ଆମ ଜିଲା ଖବର

କଟକଣା ଯୋଗୁ ବ୍ୟବସାୟ ମାନ୍ଦା

କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ ବହୁସଂଖ୍ୟକ ଲୋକଙ୍କୁ ହୋଲି ଖେଳିବାକୁ ବାରଣ କରାଯାଇଛି। ଲୋକମାନେ ବାହାରକୁ ନ ଆସି...

ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ

ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍‌ ସବ୍‌ଷ୍ଟାନ୍ସସ୍‌ (ବିଷାକ୍ତ ଓ ବିପଦପୂର୍ଣ୍ଣ ପଦାର୍ଥ) ଦ୍ୱାରା ସର୍ବାଧିକ ୨୩ଟି ସଂକ୍ରମିତ...

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ କାର୍ଯ୍ୟାଳୟରେ ଅନୁଷ୍ଠିତ ଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର...

ଚୋରା ଚାଲାଣ ବେଳେ ଲକ୍ଷାଧିକ ଟଙ୍କାର କଫ୍‌ ସିରଫ୍‌ ଜବତ

ଝାରସୁଗୁଡ଼ା ଅଫିସ୍‌,୨୭।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରୁ ଏକ ବୋଲେରୋରେ କଫ୍‌ ସିରଫ୍‌ ବୋଝେଇ ହୋଇ ଝାରସୁଗୁଡ଼ା ଆସୁଥିବା ବେଳେ ପୋଲିସ ହାତରେ ଧରାପଡିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ...

ଜଙ୍ଗଲରେ ନିଆଁ, ରାସ୍ତାରେ ହାତୀପଲ

ସମ୍ବଲପୁର,୨୭ା୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ହାତୀ ପଲ ୫୫ନଂ. ଜାତୀୟ ରାଜପଥର ମୁଣ୍ଢେର ଗ୍ରାମ ନିକଟ ରାସ୍ତାରେ ୧୫ ମିନିଟ ଛିଡା ହୋଇଥିବା...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ

ଟିଟିଲାଗଡ଼,୨୭।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅନ୍ତରଙ୍ଗ ସମୟରେ ଚିତ୍ର ଭାଇରାଲ କରିବାକୁ ଧମକ ଦେଉଥିବା ନେଇ ପୀଡିତାଙ୍କ ଅଭିଯୋଗ...

କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କରୋନା ପଜିଟିଭ

ନୂଆପଡ଼ା: କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଶନିବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବରିଷ୍ଠ ନାଗରିକ ଭାବେ ସେ କୋଭିଡ-୧୯ର ପ୍ରଥମ ଡୋଜ ଟିକା ଗ୍ରହଣ କରିଥିଲେ। ସେ ଅସୁସ୍ଥ ଅନୁଭବ କରିବାରୁ କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର...

ଇଞ୍ଜିନିୟରିଂ ସ୍କୁଲରୁ ୨୧ କରୋନା ପଜିଟିଭ୍‌

ଝାରସୁଗୁଡ଼ା,୨୭।୩: ଝାରସୁଗୁଡ଼ା ଜିଲା ବଢେଇମୁଣ୍ଡା ଇଞ୍ଜିନିୟରିଂ ସ୍କୁଲରୁ ଶନିବାର ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୧୩ ଶିକ୍ଷକ ଏବଂ ୮ଜଣ ଛାତ୍ର ଥିବା ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।...

ଜନବସତି ମୁହାଁ ଜୀବଜନ୍ତୁ

ବାଲେଶ୍ୱର ଅଫିସ,୨୭।୩: ଜଙ୍ଗଲ କ୍ଷୟକ୍ଷତି, ଖାଦ୍ୟ ଅଭାବ ପାଇଁ ଜୀବଜନ୍ତୁ ଜନବସତି ଆଡ଼କୁ ମୁହାଁଉଛନ୍ତି। ବାଲେଶ୍ୱର ଜିଲାର ବସ୍ତା ବ୍ଲକ ତାଡ଼ଦା ପଞ୍ଚାୟତ ବେଣ୍ଟପୁର ଗ୍ରାମକୁ ଏକ ଛୋଟ ହାତୀ ପଶି ଆସିଛି। ସେ ଗ୍ରାମର ମଧୁସୂଦନ ସାହୁଙ୍କ ବାଡ଼ିିରେ...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କଲେ ସ୍ବାମୀ

ଲୋଇସିଂହା,୨୭।୩: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ ସୁଦାମ ସାହୁ (୩୫)ଙ୍କ ସ୍ତ୍ରୀ ଦଶମୀ ସାହୁ। ଶୁକ୍ରବାର ବିଳମ୍ବିତ ରାତିିରେ ସୁଦାମ...

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କେଦାରନାଥ ସଭାପତି, ପ୍ରକାଶ ଚନ୍ଦ୍ର ହେଲେ ସମ୍ପାଦକ

ପୁରୁଷୋତ୍ତମପୁର, ୨୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ନିର୍ବାଚନ ଅଧିକାରୀ ରବୀନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଶନିବାର ଶେଷ ହୋଇଛି। ସମସ୍ତ ପ୍ରାର୍ଥି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି। ଏଥିରେ ସଭାପତି ଭାବେ କେଦାରନାଥ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri