ଆମ ଜିଲା ଖବର

ବାଇକ୍‌ରେ ବୁହାହେଲା ମୃତଦେହ

ଜଗନ୍ନାଥପ୍ରସାଦ, ୧୭ା୧(ଡି.ଏନ.ଏ.): ମୃତଦେହକୁ ସମ୍ମାନର ସହ ଘରେ ପହଞ୍ଚାଇବା ପାଇଁ ସରକାର ମହାପ୍ରୟାଣ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନା ସବୁ ସ୍ଥାନରେ କାର୍ଯ୍ୟ କରୁନାହିଁ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ। ଜଗନ୍ନାଥପ୍ରସାଦ...

ଭାରତ ମହାସାଗରରୁ ମିଳିଲା ବିରଳ ପ୍ରଜାତିର ମାଛ

ବ୍ରହ୍ମପୁର ଅଫିସ,୧୭ା୧: ଗଞ୍ଜାମ ଜିଲା ଗୋପାଳପୁରରେ ଥିବା ଭାରତୀୟ ପ୍ରାଣୀ ବିଜ୍ଞାନ ସର୍ବେକ୍ଷଣ (ଜେଡ୍‌ଏସ୍‌ଆଇ)କୁ ପୁଣି ଏକ ସଫଳତା ମିଳିଛି। ଜେଡ୍‌ଏସ୍‌ଆଇର ବୈଜ୍ଞାନିକ ଡ. ଅନିଲ ମହାପାତ୍ର ଗବେଷଣା କରି ବିରଳ ପ୍ରଜାତିର ଆରିଓଶୋମା ମାଜୁସ୍‌ ମାଛ ସମ୍ପର୍କରେ ସୂଚନା...

ଯୋଜନା ଅଛି, ସୁହାଉନାହିଁ

ଜଗତ୍‌ସିଂହପୁର ଅଫିସ,୧୭ା୧: କୃଷିଭିତ୍ତିକ ଉଦ୍ୟୋଗ ସ୍ଥାପନ ସାଙ୍ଗକୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଦ୍ରୁତ ବିକାଶକୁ ଆଖି ଆଗରେ ରଖି ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ (ଏମ୍‌କେୟୁୱାଇ) ୧୯୯୬ରେ କାର୍ଯ୍ୟକାରୀ କରିଛନ୍ତି। ପାରମ୍ପରିକ କୃଷିକୁ ବ୍ୟବସାୟିକ କୃଷିରେ ପରିଣତ...

ଲିଙ୍କ୍‌ ପଠାଇ ଆକାଉଣ୍ଟରୁ ଲୁଟ୍‌

ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍‌ ତଥ୍ୟ ନେଉଥିବା ଅପରାଧୀମାନେ ଏବେ ଇଣ୍ଟରନେଟ୍‌କୁ ଠକେଇର ଏକ ମାଧ୍ୟମ କରିଛନ୍ତି। ଏହି ଆପ୍‌ ଡାଉନ୍‌ଲୋଡ୍‌ ନ...

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ...

ସୁନାମୁହିଁରେ ଦାମୋଦର ମେଳା

ବାରିପଦା ଅଫିସ,୧୭ା୧-ମୟୂରଭଞ୍ଜ ଜିଲାର ଗଣପର୍ବ ମକର ଅବସରରେ ସୁନାମୁହିଁ(ବାରୁଣୀ) ଘାଟରେ ଶନିବାର ଆରମ୍ଭ ହୋଇଛି ଦାମୋଦର ମେଳା। ତିନିଦିନ ଧରି ଏହି ମେଳା ହେବାକୁ ଥିବାବେଳେ ବାରିପଦା ପୌରପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାରିପଦା ଦେଇ ପ୍ରବାହିତ...

ଅସଲି ବ୍ରାଣ୍ଡ୍‌ରେ ନକଲି ସର୍ଫ

ସମ୍ବଲପୁର, ୧୬ା୧ (ବ୍ୟୁରୋ): କଟକ, ସୋନପୁର, ବରଗଡ ପରେ ସମ୍ବଲପୁର ଜିଲାରେ ନକଲି ସାମଗ୍ରୀ କାରଖାନା ଠାବ ହୋଇଛି। ଶନିବାର ସନ୍ଧ୍ୟାରେ ଜିଲା ପୋଲିସ ପକ୍ଷରୁ ଅଇଁଠାପାଲି ଥାନା ନୂଆଁପଡା ନିକଟ ଏକ ଗୋଦାମରେ ଚଢ଼ାଉ କରାଯାଇ ୨୪୪ ବସ୍ତା...

ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରେମିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା...

ପାଇଖାନା ନିର୍ମାଣ ଦୁର୍ନୀତିରେ ୨ ବିଡିଓ, ଯନ୍ତ୍ରୀ ନିଲମ୍ବିତ

ମାଲକାନଗିରି/ଚିତ୍ରକୋଣ୍ଡା/ଝରିଗାଁ,୧୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗର ତଦନ୍ତ ପରେ ଶନିବାର ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ରକୋଣ୍ଡା ବ୍ଲକରେ ୭୦୦ ପାଇଖାନା ନିର୍ମାଣ କରାଯାଇନାହିଁ। ଏ...

ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା

ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତନାଘନା...

ପ୍ରଥମେ ସଫେଇ କର୍ମଚାରୀଙ୍କୁ ଦିଆଗଲା ଟିକା

କୋକସରା,୧୬।୧: କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶନିବାର ୯୦ ଜଣ ଆଗ ଧାଡିର କୋଭିଡ ଯୋଦ୍ଧାଙ୍କୁ ଟିକା ଦେବାର ବ୍ୟବସ୍ଥା କରାଯାଇଥିଲା। ଏ ନେଇ କୋଭିଡ ଯୋଦ୍ଧାଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଥିଲା। ପ୍ରଥମେ ସଫେଇ କର୍ମଚାରୀ ଶିବ ନାଏକ ଟିକା...

୬୯ କରୋନା ଯୋଦ୍ଧାଙ୍କୁ କୋଭିସିଲ୍ଡ ଟିକା: ୩୦ ମିନିଟ ନଜରରେ ରହିଲେ

ଧର୍ମଗଡ଼,୧୬।୧: ଶନିବାର କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଆଗ ଧାଡିର କରୋନା ଯୋଦ୍ଧାଙ୍କୁ କୋଭିସିଲ୍ଡ ଟିକା ଦିଆଯାଇଛି। ଧର୍ମଗଡ଼ ଉପଜିଲାପାଳ ଟି.ଏସ୍‌ ଦିବାକରଙ୍କ ଉପସ୍ଥିତିରେ ଟିକା ଦେବାର ବ୍ୟବସ୍ଥା କରାଯାଇଥିଲା। ଟିକା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri