ଆମ ଜିଲା ଖବର

ଢେଙ୍କାନାଳରେ ପୁଣି କୁମାରୀ ମା’

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳ ଜିଲା ପୁଣି ବୋହିଛି କୁମାରୀ ମା’ର କଳଙ୍କ। ଭୁବନ ପରେ କାମାକ୍ଷାନଗର ଥାନା ଅଞ୍ଚଳରେ ଏହାର ପୁନରାବୃତ୍ତି ଘଟିଛି। ଜଣେ ୧୭ ବର୍ଷୀୟା ନାବାଳିକା ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପୁତ୍ର ସନ୍ତାନ...

ଅଧା ବାଟରେ ଖୋଳ

ଯାଜପୁର ଅଫିସ/ ଚଣ୍ଡିଖୋଲ(ଡି.ଏନ.ଏ.),୧୬।୧: ନକଲି ଟ୍ରାଞ୍ଜିଟ୍‌ ପାସ୍‌ (ଟିପି) ତିଆରି କରି ଲୁହାପଥର ଲୁଟ୍‌ ଓ ଚୋରି ଘଟଣା ଏବେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦୁଝର ଓ ଯାଜପୁର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ନକଲି ଟିପି ସହାୟତାରେ ପଶ୍ଚିମବଙ୍ଗ,...

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୬।୧: ନିଲମ୍ବିତ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ଶେଷ ହୋଇଛି। ହାଇକୋର୍ଟ ବିରାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି ଶେଷ...

ନକଲି ପାନମସଲା କାରଖାନା ଠାବ: ମାଲିକ ଗିରଫ

କଟକ ସଦର, ୧୬।୧(ଡି.ଏନ୍‌.ଏ.): କଟକ ଜିଲା ସଦର ଥାନା ଅଧୀନ ଆମଣ ପଞ୍ଚାୟତର ଶାସୋଳ ଗ୍ରାମରେ ଶୁକ୍ରବାର ପୋଲିସ ଚଢାଉ କରି ନକଲି ପାନମସଲା କାରଖାନା ଠାବ କରିଛି। ସେଠାରୁ ୧୨ କୁଇଣ୍ଟାଲ ନିମ୍ନମାନର ଗୁଣ୍ଡି, ଜର୍ଦ୍ଦା ପ୍ରସ୍ତୁତି ସାମଗ୍ରୀ,...

ଗହୀରମଥାରେ ଅଲିଭ ରିଡ୍‌ଲେଙ୍କ ମିଳନ

ମହାକାଳପଡ଼ା, ୧୬।୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ବିରଳ ଅଲିଭ ରିଡ୍‌ଲେ କଇଁଛମାନଙ୍କ ମିଳନ ଆରମ୍ଭ ହୋଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ବିଶେଷକରି ଏହି ସମୟରେ ସୁରକ୍ଷିତ ଅଭୟାରଣ୍ୟର ମାଦଲି, ଅଗରନାସୀ, ଲଞ୍ଚ ଘୋଲା, ଷୋଳମୁହାଣ,...

ଦ୍ୱନ୍ଦ୍ୱରେ ଏସ୍‌ଆଇଟି ସମ୍ପର୍କିତ ଚିଠି

ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮ ନଭେମ୍ବରରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ। ଏପରି କି ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ...

ଗୋରୀ ପାଇଁ ପୁଣି ସାଥୀ ଖୋଜା

ରାଜନଗର,୧୬।୧(ଡି.ଏନ.ଏ.) : ଭିତରକନିକା ଜାତୀୟ ଉଦ୍ୟାନର ସୁନ୍ଦରୀ ଦେଶ ବିଦେଶ ପର୍ଯ୍ୟଟକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ଶଙ୍ଖୁଆ କୁମ୍ଭୀର ଗୋରୀକୁ ଏବେ ୪୬ ବର୍ଷ ଚାଲିଲା। ଗୋରୀ ପାଇଁ ବିଦେଶୀ ଓ ଦେଶୀୟ ସାଥୀଙ୍କୁ ଅଣାଯାଇ ମିଳନର ସୁଯୋଗ ଦିଆଯାଇଥିଲା। ମାତ୍ର...

ଥାନାରେ ବାଘଛୁଆ

କୋକସରା, ୧୬।୧ (ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଘାଟି ରାସ୍ତାରେ ଗତ କିଛିଦିନ ତଳେ ଏକ କଲରାପତରିଆ ବାଘ ଦେଖିବାକୁ ମିଳିଥିବା ବେଳେ ଗୁରୁବାର ରାତି ପ୍ରାୟ ୧୦ଟାରେ ଆମପାଣି ଥାନା ପରିସରରେ ୨ ବାଘ ଛୁଆ ବୁଲୁଥିବା ଜଣାପଡ଼ିଛି।...

ଖେଳଣା ଗିଳି ଶିଶୁପୁତ୍ର ମୃତ

କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍‌ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଗଁାର ମନୁ ନାଇକଙ୍କ ପୁଅ...

ପିକ୍‌ନିକ୍‌ ସ୍ପଟ୍‌: ଦୁର୍ଗାପାଡ଼ୁ ଜଳପ୍ରପାତ

ପ୍ରକୃତିର କୋଳରେ ରହିଛି ରାୟଗଡ଼ା ଜିଲା। ନିଆରା କଳା, ସଂସ୍କୃତି, ଆଦିବାସୀ ପରମ୍ପରା ସହ ଏଠାରେ ରହିଛି ଅନେକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ୍‌ ସ୍ପଟ୍‌। ଏହା ମଧ୍ୟରେ ଅନ୍ୟତମ ଦୁର୍ଗାପାଡ଼ୁ ଜଳପ୍ରପାତ। ରାୟଗଡ଼ା ଜିଲା ସଦରଠାରୁ ମାତ୍ର ୩୭...

ଦଦରା ଗାଡ଼ିରେ କାମ ଚଳୁଛି

ଖଇରା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ଏକ ସମ୍ବେଦଦନଶୀଳ ଥାନା ହୋଇଥିବା ବେଳେ ବହୁବିଧ ସମସ୍ୟା ସାଧାରଣ ଲେକଙ୍କୁ ନ୍ୟାୟ ପ୍ରଦାନରେ ବାଧକ ସାଜିଛି। କର୍ମଚାରୀ ସାଙ୍ଗକୁ ଗାଡି ଅଭାବ ଓ ନୂତନ ଗୃହ ନିର୍ମାଣରେ ବିଳମ୍ବ କେବଳ...

ଟିକେଟ ଦେୟକୁ ବଳିଯାଉଛି ଟ୍ରେନ୍‌ ଧରିବା ଖର୍ଚ୍ଚ

ବଇଣ୍ଡା,୧୬ା୧: ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ରେଳଷ୍ଟେଶନ ସର୍ବଦା ବ୍ୟସ୍ତବହୁଳ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡା ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବାବେଳେ ଏହି ଷ୍ଟେଶନ ଉପରେ ୪୧ଟି ପଞ୍ଚାୟତର ଯାତ୍ରୀ ନିର୍ଭର କରନ୍ତି। କିନ୍ତୁ ଜିଲାର ଏହି ପ୍ରମୁଖ ଷ୍ଟେଶନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri