ଆମ ଜିଲା ଖବର

ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ...

ଜାତୀୟ ବଜାରରେ ମିଳିବ କୁଚିଣ୍ଡା ଲଙ୍କାଗୁଣ୍ଡ

ସମ୍ବଲପୁର,୧୭ା୨(ବ୍ୟୁରୋ):କେବଳ ରାଜ୍ୟରେ ନୁହେଁ ଜାତୀୟ ବଜାରରେ ଉପଲବ୍ଧ ହେବ କୁଚିଣ୍ଡା ଲଙ୍କାଗୁଣ୍ଡ। ଏନେଇ ସମ୍ମିଳିତ ଉଦ୍ୟମ ଆରମ୍ଭ ହୋଇଛି। ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡରେ ପ୍ରଚୁର ଲଙ୍କା ଚାଷ ହୋଇଥାଏ। ହେଲେ ବିଭିନ୍ନ କାରଣରୁ ସ୍ଥାନୀୟ ଚାଷୀମାନେ ଅଭାବୀ ବିକ୍ରିର...

ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ

ଗୁଣପୁର,୧୭ା୨(ଡି.ଏନ୍‌.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣା ଏବେ ନୂଆ ମୋଡ଼ ନେଇଛି।...

୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା

ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ। ଆସନ୍ତା...

ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର

ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର ଦାନ କରିଛନ୍ତି। ଏହି ଅଳଙ୍କାର ମଧ୍ୟରେ ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ,...

ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ

ମାଧପୁର/ ଆଠମଲ୍ଲିକ,୧୭ା୨ – ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦ ଜିଲା ଓ ଅନୁଗୋଳ ଜିଲାର ଆଠମଲ୍ଲିକ ଉପଖଣ୍ଡରେ ଡବ୍ଲ୍ୟୁଓଡିସିର ଆଞ୍ଚଳିକ କାର୍ଯ୍ୟାଳୟ ଖୋଲାଯିବ...

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌ ସ୍ଥାନୀୟ ଚିଲ୍‌ଡ୍ରେନ କୋର୍ଟରେ ଦାଖଲ କରିଛି। ଏଥିରେ ଏସ୍‌ଆଇଟି ୭୨ଜଣଙ୍କୁ ସାକ୍ଷୀ ଭାବେ...

ଜଙ୍ଗଲ ଜମିରୁ ବେଆଇନ ମୋରମ ଉଠାଣ

କେନ୍ଦୁଝର,୧୭ା୨(ସ୍ବ.ପ୍ର.)-ଜଙ୍ଗଲ ଜମିରେ ଚାଲିଛି ବେଆଇନ ମାଟି ଉଠାଣ। ବାଂଶପାଳ ତହସିଲ ଶୁଆକାଟୀ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଉପର ସୁମଠ ଠାରେ ବେଆଇନ ଭାବେ ଜୁଆଙ୍ଗ ଲୋକ ପାଇଥିବା ଜଙ୍ଗଲ ପଟ୍ଟା ଜମିରୁ ମାଟି ଓ ମୋରମ ଉତ୍ତୋଳନ କରାଯାଇ ରାସ୍ତା...

ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ ବାରିପଦା ଡ଼ିଭିଜନ ଡ଼େପୁଟି ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟ୍‌ (ଡିିଆର୍‌ସିଏସ୍‌)ଙ୍କୁ ଟଙ୍କା...

ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗ୍ରାମରେ। ସୂଚନା ଅନୁଯାୟୀ, ସୋମବାର...

ରାଉରକେଲାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,(ଡି.ଏନ.ଏ.)/ରାଉରକେଲା ଅଫିସ,୧୬।୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ ଜିଲା ଗସ୍ତରେ ଆସି ରାଉରକେଲାଠାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହି ଷ୍ଟାଡିୟମକୁ ମହାନ ସ୍ବାଧୀନତା ସଂଗ୍ରାମୀ ବିର୍ସାମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି। ରାଉରକେଲା ବିଜୁପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ ପରିସରରେ...

ଜରାଜୀର୍ଣ୍ଣ ଅବସ୍ଥାରେ ବାଳିକା ଉଚ୍ଚ ବିଦ୍ୟାଳୟ

କଣାସ,୧୬।୨ (ସ୍ବ.ପ୍ର.) କଣାସ ବ୍ଲକ କଣାସ ପଞ୍ଚାୟତରେ ଥିବା ମହନ୍ତ ବନମାଳୀ ଦାସ ବାଳିକା ଉଚ୍ଚ ବିଦ୍ୟାଳୟର ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏହି ବିଦ୍ୟାଳୟ ଫନୀ ସମୟରେ ବହୁ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଯାବତ ମରାମତି ହୋଇପାରି ନାହିଁ। ଅଧିକାଂଶ ଶ୍ରେଣୀଗୃହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri