ଆମ ଜିଲା ଖବର

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା ଡାକ୍ତର ଜଣକ ସ୍ବାମୀଙ୍କ ଚିକିତ୍ସା ପାଇଁ ବାରମ୍ବାର ଛୁଟିରେ ଯାଉଥିବାରୁ ଏହି ସେବା...

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ...

ଆଧାର କାର୍ଡରେ ଭୁଲ୍‌ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ

ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ...

ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ...

ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍‌ଏସ୍‌ଜି ଟିମ୍‌

ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି)ର ୩ ଜଣିଆ ଟିମ୍‌ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍‌ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା...

ରାଜ୍ୟର ୨୪୬୭ ଗାଁ ଅପହଞ୍ଚ

ଯାଜପୁର ଅଫିସ,୧୮ା୩:ରାଜ୍ୟର ୨୪୬୭ ଗାଁ ଏବେ ବି ଅପହଞ୍ଚ ଅବସ୍ଥାରେ ରହିଛି। ଏହି ଗାଁଗୁଡିକୁ ଆଜି ପର୍ଯ୍ୟନ୍ତ ରାସ୍ତା ସଂଯୋଗ ହୋଇନାହିଁ ା ସେଥିମଧ୍ୟରୁ ରାୟଗଡ଼ା ଜିଲାରେ ସର୍ବାଧିକ ୩୦୫ ଗ୍ରାମ ରହିଥିବା ବେଳେ ଦ୍ୱିତୀୟରେ କଳାହାଣ୍ଡି ଜିଲାର ୨୭୦...

କିଣିଲେନି କେହି, ମାଗଣାରେ ବାଣ୍ଟିଲେ ଟମାଟୋ

କୁଆଁରମୁଣ୍ଡା,୧୭।୩: ସୁନ୍ଦରଗଡ଼ ଜିଲାର ବୀରମିତ୍ରପୁର ପୌରାଞ୍ଚଳର ବୁଧବାର ସାପ୍ତାହିକ ବଜାରରେ ଟମାଟୋ କେହି ନ କିଣିବାରୁ ଚାଷୀମାନେ ଶେଷରେ ମାଗଣା ବାଣ୍ଟିଥିବା ଦେଖିବାକୁ ମିଳିଛି। ଚାଷୀମାନେ ବଜାରକୁ ପୂର୍ବାହ୍ନ ୧୦ଟାରେ ଆସିଥିଲେ। ଦୀର୍ଘ ସମୟ ବିକ୍ରି ପାଇଁ ଅପେକ୍ଷା କରିଥିଲେ।...

ପ୍ରବାସୀଙ୍କୁ ଯାତ୍ରା ମନା

ଛତ୍ରପୁର,୧୭ା୩: ଗଞ୍ଜାମ ଜିଲାରେ ପୁଣି କରୋନା ସଂକ୍ରମଣ ବଢିବା ସମ୍ଭାବନା ରହିଥିବାରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଭର୍ଚୁଆଲ ବୈଠକରେ ଅବଗତ କରାଇଛନ୍ତି। ଜିଲାରେ ଆଗକୁ ଦୋଳଯାତ୍ରା, ତାରାତାରିଣୀଙ୍କ ଯାତ୍ରା ଓ...

ଜମିବାଡ଼ି ପାଇଁ ହତ୍ୟା, ମା’-ଭାଉଜ ଗୁରୁତର

ଭଦ୍ରକ ଅଫିସ, ୧୭।୩: ପୂର୍ବଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ଅର୍ଣ୍ଣପାଳ ପଞ୍ଚାୟତ ରାଜମୁକୁନ୍ଦପୁର ଗାଁ ରାଜୁଆଳିବିନ୍ଧା ବେହେରାସାହିରେ ବୁଧବାର...

ଶ୍ରମିକଙ୍କୁ ହତ୍ୟା; ମିଳୁନି ସ୍ତ୍ରୀ ପିଲାଛୁଆଙ୍କ ପତ୍ତା

ଅତାବିରା,୧୭।୩: ବରଗଡ଼ ଜିଲା ଅତାବିରା ଥନା ସିଂହପାଲି ଗ୍ରାମର ଏକ ବନ୍ଦ କୋଠରୀରେ ଜଣେ ଶ୍ରମିକଙ୍କ ମୃତଦେହ ପଡ଼ିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡ଼ି ନାହିଁ। ସେ ଛତିଶଗଡ଼ର ମୂଳ ବାସିନ୍ଦା ଏବଂ ତାଙ୍କ ଡାକନାମ ମୁନିରାମ ବୋଲି ସ୍ଥାନୀୟ...

ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା

ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ...

ଚାଷୀ ଜୀବିତ ଥିଲାବେଳେ ପଚାରିଲେନି କେହି, ମଲାପରେ ଦରଦ ଦେଖାଉଛି ପ୍ରଶାସନ

ସମ୍ବଲପୁର,୧୭ା୩(ବ୍ୟୁରୋ): ରାଜ୍ୟରେ ଧାନର ଅଭାବୀ ବିକ୍ରି ଓ ଚାଷୀ ସମସ୍ୟା ନେଇ ବିଧାନସଭାଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି। ଏପରି ସମୟରେ ସମ୍ବଲପୁର ଜିଲା କତରବଗା ଥାନା କୁସୁମଡିହି ଗ୍ରାମର ଚାଷୀ ଦାମୋଦର ବଗର୍ତ୍ତିଙ୍କ ଆତ୍ମହତ୍ୟା ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri