ଆମ ଜିଲା ଖବର

ରାଷ୍ଟ୍ରପତିଙ୍କୁ ଜଏରାଟ ବୁଣାକାରଙ୍କ ଗାମୁଛା ଉପହାର

ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତିଙ୍କୁ ଭେଟି ଏହି ଉପହାର ପ୍ରଦାନ...

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।...

ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଉପରେ ଫ୍ୟାନ୍‌ ଖସିବା ଘଟଣା: ଶେଷରେ ଆଖି ବୁଜିଲେ

କଟକ ଅଫିସ, ୧୬।୩: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ଶେଷରେ ଆଖି ବୁଜିଛନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ନିକଟରୁ ସୂଚନା ମିଳିଛି।...

କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ...

ବୈଠକ ବର୍ଜନ କଲେ ମୃତ୍ୟୁଦଣ୍ଡ

ମାଲକାନଗିରି,୧୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲାଲ୍‌ବାହିନୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ସେମାନେ ବହୁ ସ୍ଥାନରେ ବିଭିନ୍ନ ସମୟରେ ବୈଠକମାନ କରି ନିଜ ଶକ୍ତି ବଢ଼ାଉଛନ୍ତି। ଏଥିରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଜୋର ଜବରଦସ୍ତ ସାମିଲ କରୁଛନ୍ତି। କେହି ଯଦି...

ଲଟେରି ଉଠିଲେ ମିଳୁଛି ପାଣି

ଛତ୍ରପୁର,୧୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ ପାନୀୟ ଜଳ ଅଭାବ ଦେଖାଦେଇଛି। ବିଶୁଦ୍ଧ ପାଣି ଟୋପାଏ ପାଇଁ ଏଠାରେ ଲଟେରି ପକାଇବାକୁ ପଡୁଛି। ଭାଗ୍ୟ ସାଥ୍‌ ଦେଲେ ଲଟେରି ଉଠିଲେ ଶୋଷ ମେଣ୍ଟାଇବାକୁ ପାଣି ମିଳୁଛି। ଏପରି ଦେଖିବାକୁ...

ଅଷ୍ଟପ୍ରହର ଚାନ୍ଦା ପାଇଁ ଯୁବକଙ୍କୁ ହତ୍ୟା

ରସୁଲପୁର,୧୬।୩(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ଶରିଫାବାଦ ଗ୍ରାମର ଦଳେଇସାହିରେ ଅଷ୍ଟପ୍ରହର ନାମଯଜ୍ଞ ଚାନ୍ଦା ଆଦାୟକୁ କେନ୍ଦ୍ରକରି ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ମହେଶ୍ୱର ଦଳେଇଙ୍କ ସାନପୁଅ ନୀଳମଣି ଦଳେଇ ଓରଫ୍‌ ଟିଟୁଆ(୨୫)ଙ୍କୁ ସେହି ଗ୍ରାମର...

ବୃତ୍ତି ଛାଡ଼ିଛନ୍ତି ୫ ପାଟଣା ବାସିନ୍ଦା

ବଅଁରପାଳ,୧୬ା୩ – ଅନୁଗୋଳ ରାଜାଙ୍କ ପ୍ରଜା ଥିଲେ ୫ ପାଟଣାବାସୀ। କୌଳିକ ବୃତ୍ତି ଥିଲା ସେମାନଙ୍କ ବ୍ୟବସାୟର ଭିତ୍ତି। କିଏ ଘଣାରେ ତେଲ ପେଡ଼ୁଥିଲେ ତ ଆଉ କିଏ ତନ୍ତରେ ଲୁଗା ବୁଣି ରାଜ୍ୟ ସମୃଦ୍ଧିରେ ସାଜିଥିଲେ ଅଂଶୀଦାର। ହେଲେ...

ପୁରୀ ବସ୍‌ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ୩ ବସ୍‌

ପୁରୀ ଅଫିସ, ୧୫।୩: ପୁରୀ ବସ୍‌ ଷ୍ଟାଣ୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ୩ ଟି ବସ୍‌ ସମ୍ପୂର୍ଣ୍ଣ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ କିପରି ନିଆଁ ଲାଗିଲା ତାହା ଏଯାବତ୍‌...

ବରଗଡ଼ରେ ଜମି ମାଫିଆ ସକ୍ରିୟ: ମା’ ସମଲେଶ୍ୱରୀଙ୍କ ଭୂ-ସମ୍ପତ୍ତିକୁ କରିନେଲେ ହଡ଼ପ

ବରଗଡ଼ ଅଫିସ,୧୫।୩: ବରଗଡ଼ ଜିଲାରେ ଜମି ମାଫିଆମାନେ ସକ୍ରିୟ ହୋଇ ପଡିଛନ୍ତି। ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ମୋଟା ଅଙ୍କର ହାତଗୁଞ୍ଜା ଦେଇ କେତେବେଳେ ଅନୁସୂଚିତ ଜାତି, (ଏସସି) ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ଜମିକୁ ଉଚ୍ଚ ବର୍ଗର ଲୋକେ...

ଅଷ୍ଟପ୍ରହରୀ ଚାନ୍ଦାକୁ ନେଇ ଯୁବକଙ୍କୁ ହତ୍ୟା

ରସୁଲପୁର,୧୫।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାହାଦଳାପୁର୍‌ ପଞ୍ଚାୟତ ସରିଫାବଦ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଥିବା କୁଆଖିଆ ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ମହେଶ୍ବର ଦଳାଇଙ୍କ ପୁଅ ଟିଟୁଆ(୨୫)ଙ୍କୁ କେହି ହତ୍ୟା କରିଥିବା ତାଙ୍କ ମା କୁଆଖିଆ ଥାନାରେ ଜଣାଇଛନ୍ତି।...

ବରୁଣେଇ ପୁରୁଣା ଡିଆରଡିଏ କୋଠା ଜବରଦଖଲ ମୁକ୍ତ ଦାବିରେ ଧାରଣା

ଖୋର୍ଦ୍ଧା ଅଫିସ,୧୫।୩: ରାଜ୍ୟ ସରକାର ୧୯୯୮ ମସିହାରେ ପ୍ରାୟ ୫୦ ଲକ୍ଷ ବ୍ୟୟ ଅଟକଳରେ ବରୁଣେଇ ପାହାଡ଼ ପାଦଦେଶରେ ୧.୮୩୨ ଏକର ଜାଗା ଉପରେ ଏକ ଡିଆରଡିଏ କୋଠା ନିର୍ମାଣ କରିଥିଲେ। ପରବର୍ତ୍ତୀ ସମୟରେ ନୂତନ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri