ଆମ ଜିଲା ଖବର

ଦାରୁଦିଅଁ ଦର୍ଶନ ପାଇଁ ୬୫ କି.ମି. ଚାଲିଲେ ୨ ଦୃଷ୍ଟିହୀନ

ପୁରୀ ଅଫିସ,୧୯।୨:ଦାରୁଦିଅଁଙ୍କ ପ୍ରତି ମନରେ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିଭାବନା ଦୁଇଜଣ ଦୃଷ୍ଟିହୀନ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଶ୍ରୀକ୍ଷେତ୍ରକୁ ଟାଣି ଆଣିଥିଲା। ସେମାନେ ପ୍ରାୟ ୬୫ କି.ମି. ଚାଲିଚାଲି ଭୁବନେଶ୍ୱରରୁ ପୁରୀରେ ପହଞ୍ଚିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ଜଣେ...

ଟୋକନ୍‌-ଟାର୍ଗେଟ ମଧ୍ୟରେ ପେଷି ହେଉଛି ଚାଷୀ

ଖୋର୍ଦ୍ଧା ଅଫିସ,୧୯ା୨:ଖୋର୍ଦ୍ଧା ଜିଲାରେ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପଦାରେ ପଡ଼ିିଛି। ମଣ୍ଡିରେ ଧାନ ପଡ଼ିରହିଛି। ଚାଷୀ ଟୋକନ ପାଇ ସୁଦ୍ଧା ଧାନ ବିକ୍ରି କରିପାରୁନାହାନ୍ତି। ଟାର୍ଗେଟ ଆସି ନ ଥିବା କହି ସମିତି ସମ୍ପାଦକମାନେ ଦିନ...

ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା

ପୁରୀ ଅଫିସ୍‌,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା...

ଆର୍‌ଡବ୍ଲ୍ୟୁଏସ୍‌ଏସ୍‌କୁ ସୁହାଉଛି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୯ା୨:ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗର ୧୨୦ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ (ପିଡବ୍ଲ୍ୟୁଏସ୍‌) ଗତ ଜୁଲାଇ ଓ ଅଗଷ୍ଟ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲା। ଏଥିପାଇଁ ବିଭାଗ ପକ୍ଷରୁ ୧ କୋଟି ୭୬...

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର ପରୀକୁ ତଳେ ପକାଇ ତଣ୍ଟିଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏ ସଂକ୍ରାନ୍ତରେ...

ଚିଲିକା ସୁରକ୍ଷାକୁ ଗୁରୁତ୍ବ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଚିଲିକା ଉପରେ ନିର୍ଭର କରୁଥିବା ମତ୍ସ୍ୟଜୀବୀଙ୍କୁ ଡଙ୍ଗା, ଜାଲ ଏବଂ ଡଙ୍ଗା ଇଞ୍ଜିନ ଯୋଗାଇ ଦିଆଯିବ। ଏହାସହ ୩ ସମୁଦ୍ର କୂଳବର୍ତ୍ତୀ ଜିଲାର ୧୮୬ ମତ୍ସ୍ୟ ପ୍ରାଥମିକ ସମବାୟ ସମିତି ଅନ୍ତର୍ଗତ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ...

ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର...

ପୁନରୁଦ୍ଧାର ନାଁରେ ବ୍ୟବସାୟ

ବାରିପଦା ଅଫିସ,୧୯ା୨-ମୟୂରଭଞ୍ଜ ଜିଲା ବେତନଟୀସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ହାଇସ୍କୁଲ(ଏମ୍‌ପିସି) ପରିସରରୁ ବେଆଇନ ମାଟି ଓ ମୋରମ ଉତ୍ତୋଳନ କରାଯିବା ପ୍ରତିବାଦରେ ଅଞ୍ଚଳବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। କୌଣସି ସରକାରୀ ନିର୍ଦ୍ଦେଶ ନ ଥାଇ ଶହ ଶହ ଟ୍ରିପ ମୋରମ ଉତ୍ତୋଳନ...

ପାଣି ପାଇଲେ ପିଢ଼ପୋଖରୀ ବନବାସୀ

କେନ୍ଦୁଝର, ୧୯ା୨(ସ୍ବ.ପ୍ର.)-ପାହାଡ ଜଙ୍ଗଲ ଘେରା କେନ୍ଦୁଝର ଜିଲାର ଅନେକ ଅଗମ୍ୟ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁବିଧା ନ ଥିଲେ ହେଁ ପ୍ରଶାସନର ଉଦ୍ୟମରେ କେତେକ ଅଞ୍ଚଳରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଇବା ପାଇଁ ପଦକ୍ଷେପ...

ବେଧଡକ ଚାଲିଛି ଗୋଚାଲାଣ : ୧ ଗୋରୁ ମୃତ, ୨୭ ଉଦ୍ଧାର

କେନ୍ଦୁଝର, ୧୯ା୨ (ସ୍ବ.ପ୍ର.)-ବ୍ୟାପକ ଧରପଗଡ ସତ୍ତ୍ୱେ କେନ୍ଦୁଝର ଜିଲା ଦେଇ ବାହାର ରାଜ୍ୟ ଓ ଦେଶକୁ ଗୋଚାଲାଣ ବନ୍ଦ ହେଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଆଦୌ ଦୃଢ ପଦକ୍ଷେପ ନିଆଯାଉ...

ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ବିପନ୍ନ କରିଛି। ଭୟଙ୍କର ବିସ୍ଫୋରଣରେ କୋଠାଘର ଛାତ, କାନ୍ଥ ଫାଟି ଆଁ କଲାଣି।...

ଜନସାଧାରଣଙ୍କ ସହ ରହୁନି ସୁସମ୍ପର୍କ

ବଅଁରପାଳ,୧୯ା୨(ଡି.ଏନ.ଏ.) ଜନସାଧାରଣଙ୍କ ପ୍ରତି ଉତ୍ତମ ବ୍ୟବହାର ହିଁ ପୋଲିସକୁ ଲୋକଙ୍କ ପୋଲିସ କରିଦେବ। ଭୟମୁକ୍ତ ହୋଇ ସେମାନେ ଥାନା ସହ ସମ୍ପର୍କ ରକ୍ଷାକରିବେ। ଏହା ଅପରାଧ ହ୍ରାସ ଦିଗରେ ସହାୟକ ହେବ ଓ ଆଇନଶୃଙ୍ଖଳା ବିଗାଡ଼ିବାକୁ ଦେବନାହିଁ। ରାଜ୍ୟ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri