ଆମ ଜିଲା ଖବର

ପୁରୀ-ଋଷିକେଶ ମଧ୍ୟରେ ଚାଲିବ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ହରିଦ୍ୱାରରେ ମହାକୁମ୍ଭ ମେଳା ସମୟରେ ପୁରୀ ଓ ଯୋଗ ନଗରୀ ଋଷିକେଶ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ-ଯୋଗ ନଗରୀ ଋଷିକେଶ-ପୁରୀ ସ୍ପେଶାଲ ଟ୍ରେନ ଜାନୁୟାରୀ ୨୭ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ। ଏହି ଟ୍ରେନ୍‌...

ସୋସିଆଲ ମିଡିଆରୁ ସ୍ବାବଲମ୍ବୀ

ବାରିପଦା ଅଫିସ, ୨୪ା୧-ଆତ୍ମବିଶ୍ୱାସ, ଆନ୍ତରିକତା ଓ କଠିନ ପରିଶ୍ରମ ମାଧ୍ୟମରେ ସ୍ବାବଲମ୍ବୀ ହୋଇପାରଛନ୍ତି ଜଣେ ମହିଳା। ସୋସିଆଲ ମିଡିଆରେ ମନ ପସନ୍ଦର ସାମଗ୍ରୀକୁ ଉପସ୍ଥାପନା କରି ସେ ବେଶ୍‌ ରୋଜଗାରକ୍ଷମ ହୋଇପାରିଛନ୍ତି। ଏହା ଦ୍ୱାରା ସେ ନିଜର ସ୍ବତନ୍ତ୍ର ପରିଚୟ...

ନୂତନ ଅଦାଲତରୁ ତ୍ୱରିତ ନ୍ୟାୟ ଆଶା

ବଅଁରପାଳ,୨୪ା୧(ଡି.ଏନ.ଏ.) ସିଭିଲ କେସ୍‌ ହେଉ କି ଚୋରି, ଡକାୟତି, ମାରପିଟ୍‌ ମକଦ୍ଦମା, ତାରିଖ ପଡ଼ିବା ମାତ୍ରେ ଅଦାଲତରେ ହାଜିରା ଦେବା ନିଶ୍ଚିତ। ହେଲେ ବଅଁରପାଳ ବ୍ଲକରେ କୋର୍ଟ ନ ଥିବାରୁ ଏପରି ମକଦ୍ଦମା ଲଢ଼ିବାକୁ ମହକିଲ କିମ୍ବା ତାଙ୍କ ଓକିଲଙ୍କୁ...

ବ୍ରହ୍ମପୁରରେ ନକଲି ସସ୍‌ କାରଖାନା

ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍‌ ଗଣପତିନଗରରୁ ଶନିବାର ରାତିରେ ଠାବ ହୋଇଛି ଏକ ନକଲି ସସ୍‌ କାରଖାନା। ସକାଳେ ବେଆଇନ ଗୁଟ୍‌ଖା କାରଖାନା...

ଓଭର୍‌ଟେକ୍‌ କରିବା ହେଲା କାଳ: ବୋଲେରୋ ଓଲଟି ୨ଜଣଙ୍କ ଜୀବନ ଗଲା

ଉମରକୋଟ, ୨୩।୧: ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ଜବଲପୁର ନିକଟରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ପଦମଝରି...

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା...

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର...

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ...

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍‌ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍‌ର ସୁବିଧା ପ୍ରଦାନ କରାଯାଉଛି।...

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।...

ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ

ସିଂହପୁର,୨୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ...

ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ

ଭଦ୍ରକ ଅଫିସ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri