ଆମ ଜିଲା ଖବର

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ

ନୟାଗଡ଼ ଅଫିସ,୧୯।୩: ନୟାଗଡ଼-ଶରଣକୂଳ ରାସ୍ତାର ଜଗନ୍ନାଥପୁର ଛକରେ ଗୁରୁବାର ରାତିରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଶରଣକୁଳ ଥାନା ଜଗନ୍ନାଥପୁର ଗାଁର...

ପୋଖରୀ ଖନନ ନାମରେ ରାଜସ୍ବ ଲୁଟ

ଯାଜପୁର ଅଫିସ/ରଗଡ଼ି (ଡି.ଏନ୍‌.ଏ.),୧୯।୩: ଯାଜପୁର ଜିଲା ବ୍ୟାସନଗର ତହସିଲରେ ମାଟି, ମୋରମ ଚୋରା ଚାଲାଣ ବନ୍ଦ ହେବାର ନାଁ ଧରୁନାହିଁ । ମୋରମ ମାଫିଆମାନେ କେତେଜଣ ରାଜନେତା ଓ ଅସାଧୁ ଅଫିସରଙ୍କୁ ହାତବାରିସି କରି କେଉଁଠି ଦିନ ଦ୍ୱିପ୍ରହରରେ ତ...

ନିଆଁରେ ପୋଡ଼ି ହୋଇ ମହିଳା ଜୀବନ୍ତଦଗ୍ଧ

ପଟ୍ଟାମୁଣ୍ତାଇ ୧୯।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ତାଇ ଆଦର୍ଶ ଥାନା ବାଲିକଣା ପଞ୍ଚାୟତର ବଢ଼େଇପଡ଼ା ଗାଁରେ ପାରିବାରିକ କଳହକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗୀତାଞ୍ଜଳି ବିଶ୍ୱାଳ (୩୪)ଜୀବନ୍ତଦଗ୍ଧ ହୋଇଛନ୍ତି। ବୁଧବାର ବିଳମ୍ବିତ...

ପାଟନାଳି ବନ୍ଧକୁ କାଟି ମାଟି ଉଠାଣ

ପଟ୍ଟାମୁଣ୍ଡାଇ,୧୮ା୩(ସ୍ବ.ପ୍ର.): ନ୍ୟାଶନାଲ ଗ୍ରୀନ୍‌ ଟ୍ରିବୁନାଲ (ଏନ୍‌ଜିଟି) ସ୍ଥାନୀୟ ମାଳିପୁର ଛକ ନିକଟ ଡାମପୁର-ଉଦୟପୁର କାଣିନଦୀ ପାଟନାଳୀ ବନ୍ଧ ଓ ଜମିରୁ ମାଟି ନ ଖୋଳିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କେତେଜଣ ବ୍ୟକ୍ତି ଜେସିବି ଲଗାଇ ମାଟି ଖୋଳୁଛନ୍ତି। ସେହି ମାଟିକୁ...

ବିଦ୍ୟାଳୟ ପାଠାଗାର ପୁସ୍ତକ କିଣାରେ ଦୁର୍ନୀତି

କଟକସଦର,୧୯।୩(ଡି.ଏନ୍‌.ଏ.): ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ପାଠାଗାର ପୁସ୍ତକ କିଣିବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହିସବୁ ପୁସ୍ତକ ରାଜ୍ୟ ବାହାରର ପୁସ୍ତକ...

ନାଁକୁ ସହର, ନାହିଁ ସର୍ବନିମ୍ନ ସୁବିଧା

ଜଳେଶ୍ୱର,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧୬ନଂ. ଓ୍ବାର୍ଡରେ ଥିବା ମଣିପାଟଣା ଗାଁରେ ନାହିଁ ସର୍ବନିମ୍ନ ସୁବିଧା। ଗାଁକୁ ନାହିଁ ସବୁଦିନିଆ ରାସ୍ତା। ଫଳରେ କୌଣସି ଗାଡି ମୋଟର ଗାଁକୁ ଆସିପାରେ ନାହିଁ। ଏପରିକି ଆମ୍ବୁଲାନ୍ସ ମଧ୍ୟ ପଶିପାରେ ନାହିଁ।...

ଡାକ୍ତରଶୂନ୍ୟ ଡାକ୍ତରଖାନା

ବଇଣ୍ଡା,୧୯ା୩(ଡି.ଏନ.ଏ.) ରାଜପଥ ପାର୍ଶ୍ୱରେ ଡାକ୍ତରଖାନା। ପ୍ରତିଦିନ ଏକାଧିକ ଦୁର୍ଘଟଣାଗ୍ରସ୍ତଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଅଣାଯାଉଛି ଏଠାକୁ। ଆଖପାଖ ୭ଟି ପଞ୍ଚାୟତରୁ ବହୁ ରୋଗୀ ମଧ୍ୟ ଆସୁଛନ୍ତି। ହେଲେ ସେବା ଯୋଗାଇବାକୁ ଏଠାରେ ଡାକ୍ତର, ଷ୍ଟାଫ୍‌ନର୍ସ ଓ ଡ୍ରେସର, ସୁଇପର କେହି...

ସରୁନି ପ୍ରକଳ୍ପ, ମିଳୁନି ପାଣି

ଢେଙ୍କାନାଳ ଅଫିସ, ୧୯।୩ ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ଅନେକ ଯୋଜନା। ଏଥିଲାଗି ଖର୍ଚ୍ଚ କରାଯାଉଛି ଅଜସ୍ର ଟଙ୍କା। ବସୁଧା ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ ଚାଲିଛି। ଭୂତଳ ପାଇପ...

ବିଧାୟକଙ୍କ ବିରୋଧରେ ଏମ୍‌ପି କରୁଛନ୍ତି ଷଡ଼ଯନ୍ତ୍ର

ପାଲଲହଡା,୧୯ା୩(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲଙ୍କ ବିରୋଧରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଷଡ଼ଯନ୍ତ୍ର କରୁଥିବା ପାଲଲହଡ଼ା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ୍‌ ଗୁରୁବାର ଅଭିଯୋଗ କରିଛନ୍ତି। ଏମ୍‌ପିଙ୍କ ଏପରି କାର୍ଯ୍ୟକୁ ବ୍ଲକ ବିଜେଡି...

ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ

ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର ମତ୍ସ୍ୟଜୀବୀମାନେ ଏକ କେନାଲରେ ଜାଲ ପକାଉଥିବା ବେଳେ ଏହି ପ୍ରାଣୀ ଜାଲରେ ପଡ଼ିଥିଲା।...

ଆରମ୍ଭ ହେଲା ଧୁଡୁର ଚିକିତ୍ସା

ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍‌ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା ଅଫିସ,୧୮।୩: ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ l ରାୟଗଡ଼ା କସ୍ତୁରୀନଗର ବାଲାଜୀ ଟାଓ୍ବାରସ୍ଥିତ ସହକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri