ଆମ ଜିଲା ଖବର

ଗାଇଡ୍‌ଲାଇନ ଅନୁଯାୟୀ ଦାହହେଲା ବାଘ ମୃତଦେହ

ବୁଗୁଡା,୩୦।୧(ଡି.ଏନ୍‌.ଏ.): ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ହତା ମଧ୍ୟରେ ଦାହ କରାଯାଇଛି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର...

ତଦନ୍ତ ଅବହେଳା ଅଭିଯୋଗ ଆଣିଲେ ପିହୁଙ୍କ ମା’

ଭୁବନେଶ୍ୱର,୩୦।୧(ବ୍ୟୁରୋ): ‘ମୋ ଝିଅ ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ଯାଇଥିଲି। ହେଲେ ଥାନାରେ ମାମଲା ରୁଜୁ ନ କରି ଓଲଟା ତମେ ଯାଅ ଖୋଜାଖୋଜି କରିବ ବୋଲି କହିଲେ। ୫ଦିନ ପରେ ମାମଲା ରୁଜୁ କରି ତଦନ୍ତ...

ପାରାଦୀପରେ ପହଞ୍ଚିଲା ୨ ବୃହତ୍‌ ପ୍ରୋଜେକ୍ଟ କାର୍ଗୋ

ପାରାଦୀପ,୩୦।୧(ସ୍ବ.ପ୍ର.): ପାରାଦୀପ ରିଫାଇନେରିର ନୂତନ ଏମଇଜି (ମନୋଫିଲନ୍‌ ଗ୍ଲୋଲୋୟକଲ) ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଗୋ ଓଡିସି(ଓଭର ଡାଇମେନ୍‌ଶନ କନ୍‌ସାଇମେଣ୍ଟ) ଗୁରୁବାର ପାରାଦୀପ ବନ୍ଦରରେ ପହଞ୍ଚତ୍ଛି। ୩୫୨୨ ମେଟ୍ରିକ ଟନ୍‌ ବିଶିଷ୍ଟ ଏହି କାର୍ଗୋ ଭାରତର ୨ୟ ବୃହତ୍ତମ ପ୍ରୋଜେକ୍ଟ କାର୍ଗୋ।...

ଡଙ୍ଗା ବୁଡ଼ି ବାପପୁଅ ମୃତ

ବିନିକା,୩୦।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ମଧ୍ୟ ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଏକ ଡଙ୍ଗା ବୁଡି ଗୋଟିଏ ପରିବାରର ବାପା ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିନିକା ସହରସ୍ଥିତ ଶ୍ରୀରାମନଗରର ସୁଲେମାନ ଖାନ୍‌(୪୮) ଓ ତାଙ୍କ ପୁଅ ଆଜଲାଣ୍ଡ।...

୩ ସୁରକ୍ଷା କର୍ମୀ ସୁପରଭାଇଜର ବହିଷ୍କୃତ

ତରବୋଡ/ନୂଆପଡା ଅଫିସ,୩୦।୧ (ଡି.ଏନ.ଏ.): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସୁରକ୍ଷା କର୍ମଚାରୀ ନାନକରାମ କେଉଁଟ (୨୬)ଙ୍କ କୋଭିଡ୍‌ ଟିକା ଯୋଗୁ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ଧାରଣରେ ବସିଥିବା ସୁରକ୍ଷା କର୍ମୀମାନଙ୍କୁ ଏବେ ମହଙ୍ଗା ପଡିଛି।...

ଟାର୍ଗେଟ ଅଛି, ଟୋକନ ନାହିଁ

ପଦ୍ମପୁର, ୩୦।୧ (ଡି.ଏନ.ଏ): ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଖରିଫ ଧାନ ସଂଗ୍ରହ ଅଢ଼େଇ ମାସ ବିତି ଗଲାଣି । ତଥାପି ଉପଖଣ୍ଡର ପ୍ରାୟ ୭୦ଟି ମଣ୍ଡିରେ ୯ ଲକ୍ଷ ୯୫୬ ପ୍ୟାକେଟ ଧାନ ବସ୍ତା ଖୋଲା ଆକାଶରେ ପଡିରହିଛି।...

୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା। ଚକାପାଦ ବ୍ଲକର ଏପରି ଅନେକ ଗ୍ରାମ ରହିଛି ଯେଉଁଠି ଲୋକେ ନେଟୱାର୍କ ପାଇଁ...

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍‌ ସର୍ଭେ

ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ନଦୀକୂଳ...

ତ୍ରିବେଣୀ ସଙ୍ଗମ ଗାଉଛି ଗାନ୍ଧିବାଦର ଗୀତ

ଆରଡ଼ି,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ନିକଟସ୍ଥ ଶାସନଠାରେ ବୈତରଣୀର ୨ ଜଳ ଧାର ଓ କୋଚିଳା ନଦୀର ସଙ୍ଗମ ସ୍ଥଳ। ୧୯୪୮ ଫେବୃୟାରୀରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅସ୍ଥି କଳସକୁ ଏଠାରେ ବିସର୍ଜନ କରାଯାଇଥିଲା। ସେହିଦିନଠାରୁ ଏହି...

କିନ୍ନରଙ୍କ ହାତକୁ କାମ

ଅନୁଗୋଳ ଅଫିସ, ୩୦।୧ ସହର ସଫେଇ ସହଜ ହେବ। ଟଲି ବଦଳରେ ବ୍ୟାଟେରି ଚାଳିତ ଗାଡ଼ିରେ ସହରରୁ ଅଳିଆ ଉଠିବ। ଆଉ ଘର ଘର ବୁଲି ଏହି ଆବର୍ଜନା ସଂଗ୍ରହ କରିବେ କେତେଜଣ କିନ୍ନର। କେବଳ ଏତିକି ନୁହେଁ, ଇ-ଟଏଲେଟ୍‌ର...

ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ...

ଜେଲ ଗଲେ ପ୍ରେମିକ

ଯାଜପୁର ଅଫିସ୍‌/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ ଜବତ ହୋଇଥିଲା। ତାଙ୍କ ମୃତଦେହକୁ ଦୁଇଜଣ ସ୍କୁଟିରେ ଆଣି ଫୋପାଡ଼ିଥିବା ଏକ ସିସିଟିଭି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri