ଆମ ଜିଲା ଖବର

ଟଙ୍କା ଭାଗ ବଣ୍ଟାକୁ ନେଇ ବଙ୍ଗାଳୀ ମିସ୍ତ୍ରୀଙ୍କୁ ହତ୍ୟା ଘଟଣା, ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର ଗେଟସରୋବର ପଡ଼ାରେ ଗତ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ୬ ଅଭିଯୁକ୍ତଙ୍କୁ ଶନିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସ୍ଥାନୀୟ ଟାଉନ ଥାନା ପୋଲିସ...

ଧାନ କିଣା ନ ଯିବା ନେଇ ରାସ୍ତାରୋକୋ, ପାନୀୟ ଜଳ ପ୍ରକଳ୍ପ ବନ୍ଦ କଲେ ଚାଷୀ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଧାନ କିଣା ଯାଉ ନ ଥିବା ପ୍ରତିବାଦ କରି ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଶହ ଶହ ଚାଷୀ ଶନିବାର ବ୍ରହ୍ମପୁର, ଛତ୍ରପୁର, ଗୋଲାବନ୍ଧକୁ ଯାଉଥିବା ପାନୀୟଜଳ ପ୍ରକଳ୍ପକୁ ବନ୍ଦ କରିବା ସହ ଛତ୍ରପୁର ତାରାତାରିଣୀ ମୁଖ୍ୟ ରାସ୍ତାକୁ...

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ...

ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ...

ଅବହେଳିତ ଅବସ୍ଥାରେ ସାକ୍ଷୀଗୋପାଳ ମନ୍ଦିର

ସାକ୍ଷୀଗୋପାଳ, ୬।୩(ସ୍ବ.ପ୍ର.): ବୈଷ୍ଣବ ଧର୍ମର ଅନନ୍ୟ କ୍ଷେତ୍ର ତଥା ପୁରୀ ଜିଲାର ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବେ ଅବହେଳିତ ହୋଇପଡ଼ିଛି। ରାଜ୍ୟ ପର୍ଯ୍ୟଟନ ବିଭାଗ, ଦେବୋତ୍ତର ବିଭାଗ ଓ ପ୍ରତ୍ନତତ୍ତ୍ୱ ବିଭାଗର ଦୃଷ୍ଟି ଆଢୁଆଳରେ ଏହି ମନ୍ଦିର ରହିଯାଇଛି। ଏକ...

ଆଧାର ନ ଥିଲେ ହିତାଧିକାରୀଙ୍କୁ ମିଳିବନି ଭତ୍ତା

ଗୋପ,୬।୩(ଡି.ଏନ୍‌.ଏ.): ଆଧାର ନ ଥିଲେ ଏଥର ଭତ୍ତା ଟଙ୍କା ମିଳିବନି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକକୁ ଜଣାଇ ଦିଆଯାଇଛି। ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ଥିବା ୨୧ହଜାର ୧୨୭ଜଣ ଭତ୍ତା ହିତାଧିକାରୀଙ୍କୁ ମାସର ୧୫ ତାରିଖରେ ଭତ୍ତା...

ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ବାଟବଣା

ପୁରୀ ଅଫିସ, ୬।୩: ପୁରୀ ସ୍ବର୍ଗଦ୍ୱାରରେ ଅତି ଗରିବ ଶ୍ରେଣୀର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ଯୋଗାଇବାକୁ ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ରହିଛି। ତେବେ ଏଠାରେ ହିତାଧିକାରୀ ଚୟନ ନେଇ ଉପଯୁକ୍ତ ପ୍ରକ୍ରିୟା ହେଉନହିଁ। ଫଳରେ ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା...

ଝାରସୁଗୁଡ଼ାରେ ହେବ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ୍‌ କେନ୍ଦ୍ର

ଝାରସୁଗୁଡ଼ା ଅଫିସ୍‌,୬ା୩: ଝାରସୁଗୁଡ଼ାରେ ରାଜ୍ୟର ଦ୍ୱିତୀୟ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ କେନ୍ଦ୍ର ସ୍ଥାପନ ହେବାକୁ ଯାଉଛି। ଏଥିପାଇଁ ଝାରସୁଗୁଡ଼ା ମାଳିମୁଣ୍ଡା ନିକଟରେ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ଝାରସୁଗୁଡ଼ାର ଦ୍ୱିତୀୟ ବାଟାଲିଅନ୍‌ କମାଣ୍ଡିଂ ଅଫିସର ମନୋଜ କୁମାର ପୁରୋହିତ...

ଏସ୍‌ଏଫ୍‌ଡିଆର୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୬।୩: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ପକ୍ଷରୁ ସଲିଡ୍‌ ଫୁଏଲ୍‌ ଡକ୍ଟେଡ୍‌ ରାମଜେଟ୍‌ (ଏସ୍‌ଏଫ୍‌ଡିଆର୍‌)ର ଶୁକ୍ରବାର ସଫଳ ପରୀକ୍ଷଣ କରାଯାଇଛି। ଏଥିରେ ସବସିଷ୍ଟମ୍‌, ବୁଷ୍ଟର ମୋଟର, ନୋଜଲ-ଲେସ୍‌ ମୋଟର କାର୍ଯ୍ୟ କରିଛି।...

ନୀରବତା ସନ୍ଦେହ ସୃଷ୍ଟି କରୁଛି

ତାଳଚେର,୬ା୩ (ନି.ପ୍ର.) ମାର୍ଚ୍ଚ ୩୧ ତାରିଖ ପରେ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ଚଳାଇବାକୁ ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ନିକଟରେ ଆବଶ୍ୟକ ଅନୁମତି ନାହିଁ। ଏ ଦିଗରେ ଏନ୍‌ଟିପିସି କର୍ତ୍ତୃପକ୍ଷ ଏଯାଏ ନୀରବ ରହିଥିବାରୁ ଏହି ପ୍ଲାଣ୍ଟ ବନ୍ଦ ହୋଇଯିବା...

ଶେଷ ହେଉନି ‘ପକ୍କା ଘର’ ସଂଘର୍ଷ

ବଇଣ୍ଡା,୬ା୩ – କାହାର ମାଟି କାନ୍ଥ ଭାଙ୍ଗିଯାଇଛି ତ ଆଉ କାହାର ଭଗ୍ନ ଚାଳ ଛପର କେଇଖଣ୍ଡ ବାଉଁଶ ଢିରାରେ ତିଷ୍ଠି ରହିଛି। ଏପରି ବିପଦସଙ୍କୁଳ ଅବସ୍ଥାରେ ପରିବାର ଧରି ରହୁଥିବା ଅନେକ ଅସହାୟ, ଗରିବ ଲୋକ ସରକାରଙ୍କ ପକ୍କା...

କୋଟିଏରେ ଗୋଟିଏ ‘କୋଟଗରା’

କାମାକ୍ଷାନଗର, ୬।୩ – ରଙ୍ଗବେରଙ୍ଗ ଫୁଲଗଛରେ ଶୋଭା ବଢ଼ାଉଛି ଗ୍ରାମୀଣ ପାର୍କ। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ଅବସର ବିନୋଦନ ପାଇଁ ରହିଛି ଭଳିକି ଭଳି ଦୋଳି। ଖାଲି ଏତିକି ନୁହେଁ, ଗ୍ରାମ୍ୟ ପୋଖରୀରେ ବୋଟିଂ ସହିତ ମୁକ୍ତାକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri