ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା ନେଇଥିଲେ ବୋଲି ଅଭିଯୋଗ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ଉପକୂଳ ମହାକାଳପଡ଼ା ବ୍ଲକ ସ୍ଥାନୀୟ ରାମନଗର ଓ ବରକନ୍ଧା ପଞ୍ଚାୟତର ଆଖଡ଼ାଶାଳୀ ନିକଟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର ନିର୍ମାଣ ହେବ। ହେଲେ ଏହି ଅଞ୍ଚଳର ବହୁ ପାରମ୍ପରିକ...
ବେହେରା, ୧୨।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକରେ ଥିବା ଅନେକ ବିପଦସଙ୍କୁଳ ଅଙ୍ଗନୱାଡି କେନ୍ଦ୍ରରେ ପାଠପଢ଼ା ଚାଲିଛି। ବ୍ଲକର ବେହେରା ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ର ୧ (ବାଙ୍କିମୁଣ୍ଡା) କୋଠା କାନ୍ଥଗୁଡିକରେ ବଡବଡ ଫାଟ ସୃଷ୍ଟି ହେବା ସହ ଲୁହାଛଡଗୁଡିକ ବାହାରକୁ...
Page 3,434 of 6,009« First«...102030...3,4323,4333,4343,4353,436...3,4403,4503,460...»Last »
Archives
Model This Week
ପିଲାଙ୍କ ଧରିତ୍ରୀ