ଆମ ଜିଲା ଖବର

ଡାକ୍ତରଶୂନ୍ୟ ଡାକ୍ତରଖାନା

ବଇଣ୍ଡା,୧୯ା୩(ଡି.ଏନ.ଏ.) ରାଜପଥ ପାର୍ଶ୍ୱରେ ଡାକ୍ତରଖାନା। ପ୍ରତିଦିନ ଏକାଧିକ ଦୁର୍ଘଟଣାଗ୍ରସ୍ତଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଅଣାଯାଉଛି ଏଠାକୁ। ଆଖପାଖ ୭ଟି ପଞ୍ଚାୟତରୁ ବହୁ ରୋଗୀ ମଧ୍ୟ ଆସୁଛନ୍ତି। ହେଲେ ସେବା ଯୋଗାଇବାକୁ ଏଠାରେ ଡାକ୍ତର, ଷ୍ଟାଫ୍‌ନର୍ସ ଓ ଡ୍ରେସର, ସୁଇପର କେହି...

ସରୁନି ପ୍ରକଳ୍ପ, ମିଳୁନି ପାଣି

ଢେଙ୍କାନାଳ ଅଫିସ, ୧୯।୩ ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ଅନେକ ଯୋଜନା। ଏଥିଲାଗି ଖର୍ଚ୍ଚ କରାଯାଉଛି ଅଜସ୍ର ଟଙ୍କା। ବସୁଧା ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ ଚାଲିଛି। ଭୂତଳ ପାଇପ...

ବିଧାୟକଙ୍କ ବିରୋଧରେ ଏମ୍‌ପି କରୁଛନ୍ତି ଷଡ଼ଯନ୍ତ୍ର

ପାଲଲହଡା,୧୯ା୩(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲଙ୍କ ବିରୋଧରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଷଡ଼ଯନ୍ତ୍ର କରୁଥିବା ପାଲଲହଡ଼ା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ୍‌ ଗୁରୁବାର ଅଭିଯୋଗ କରିଛନ୍ତି। ଏମ୍‌ପିଙ୍କ ଏପରି କାର୍ଯ୍ୟକୁ ବ୍ଲକ ବିଜେଡି...

ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ

ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର ମତ୍ସ୍ୟଜୀବୀମାନେ ଏକ କେନାଲରେ ଜାଲ ପକାଉଥିବା ବେଳେ ଏହି ପ୍ରାଣୀ ଜାଲରେ ପଡ଼ିଥିଲା।...

ଆରମ୍ଭ ହେଲା ଧୁଡୁର ଚିକିତ୍ସା

ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍‌ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା ଅଫିସ,୧୮।୩: ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ l ରାୟଗଡ଼ା କସ୍ତୁରୀନଗର ବାଲାଜୀ ଟାଓ୍ବାରସ୍ଥିତ ସହକାରୀ...

ଆତ୍ମହତ୍ୟା କରିବା ସମୟରେ ଭାଙ୍ଗିଗଲା ଗଛ ଡାଳ, ତଥାପି ବଞ୍ଚିଲେନି ଯୁବକ

ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆଁ ଗାଁ ନୂଆ ସାହି ଗାଁମୁଣ୍ଡ ଆକାଶିଆ ଗଛ ମୂଳରେ ଗୁରୁବାର ସକାଳୁ ଜଣେ ୨୩ ବର୍ଷୀୟ ବିବାହିତ ଯୁବକଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର କରିଥିଲେ। ଖବର...

କଟକର ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ଘଟଣା: କଣ୍ଟାକ୍ଟ ଟ୍ରେସିଂ କରିବ ସିଏମ୍‌ସି

କଟକ ଅଫିସ,୧୮।୩: କଟକରେ ଧିରେ ଧିରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ସହରର ଏକ ଘରୋଇ କଲେଜରୁ ୧୨ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଉକ୍ତ କଲେଜକୁ ଅସ୍ଥାୟୀ ଭାବେ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ...

ଯୌତୁକ ନିର୍ଯାତନା, ସ୍ବାମୀ ଅଟକ

ଗଞ୍ଜାମ,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ନିର୍ଯାତନା ଦେଉଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି l ଏତଲା ପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ କେସ୍‌ ନମ୍ବର ୫୩/୨୧ରେ ମାମଲା ରୁଜୁ...

ଖୋଲିବ କ୍ରୀଡ଼ାବିତ୍‌ଙ୍କ ଭାଗ୍ୟ

କାମାକ୍ଷାନଗର, ୧୮।୩ (ଡି.ଏନ.ଏ.):  ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କ ପେଣ୍ଠସ୍ଥଳ ଓଡ଼ିଶାର ଗ୍ରାମାଞ୍ଚଳ। ହେଲେ ସମସ୍ତଙ୍କୁ ମିଳୁନି ପ୍ରତିଭା ପ୍ରଦର୍ଶନର ସୁଯୋଗ। ଲୋକଲୋଚନକୁ ଆସି ନ ପାରି ଲୁଚି ରହିଯାଉଛି ସେମାନଙ୍କ ଦକ୍ଷତା। ଏଭଳି ଦକ୍ଷ କ୍ରୀଡ଼ାବିତ୍‌ଙ୍କୁ ପରିଚୟ ଦେବାକୁ ସରକାର ଗୁରୁତ୍ୱ...

ଉନ୍ନତୀକରଣ ଦିଗରେ ଉଷ୍ଣ ପ୍ରସ୍ରବଣ

ଖମାର,୧୮ା୩:  ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳରେ ପର୍ଯ୍ୟଟନର ଭରପୂର ଭିତ୍ତିଭୂମି ରହିଛି। କିନ୍ତୁ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଅନେକ ଦର୍ଶନୀୟ ସ୍ଥାନ ଏବେ ବି ଲୋକଲୋଚନକୁ ଆସିପାରି ନାହିଁ। ରୋହିଲା ପଞ୍ଚାୟତ ମଗରମୁହାଣ ଗ୍ରାମସ୍ଥିତ ମଗରନାକ ଉଷ୍ଣ...

ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri