ଆମ ଜିଲା ଖବର

ଟୋକନ ଅଛି, ଉଠୁନି ଧାନ; ମୁଣ୍ଡରେ ହାତ ଦେଇଛି ଚାଷୀ

ବୁଗୁଡ଼ା,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକରେ ମଣ୍ଡିରେ ଧାନ ବିକ୍ରି ପାଇଁ ଟୋକନ ମିଳିଥିଲେ ହେଁ ସୋସାଇଟି ଧାନ ନେଉ ନ ଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଥିବା ବେଳେ କିଛି ଚାଷୀ ବାଧ୍ୟ ହୋଇ ବେପାରୀଙ୍କୁ କମ୍‌ ଦରରେ...

ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ତଳେ ଫସି ରହିଛନ୍ତି ୨

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ନିକଟରେ ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିପଡ଼ିଛି ଗୋରୁ ବୋଝେଇ କଣ୍ଟେନର। ଏଥିରେ ୨୦ରୁ ଅଧିକ ଗୋରୁଙ୍କ ମୃତ୍ୟୁ ଘଟିବା...

ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ମା’ ମଣି ଶିଅଳଙ୍କ...

୫୦୪ ଜମାକାରୀଙ୍କୁ ଟଙ୍କା ଫେରସ୍ତ

ବାରିପଦା ଅଫିସ, ୧୮।୨-ବାରିପଦା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କରେ ଥିବା ଜମାକାରୀଙ୍କ ଟଙ୍କା ବୁଧବାରଠାରୁ ଫେରସ୍ତ ଆରମ୍ଭ ହୋଇଛି। ବ୍ୟାଙ୍କରେ ଥିବା ଜମାକାରୀଙ୍କ ତାଲିକା ମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ ୫୦୪ ଜଣଙ୍କ ଆକାଉଣ୍ଟକୁ ମୋଟ ୯କୋଟି ୬୯ ହଜାର ୫୦୨ ଟଙ୍କା...

ପ୍ରାଣୀ ଚିକିତ୍ସାକୁ ଦିଆଯାଉନି ପ୍ରାଧାନ୍ୟ

ଖମାର,୧୮ା୨:  ଗ୍ରାମାଞ୍ଚଳର ଅର୍ଥନୀତିକୁ ଆଗକୁ ନେବାରେ ପ୍ରାଣୀଧନଙ୍କ ପ୍ରମୁଖ ଭୂମିକା ରହିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରାଣୀଧନ ପାଳନ ନିମନ୍ତେ ବିଭିନ୍ନ ଯୋଜନାରେ ଯୁବତୀ ଯୁବକମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି। ଅଳ୍ପ ସୁଧରେ ବ୍ୟାଙ୍କରୁ ଋଣ ପ୍ରଦାନ ସହ ସ୍ବାବଲମ୍ବୀ କରିବାର...

ହସ ଫୁଟାଇଛି ମାଛଚାଷ

ଭୁବନ,୧୮।୨:  କରୋନା ଶିଖାଇଦେଇଛି ଜୀବନର ମହତ୍ତ୍ୱ ଏବଂ ଜୀବିକାର ଗୁରୁତ୍ୱ। କୋଭିଡ୍‌ ପରବର୍ତ୍ତୀ ସମୟରେ ସବୁଠାରୁ ବଡ଼ ଆହ୍ବାନ ସ୍ବାବଲମ୍ବୀ ହେବା ଏବଂ ନିଜ ଉଦ୍ୟମରେ ସ୍ଥାୟୀ ରୋଜଗାରର ପନ୍ଥା ଖୋଜିବା। ଏଥିଲାଗି ମାନସିକସ୍ତରରେ ଅନେକେ ପ୍ରସ୍ତୁତ ହେଉଥିବାବେଳେ ଏଥିରେ...

‘ବଳରାମଗଡ଼ି ମାଛଧରା ବନ୍ଦର କାମ ଖୁବ୍‌ ଶୀଘ୍ର’

ବାଲେଶ୍ୱର ଅଫିସ,୧୮।୨- ବାଲେଶ୍ୱର ଜିଲା ଚାନ୍ଦିପୁର ନିକଟସ୍ଥ ବଳରାମଗଡ଼ି ସମୁଦ୍ରକୂଳରେ ଖୁବ୍‌ ଶୀଘ୍ର ପ୍ରସ୍ତାବିତ ମାଛଧରା ବନ୍ଦର ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ୨୦୧୯ ଫେବୃୟାରୀ...

ଟାର୍ଗେଟକୁ ଚାହିଁ ରହିଛନ୍ତି ଚାଷୀ

ଖଇରା,୧୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଧାନ କିଣାରେ ମନ୍ଥର ଯୋଗୁ ୧୪ଟି ସେବା ସମବାୟ ସମିତି ଅଧୀନ ଚାଷୀମାନେ ମାନସିକ ନିର୍ଯାତନାର ଶିକାର ହେଉଛନ୍ତି। ଟାର୍ଗେଟ ଆସୁ ନ ଥିବାରୁ ହଜାର ହଜାର ଚାଷୀ ଟୋକନ ଧରି ସରକାରଙ୍କ...

ଟ୍ରାକ୍ଟର ଓଲଟି ୪ ମୃତ,୨୦ରୁ ଊର୍ଦ୍ଧ୍ୱ ଆହତ

ବାରିପଦା ଅଫିସ,୧୮।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଠାରେ ଏକ ଟ୍ରାକ୍ଟର ଓଲଟି ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଶୀର୍ଷା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବୁଧବାର...

ଓଡ଼ିଶା ଭିତରେ ଆନ୍ଧ୍ର ଦାଦାଗିରି

ପାରଳାଖେମୁଣ୍ଡି,୧୮।୨: ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି...

ବ୍ୟାଙ୍କ ଲକରରୁ ୩୩ ଲକ୍ଷ ଟଙ୍କାର ଅଳଙ୍କାର ଗାଏବ

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ସହରର ଏକ ବ୍ୟାଙ୍କ ଲକର୍‌ରୁ ଗ୍ରାହକଙ୍କ ୩୩ଲକ୍ଷ ୩୭ହଜାର ଟଙ୍କାର ସୂନା, ରୁପା ଅଳଙ୍କାର ଗାଏବ ହୋଇଯାଇଛି। ଏ ନେଇ ଗ୍ରାହକଙ୍କ ପକ୍ଷରୁ ବୁଧବାର ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗକୁ...

ଏମିତି ବି ଆସେ ମୃତ୍ୟୁ

ବାଲିଗୁଡ଼ା,୧୭ା୨: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଲଣ୍ଡାଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବାହାଘର ଭୋଜି ଖାଇ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ଧକ୍କାଦେଇ ନିକଟସ୍ଥ ଘର ଭିତରକୁ ପଶିଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri