ଆମ ଜିଲା ଖବର

ନିଖୋଜ ଅଭିଯୋଗ ଦେଲା ୩ ମୃତଦେହର ପରିଚୟ

ରାଉରକେଲା ଅଫିସ,୧୧।୨: ସୁନ୍ଦରଗଡ଼ ଜିଲା କୋଏଲ ନଦୀରେ ବୁଡି ପ୍ରାଣ ହରାଇଥିବା ୩ ଜଣ ନାବାଳକଙ୍କ ପରିଚୟ ମିଳିଛି। ଉକ୍ତ ନାବାଳକମାନେ ହେଲେ ପ୍ଲାଣ୍ଟସାଇଟ ଥାନା ଅଧୀନ ଗୁରୁଦ୍ୱାରା ରୋଡ଼ ଅଞ୍ଚଳର ସୋନି ସୋନକର(୧୪), ସୁମିତ ସୋନକର(୧୧) ଓ ଗାନ୍ଧୀ...

ରାମ ମନ୍ଦିର ନିର୍ମାଣ ପାଇଁ ଟଙ୍କା ଦାନ କଲେ ୨ ଭଉଣୀ

କୋକସରା,୧୧।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ହୁଣ୍ଡିରେ ରଖିଥିବା ସଞ୍ଚିତ ଟଙ୍କା ଦାନ କରିଛନ୍ତି ୨ କୁନି ଭଉଣୀ। ସେମାନେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ବଡ଼କେନ୍ଦୁଗୁଡ଼ା ଗ୍ରାମର ଆଦିତ୍ୟ ପଣ୍ଡାଙ୍କ ୨...

ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦାବି

ଛତ୍ରପୁର,୧୧।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ହୋଇଥିଲେ ମଧ୍ୟ ବ୍ରହ୍ମପୁରଠାରେ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ରହିଛି। ଛତ୍ରପୁରରେ ଉପଖଣ୍ଡ ହସ୍ପିଟାଲ ରହିଛି। ଏହାକୁ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦେବାକୁ ଛତ୍ରପୁର ଓକିଲ ସଂଘ ପକ୍ଷରୁ ଦାବି ହୋଇଛି। ଏ...

ଆନ୍ଧ୍ର ମାନଚିତ୍ରରେ ଓଡ଼ିଶାର ଏହି ଗାଁ, ଓଡ଼ିଆ ବଦଳରେ ତେଲୁଗୁ କହିଲେଣି ଲୋକେ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ଓଡ଼ିଶା ହାତରୁ ଖସୁଛି ଆନ୍ଧ୍ର ସୀମାନ୍ତ ଆଉ ଗୋଟିଏ ଗାଁ। ଦୀର୍ଘବର୍ଷ ଧରି ଆନ୍ଧ୍ର ସରକାରଙ୍କଠାରୁ ସମସ୍ତ ପ୍ରକାର ସୁବିଧା ଓ ସୁଯୋଗ ପାଇ ସମ୍ପୂର୍ଣ୍ଣ ଢଳି ସାରିଲେଣି ଗ୍ରାମବାସୀ। ଏପରିକି ନିଜ ମାତୃଭାଷାକୁ ଭୁଲି ସାରିଲେଣି। କୋରାପୁଟ...

ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ପ୍ରତୀକ ଧାରଣା

ଭଦ୍ରକ ଅଫିସ,୧୧।୨: ଗୁରୁବାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବାସଗୃହ ସମ୍ମୁଖରେ ପ୍ରତୀକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ ବାସଗୃହ ସମ୍ମୁଖରେ ଦିଆଯିବ ବୋଲି କୁହାଯାଇଛି। ଜିଲାବାସୀଙ୍କ...

ହାତୀ ଉପରକୁ ୨୩ ରାଉଣ୍ଡ ଗୁଳି ଚଳାଇ ଦାନ୍ତ ନେଇଗଲେ ଦୁର୍ବୃତ୍ତ

ଢେଙ୍କାନାଳ ଅଫିସ,୧୧।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କନ୍ଧାରା ରିଜର୍ଭ ଫରେଷ୍ଟରେ ବନକର୍ମଚାରୀଙ୍କ ଉପରକୁ ଗୁରୁବାର ୨୩ ରାଉଣ୍ଡ ଗୁଳି ମାଡ଼ କରି ୧୦ରୁ ୧୫ ଦୁର୍ବୃତ୍ତ ଏକ ଦନ୍ତାକୁ ଗୁଳି ମାରି ଦାନ୍ତ ନେଇ ଯାଇଛନ୍ତି। ସୌଭାଗ୍ୟବଶତଃ ବନକର୍ମଚାରୀମାନେ...

ଚିଟ୍‌ଫଣ୍ଡରେ ଟଙ୍କା ରଖି ଲୋକେ ହତାଶ: ବଣ୍ଡ୍‌ ଧରି ଥାନାରେ ପହଞ୍ଚିଲେ ହିତାଧିକାରୀ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁର ଲୋକେ ଦୀର୍ଘ ବର୍ଷ ହେଲା ଚିଟ୍‌ଫଣ୍ଡରେ ଟଙ୍କା ରଖି ଠକେଇର ଶିକାର ହୋଇଛନ୍ତି। ଏପରିକି ଆଜିପର୍ଯ୍ୟନ୍ତ ଟଙ୍କା ଫେରି ପାଇବା କିମ୍ବା କ୍ଷତିପୂରଣ ପାଇବାର କୌଣସି...

ଧାନ ବୋଝେଇ ଟ୍ରାକ୍ଟର ରଖି ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପଦ୍ମପୁର,୧୧।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ମାସ ବିତି ଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି...

ଭୟାବହ ଅଗ୍ନିକାଣ୍ଡ: ୨୦ ମେଣ୍ଢା ଜୀବନ୍ତ ଦଗ୍ଧ

ଅନୁଗୋଳ ଅଫିସ୍‌/ବନ୍ତଳା,୧୧।୨(ଡି.ଏନ୍‌ଏ):ଅନୁଗୋଳ ଜିଲା ବନ୍ତଳା ଥାନା ସଙ୍ଖପୁର ପଞ୍ଚାୟତ ଖାଲଙ୍ଗାରେ ବୁଧବାର ମଧ୍ୟରାତ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଅନୁଗୋଳର ଦୁଇଟି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ତେବେ ନିଆଁରେ...

ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ, ୧୧।୨: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଡେପୁଟି ରେଞ୍ଜର କେଶବ ନାୟକଙ୍କ ବଲାଙ୍ଗୀର ସାଗରପଡା ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ବରଗଡ଼ ଭିଜିଲାନ୍ସ ଡିଏସପି ପରମେଶ୍ବର କିଶାନଙ୍କ ନେତୃତ୍ୱରେ ଭିଜିଲାନ୍ସ ଚଢ଼ାଉ...

ଗାଁକୁ ପଶି ଆସିଥିବା ହରିଣକୁ ମାରିଦେଲେ

ହାଟଡି଼ହୀ,୧୧।୨(ଡି.ଏନ.ଏ.): କେନ୍ଦୁଝର ଜିଲା ହଦଗଡ଼ ଅଭୟାରଣ୍ୟରୁ ନିକଟସ୍ଥ ଚଞ୍ଚଳପଡ଼ା ଗାଁକୁ ପଶି ଆସିଥିବା ଏକ ହରିଣକୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ବନ ବିଭାଗ ସେହି ଗ୍ରାମର ପଞ୍ଚାନନ ବେହେରାଙ୍କୁ ଗିରଫ କରିଥିବା ବନଖଣ୍ଡ ଅଧିକାରୀ ସୁମିତ ମହାନ୍ତି...

ଉତ୍ତରାଖଣ୍ଡରେ ମୟୂରଭଞ୍ଜର ଯୁବକ ନିଖୋଜ

ଖୁଣ୍ଟା,୧୧।୨(ଡି.ଏନ.ଏ.)- ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ଜନିତ ବନ୍ୟାରେ ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବାଙ୍ଗରା ପଞ୍ଚାୟତ ଅନ୍ତର୍ଗତ ସାତପଉଟିଆ ଗ୍ରାମର ଜଣେ ଯୁବକ ନିଖୋଜ ଥିବା ସୂଚନା ମିଳିଛି। ସେ ହେଲେ ରବୀନ୍ଦ୍ର ନାଥ ହାଁସଦାଙ୍କ ପୁଅ ପର୍ଶୁରାମ (୪୧)।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri