ଆମ ଜିଲା ଖବର

ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା

ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍‌ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ବୀକୃତି ମିଳିଛି। ସୋମବାର ନୟାଗଡ଼ ଜିଲା ଜଜ୍‌ ଓ ଦୌରାଜଜ୍‌ଙ୍କ...

ବ୍ୟବସାୟୀଙ୍କୁ ଯଚାଯାଉଛି ଟଙ୍କା

ଅନୁଗୋଳ ଅଫିସ, ୨।୨ ଅନୁଗୋଳ ସହରର ବିଭିନ୍ନ ବ୍ୟବସାୟୀଙ୍କୁ ଯଚାଯାଉଛି ଟଙ୍କା। ବିଡ଼ା ବିଡ଼ା ଟଙ୍କା ଧରି ଦୋକାନ ଦୋକାନ ବୁଲୁଥିବା ୪ ଯୁବକ ଲୋନ୍‌ କହି ୫ରୁ ୨୫ ହଜାର ବିନା ଗ୍ୟାରେଣ୍ଟିରେ ଧରାଇ ଦେଉଛନ୍ତି। କେବଳ ଆଧାର...

ବିଳମ୍ବ ହେଲାଣି ବର୍ଷେ

ବଅଁରପାଳ,୨ା୨(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟରେ ଶ୍ରମିକ ସଙ୍ଗଠନ ସ୍ବୀକୃତି ନିର୍ବାଚନ ବିଳମ୍ବ ହେଉଛି। ୨୦୧୭ ନିର୍ବାଚନରେ ସ୍ମେଲଟରରେ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌) ଓ ସିପିପିରେ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ ବିଜୟୀ ହୋଇଥିଲା।...

ଭିଜିଲାନ୍ସ ହାତରେ କୋଟିପତି ଅବକାରୀ ଏସ୍‌ଆଇ

ସମ୍ବଲପୁର,୧ା୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍‌ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଅଧିକାରୀମାନେ ବେଲପାହଡ଼ ସ୍ଥିତ କାର୍ଯ୍ୟାଳୟ ସମେତ ସମ୍ବଲପୁର ଏସ୍‌ଆର୍‌ଆଇଟି କଲୋନୀ କଲ୍ୟାଣ ନଗରର...

୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଆର୍‌ସିସିି

ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍‌.ଏ.),୧।୨- ଦରମା ବିଲ୍‌ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଆର୍‌ସିସି ମଧୁସୂଦନ ନାଏକ ସୋମବାର ଭିଜିଲାନ୍ସ ହାତରେ...

ନୃସଂଶ ପୁଅ: ଘରେ ବାପାଙ୍କୁ ହାଣି ହତ୍ୟା କଲେ

ବିଷମକଟକ, ୧।୨: ପାରିବାରିକ କଳହରୁ ଅତିଷ୍ଠ ହୋଇ ଜଣେ ନାବାଳକ ଟାଙ୍ଗିଆରେ ବାପାଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ। ସୂଚନା ଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ବାପ-ପୁଅଙ୍କ ମଧ୍ୟରେ କୌଣସି...

ବାକିରେ ସିଗାରେଟ ନ ଦେବାରୁ ପାନ ଦୋକାନୀଙ୍କୁ ହତ୍ୟା

ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ ଦୋକାନୀଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ସେହିପରି କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗ୍ରାମରେ...

ମଦ୍ୟପ ସ୍ବାମୀ ଘଟାଇଲା ଏଭଳି କାଣ୍ଡ…

କାଲିମେଳା/ଏମ୍‌ଭି-୭୯,୧ା୨: ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ଏମ୍‌ଭି-୭୨ ଗ୍ରାମର ବିମଲ ମିସ୍ତ୍ରି ତାଙ୍କର ସ୍ତ୍ରୀ ଦୁଲାଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପୋଲିସ ବିମଲଙ୍କୁ ଗିରଫ କରିଛି। ସୂଚନା ଯୋଗ୍ୟ, ବିମଲ ଅଧିକାଂଶ ସମୟ ମଦ୍ୟପାନ...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫ ଲକ୍ଷ୍ୟ ବ୍ୟୟରେ ନବ ନିର୍ମିତ ଆର୍ଡି ରୋଡ଼ ନିର୍ମାଣ ହୋଇଥିଲା। ମାତ୍ର ଏହି...

ବିନା ଫାୟାର ଲାଇସେନ୍ସରେ ଚାଲିଥିଲା ସନ୍‌ ହସ୍ପିଟାଲ

କଟକ ଅଫିସ, ୧।୨: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସନ୍‌ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ତେବେ ତଦନ୍ତରୁ ଏହାର ଫାୟାର ଲାଇସେନ୍ସ ନ ଥିବା ଜଣାପଡ଼ିଛି। ବିନା ଫାୟାର ଲାଇସେନ୍ସରେ ହସ୍ପିଟାଲ...

ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ,୧।୨: ବରଗଡ଼ ଛିଲାର ୧୦ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ୨୦୧୮-୧୯ ରବି ଧାନ କିଣାବିକାରେ ହୋଇଥିବା ଅନିୟମିତତା ତଥା ରାଜ୍ୟସ୍ତରୀୟ ଏକ ସ୍କ୍ବାଡର ରିପୋର୍ଟ ଆଧାରରେ ସେମାନଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ...

କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

କଟକ ଅଫିସ,୧।୨: କଟକ ତୁଳସୀପୁରର ଘରୋଇ ହସ୍ପିଟାଲ ‘ସନ୍‌’ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ଉପର ମହଲାରେ ଏହି ନିଆଁ ଲାଗିଥିଲା। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ୧୧ ରୋଗୀଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri