ଆମ ଜିଲା ଖବର

ପାଟଣାରେ କରୋନା ଯୋଦ୍ଧାଙ୍କୁ ଟିକାକରଣ

ପାଟଣା,୧୮।୧( ସ୍ବ.ପ୍ର):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାରଠାରୁ କରୋନା ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦେବାର ବ୍ୟବସ୍ଥା ହୋଇଛି। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା. ଚିତ୍ତରଞ୍ଜନ ନାଏକଙ୍କ ଉପସ୍ଥିତିରେ ପାଟଣା...

ତୁଟୁନି ବିକ୍ରି ସମସ୍ୟା: ଧାନ ଗଦାକରି ରାସ୍ତା ଅବରୋଧ କଲେ ଚାଷୀ

ପଦ୍ମପୁର,୧୮।୧(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ...

ସଡ଼କ ସୁରକ୍ଷା ମାସ ଆରମ୍ଭ

ବରଗଡ଼ ଅଫିସ,୧୮।୧: ରାଜ୍ୟରେ ସୋମବାରରୁ ସଡ଼କ ସୁରକ୍ଷା ମାସ ପାଳନ ଆରମ୍ଭ ହୋଇଛି। ଆସନ୍ତା ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଏହା ପାଳନ କରାଯିବ। ଏହି ଅବସରରେ ବରଗଡ଼ ସହରରେ ଏକ ସଚେତନତା ପଦଯାତ୍ରା ପରିକ୍ରମା କରିଥିଲା । ଜିଲାପାଳ...

ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ

କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ ଉଦ୍ୟମ ଜାରି ରଖିଛି ବୋଲି ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି।...

ସଲ୍ଟ ରୋଡ୍‌ ଅବରୋଧ

ବାଲେଶ୍ୱର ଅଫିସ,୧୮।୧: ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତର ନୂତନ ରେଶନ ସାମଗ୍ରୀ ବଣ୍ଟନ ଅନୁମତି ପାଇଥିବା ଏସଏଚ୍‌ଜିକୁ ବିରୋଧ କରି ସଲ୍ଟ ରୋଡ୍‌ ଅବରୋଧ କରାଯାଇଛି । ଅଭିଯୋଗକାରୀମାନେ ହନୁମାନ ଏସ୍‌ଏଚ୍‌ଜିକୁ କୌଣସି କାରଣ ନ ଥାଇ...

କରୋନା ଟିକା ନେବା ପରେ ୨ ସୁରକ୍ଷାକର୍ମୀ ଅସୁସ୍ଥ

ସୁନ୍ଦରଗଡ଼,୧୮।୧(ଡି.ଏନ୍‌.ଏ.) : କୋଭିଡ ଟିକା ନେବା ପରେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାର ୨ ଜଣ ସୁରକ୍ଷାକର୍ମୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରିବା ପରେ ସେମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନେ ହେଲେ ଦୁବରାଜ ରଣା ଓ ମାନସ...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ଘର ବି ପୋଡ଼ିଦେଲେ ଦୁର୍ବୃତ୍ତ

ବଣାଇ,୧୮।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ପଟାମୁଣ୍ଡ ଗାଁରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର କାରଣ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ଅଭିଯୁକ୍ତ ହତ୍ୟାକାରୀକୁ ଅଟକ ରଖି ପଚରାଉଚରା ଚଳାଇଛି।...

ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର

କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତ ପରିବାରଙ୍କ ପାଇଁ ୮ରୁ ୯...

ପ୍ରତୀକ୍ଷାର ଅନ୍ତ: ଟିକାକରଣ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୧୮।୧: ସମସ୍ତ ପ୍ରତୀକ୍ଷାର ଅନ୍ତ ପରେ ସୋମବାରଠାରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେଇଛି। ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ପରେ ଟିକାକରଣ କାର୍ଯ୍ୟ...

ପରପାରିରେ ସର୍ବହରା ସାଥୀ ଲଳିତ ନାୟକ

ବଲାଙ୍ଗୀର ଅଫିସ,୧୮।୧: ଗରିବ, ଖଟିଖିଆ, ଶ୍ରମିକ, ମୂଲିଆ ସର୍ବହରାର ସାଥୀ ଲଳିତ କୁମାର ନାୟକ (୬୨)ଙ୍କ ସୋମବାର ସକାଳେ ଭୁବନେଶ୍ବରସ୍ଥିତ ଏମ୍‌ସ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ହେଲା ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗ ଖବର ପ୍ରଚାରିତ...

ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର...

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା ଷ୍ଟିକର ଉପରେ ଗୋଟିଏ ଏକ୍ସପାୟାରି ତାରିଖ ଏବଂ ଏହାକୁ ଚିରିଲା ପରେ ତା’ତଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri