ଆମ ଜିଲା ଖବର

ବକୁଳବନର ପୁନରୁଦ୍ଧାର ପାଇଁ ଶପଥ

ସାକ୍ଷୀଗୋପାଳ,୨୩ା୧(ସ୍ବ.ପ୍ର./ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ସତୀର୍ଥମାନଙ୍କ ଦ୍ୱାରା ନିର୍ମିତ ମଣିଷ ତିଆରି କାରଖାନା, ସେବା, ସଂସ୍କାର ଓ ସାହିତ୍ୟ ସାଧନାରେ ପରିପୁଷ୍ଟ ଓଡ଼ିଶାର ଅନ୍ୟତମ ଐତିହାସିକ ପୀଠ ସତ୍ୟବାଦୀସ୍ଥିତ ବକୁଳବନର ହଜିଲା ସ୍ମୃତିକୁ ଫେରାଇ ଆଣିବାକୁ ଓଲିଉଡ...

ଉମରକୋଟ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ନବରଙ୍ଗପୁର/ଉମରକୋଟ,୨୩।୧(ବି.ପ୍ର./ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକେଟ ବ୍ଲକ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗ (ବିଭାଜନ୨)ର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲଙ୍କୁ ନିଲମ୍ବନ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ଗ୍ରାମ୍ୟ ଉନ୍ନୟନ...

ଭାଜପାର ୭୨ଘଣ୍ଟିଆ ଚେତାବନୀ

ସମ୍ବଲପୁର,୨୩।୧(ବ୍ୟୁରୋ): ସମ୍ବଲପୁରରେ ଅନୁଷ୍ଠିତ ଚାଷୀ ଅଧିକାର ରାଲିରେ ଗିରଫ ଭାଜପା ନେତାମାନେ ଗୁରୁବାରଠାରୁ ଥାନା ପରିସରରେ ଦେଇଥିବା ଧାରଣା ସ୍ଥଗିତ ରଖିଛନ୍ତିି। ଆର୍‌ଡିସି ନିରଞ୍ଜନ ସାହୁଙ୍କଠାରୁ ପ୍ରତିଶ୍ରୁତି ପାଇ ଦଳ ୭୨ ଘଣ୍ଟା ସମୟ ଦେଇ ଆନ୍ଦୋଳନରୁ ଓହରି ଯାଇଛି।...

ମଣ୍ଡିରୁ କିଣାଯାଉନି ଧାନ, ଚାଷୀ ନିରାଶ

କାଶୀନଗର,୨୩।୧: ଗତ ଡିସେମ୍ବର ୩୧ ତାରିଖରୁ ମିଲରମାନେ ମଣ୍ଡିରୁ ଧାନ କିଣୁ ନ ଥିବା କାଶୀନଗର ବ୍ଲକ ବଥବା ଗ୍ରାମର ଚାଷୀମାନେ ଶୁକ୍ରବାର ଅଭିଯୋଗ କରିଛନ୍ତି । ଏ ନେଇ ବଥବା ଗ୍ରାମର ବହୁ ଚାଷୀ କାଶୀନଗର ବିଡିଓଙ୍କ ଜରିଆରେ...

ରତ୍ନଗର୍ଭାରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବରୀ,୨୩।୧(ଡି.ଏନ.ଏ.): ଯାଜପୁର ଜିଲାର ବିଶ୍ୱପ୍ରସିଦ୍ଧ ରତ୍ନଗିରି, ଉଦୟଗିରି ଓ ଲଳିତଗିରି ବୌଦ୍ଧପୀଠ ମଧ୍ୟରେ ରତ୍ନଗିରିର ରହିଛି ସ୍ବତନ୍ତ୍ର ପରିଚୟ। ରତ୍ନଗର୍ଭା ବୋଲି କୁହାଯାଉଥିବା ଏହି ବୌଦ୍ଧପୀଠରେ ନାନା ସମସ୍ୟା ରହିଥିବାରୁ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଫଳରେ...

ଫେରିବ ହକିର ହୃତଗୌରବ

ଢେଙ୍କାନାଳ ଅଫିସ, ୨୩।୧ ଢେଙ୍କାନାଳ ଜିଲାରେ ଶେଷନିଃଶ୍ୱାସ ନେଉଥିବା ହକିକୁ ମିଳିବ ପୁନର୍ଜନ୍ମ। ଏହି ଲୋକପ୍ରିୟ ଖେଳ ନୂଆ ରୂପରେ ପଡ଼ିଆକୁ ଫେରିବ। ହକିକୁ କ୍ୟାରିୟର କରିବାକୁ ଇଚ୍ଛୁକ ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ଦିଆଯିବ ଉଚ୍ଚମାନର ପ୍ରଶିକ୍ଷଣ। ରାଜ୍ୟ ତଥା ଜାତୀୟସ୍ତରରେ...

ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ

ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍‌-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ। ଦୀର୍ଘ ୯ ମାସର ଅନ୍‌ଲାଇନ୍‌ କ୍ଲାସ ପରେ ଏବେ ୧୦୦ ଦିନିଆ ଅଫ୍‌ଲାଇନ୍‌...

୧୦ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ

ଜୟପୁର,୨୨ା୧: କୋରାପୁଟ ଜିଲାର ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା...

ଶିକ୍ଷାନୁଷ୍ଠାନର ୨ଶହ ମିଟର ଭିତରେ ଗୁଟ୍‌ଖା, ସିଗାରେଟ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ

ଜୁନାଗଡ଼,୨୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ୨ଶହ ମିଟର ପରିସରରେ ଖୋଲା ହୋଇଥିବା ଦୋକାନରେ ଶୁକ୍ରବାର ଚଢାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ ଦୋକାନୀଙ୍କଠାରୁ ଫାଇନ ଆଦାୟ କରିବା ସହ ଗୁଟ୍‌ଖା, ତମାଖୁ, ବିଡି, ସିଗାରେଟ, ଖଇନୀ...

ଗଛ ଉପରେ ଭାଲୁ

ବୋରିଗୁମ୍ମା,୨୨ା୧: କ୍ରମାଗତ ଭାବେ ଜଙ୍ଗଲ ନଷ୍ଟ ଏବଂ ଖାଦ୍ୟାଭାବ ଯୋଗୁ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଜନବସତି ଆଡକୁ ମୁହାଁଉଛନ୍ତି। ଫଳରେ ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସେପରି ଏକ ପରିବେଶ ଦେଖିବାକୁ ମିଳିଛି କୋରାପୁଟ...

ହାତୀ ମୃତ୍ୟୁ ପାଇଁ ବନ ବିଭାଗ ଦାୟୀ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ କସଂର ଗ୍ରାମ ନିଟକସ୍ଥ ଜଙ୍ଗଲରୁ ଗୁରୁବାର ବନ ବିଭାଗ ଏକ ମାଈ ହାତୀର ମୃତଦେହ ଜବତ କରିଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ ବିଦ୍ୟୁତ୍‌ ଆଘାତରେ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୨୨ା୧: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଲିଙ୍ଗରାଜ ଲ’ କଲେଜରେ ଠିକା ଭାବେ କାମ କରୁଥିବା ଟାଇପିଷ୍ଟ ପ୍ରଶାନ୍ତ କୁମାର ନାୟକ ଗିରଫ ହୋଇ ଜେଲ ଯାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତାଙ୍କୁ ଜାମିନ ମିଳିଛି। ହାଇକୋର୍ଟ ନିର୍ଦ୍ଦେଶ ଆଧାରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri