ଆମ ଜିଲା ଖବର

ଅସୁରକ୍ଷିତ ଭାବେ କାମ କରୁଛନ୍ତି ଶ୍ରମିକ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): ଘରକୁ ପାଇପ୍‌ ଯୋଗେ ପାନୀୟଜଳ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ଅପରପକ୍ଷେ ଅନେକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖାଦେଉଥିବା ବେଳେ ଲୋକ ପାଣି ମୁନ୍ଦେ...

୫୦ ପରିବାର ମୌଳିକ ସୁବିଧାରୁ ବଞ୍ଚିତ

ରସୁଲପୁର,୧୨।୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ସହାୟତା କରୁଥିବା କହୁଛନ୍ତି। ହେଲେ ବାସ୍ତବ କ୍ଷେତ୍ରରେ ଅନେକ ସ୍ଥାନରେ ଏହି ଯୋଜନା ପହଞ୍ଚି ପାରୁନାହିଁ। ଯଦ୍ଦ୍ବାରା ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଯାହାର ଏକ...

ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ ପାଚେରି ଭାଙ୍ଗିଲେ ଦୁର୍ବୃତ୍ତ

ବାଲୁଗାଁ,୧୨।୨(ଡି.ଏନ୍‌.ଏ.): ବାଲୁଗାଁ ଚିଲିକାକୂଳ ନିକଟ ମତ୍ସ୍ୟ ଓ ଜୀବ ପ୍ରଯୁକ୍ତି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପାଚେରିକୁ ବୁଧବାର ବିଳମ୍ବିତ ରାତିିରେ କେହି ଦୁର୍ବୃତ୍ତ ଜେସିବି ମେଶିନ ଦ୍ୱାରା ଭାଙ୍ଗିଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ସୂଚନା...

ଧାନକିଣା ଅନିୟମିତତାର ତଦନ୍ତ ଦାବି

ଖୋର୍ଦ୍ଧା ଅଫିସ,୧୨।୨: ଚଳିତ ବର୍ଷ ଖୋର୍ଦ୍ଧା ଜିଲାରେ ଖରିଫ ଧାନ କିଣାରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ଉଠିଛି। ଦୁର୍ନୀତି ପଛରେ ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ) ସମ୍ପାଦକଙ୍କ ହାତ ରହିଛି। ସମିତି ସମ୍ପାଦକ ଏବଂ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଧାନକିଣା...

୧୫ରୁ ହାଇକୋର୍ଟରେ ସିଧାସଳଖ ଶୁଣାଣି

କଟକ ଅଫିସ,୧୨।୨: ଆସନ୍ତା ୧୫ ତାରିଖରୁ ହାଇକୋର୍ଟ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। କରୋନା ମହାମାରୀ ଯୋଗୁ ହାଇକୋର୍ଟରେ ବିଭିନ୍ନ ମାମଲାର ଶୁଣାଣି ଭର୍ଚୁଆଲ ମାଧ୍ୟମରେ ହେଉଥିଲା। ଏଥିପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଗୁରୁବାର ଏସ୍‌ଓପି ଜାରି କରାଯାଇଛି। କୋର୍ଟ...

ଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ

ପୁରୀ ଅଫିସ,୧୨।୨: ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ନିଲାମରେ ଦେଉଥିବା ଶ୍ରୀଗୁଣ୍ଡିଚା ରତ୍ନସିଂହାସନ ସୁରକ୍ଷିତ ନୁହେଁ ବୋଲି ଅଭିଯୋଗ ଉଠିଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିଲାମ ହେବା କାରଣରୁ ରତ୍ନସିଂହାସନ କ୍ରମଶଃ ଅସୁରକ୍ଷିତ ହେବାରେ ଲାଗିଛି।...

ଜଙ୍ଗଲ ସୁରକ୍ଷାରେ ମଦନ

ବନ୍ତ,୧୨।୨(ଡି.ଏନ.ଏ.)-ଆଧୁନିକ ଚାକଚକ୍ୟ ଭିତରେ ନିଜକୁ ପ୍ରତିଷ୍ଠିତ କରିବାକୁ ଲୋକଙ୍କ ଭିତରେ ପ୍ରତିଯୋଗିତା ଚାଲିଥିବା ବେଳେ ପରିବେଶ ସୁରକ୍ଷା ପ୍ରତି କାହାରି ନିଘା ନାହିଁ। କଳ କାରଖାନା ଗଢ଼ିବା ପାଇଁ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ଶିକ୍ଷିତ ସମାଜ ପରିବେଶ...

ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...

ଗାଁ ସ୍ୱଚ୍ଛ, ସହର ଅସ୍ୱଚ୍ଛ

ଛେଣ୍ଡିପଦା,୧୨ା୨(ସ୍ବ.ପ୍ର.): ସ୍ବଚ୍ଛ ଭାରତ ଯୋଜନାରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକକୁ ସଫଳତା ମିଳିଛି। ବ୍ଲକ ଅଞ୍ଚଳର ଗାଁଗୁଡ଼ିକ ବାହ୍ୟମଳମୁକ୍ତ ହୋଇପାରିଥିବା ଦାବି କରାଯାଉଛି। ଏଥିପାଇଁ ପ୍ରଶାସନ ପ୍ରଶଂସା ମଧ୍ୟ ସାଉଣ୍ଟିଛି। ହେଲେ ସହର କିପରି ସ୍ବଚ୍ଛ ହେବ ସେକଥା ବ୍ଲକ ପ୍ରଶାସନ...

ଓଡ଼ିଶାରେ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଚାର

ପାତ୍ରପୁର,୧୨ା୨: ଆନ୍ଧ୍ରପ୍ରଦେଶରେ ଆସନ୍ତା ୧୩ ତାରିଖରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ଗୁରୁବାର ଥିଲା ପ୍ରଚାରର ଶେଷ ଦିନ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଉପାନ୍ତ ଅଞ୍ଚଳର ବହୁ ଗ୍ରାମ ଆନ୍ଧ୍ର ସୀମାକୁ ଲାଗି ରହିଛି। କେତେକ ଗ୍ରାମରେ...

ମଣିଷ ଖିଆ ବାଘ ହାବୁଡ଼ରେ ପଡ଼ିଗଲେ ଫଳ ଆଣିିବାକୁ ଯାଇଥିବା ମହିଳା, ତାପରେ…

ତରବୋଡ/ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ସଦର ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଛୋଟଲୋର୍ରା ଗାଁର ଜଣେ ମହିଳାଙ୍କୁ ବାଘ ଆକ୍ରମଣ କରି ଖାଇଦେଇଥିବା ଗ୍ରାମବାସୀ କହିଛନ୍ତି। ଗୁରୁବାର ସକାଳେ ଛୋଟଲୋର୍‌ରା  ଗାଁର ଭାନବାଇ ମାଝି (୪୭)ଙ୍କ ସହିତ ୩ଜଣ ମହିଳା ପାଖ ଜଙ୍ଗଲକୁ...

ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri