଆଙ୍କୁ ନେଇ ଏହି ଯାତ୍ରା...

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଜବତ

ନନ୍ଦପୁର,୨୯।୩(ଡି.ଏନ୍‌.ଏ.):  କୋରାପୁଟ ଜିଲା ନନ୍ଦପୁର ଥାନା ଥୁବା ପଞ୍ଚାୟତ ପରଟା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟ ରେଳ ଧାରଣାରୁ ମିଳିଛି। ମୃତକ ହେଲେ ପରଟା ଗାଁର ଗିରିଧର ଗୋଲରୀ। ମୃତଦେହ ରେଳଧାରଣା ନିକଟରେ ପଡ଼ିଥିବା ଦେଖି ଗ୍ରାମବାସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri