ଆମ ଜିଲା ଖବର

ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠି ହଡ଼ପ

ଯାଜପୁର ଅଫିସ,୧୫।୧: ନକଲି ବାର୍ଷିକ ଦେୟ ରସିଦ ଓ ବିବାହ ପ୍ରମାଣପତ୍ର ପ୍ରସ୍ତୁତ କରି ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠିରୁ ୫୪ ଲକ୍ଷ ୩୫ ହଜାର ଟଙ୍କା ହଡପ କରାଯାଇଥିବା ଯାଜପୁର ଜିଲାପାଳ, ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ଶ୍ରମ...

୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଆସନ୍ତା ୧୭ ତାରିଖରେ ଗଣନା କରାଯିବ ବୋଲି ରାଜନଗର ବନ...

୨୩ ଯାଏ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ

ରାଜନଗର, ୧୫।୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଓ ବାହାରେ ପ୍ରବାହିତ ନଦୀ ନାଳଗୁଡିକରେ ଥିବା ବଉଳା କୁମ୍ଭୀରମାନଙ୍କର ଗଣନା କରାଯିବ। ଜାନୁୟାରୀ ୧୫ରୁ ୨୩ ତାରିଖ ଯାଏ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। ବଉଳା କୁମ୍ଭୀରଙ୍କ...

ଏଥର ସପ୍ତାହେ ବଦଳରେ ମାସେ

ଯାଜପୁର ଅଫିସ,୧୫।୧: ଭାରତରେ ବାର୍ଷିକ ୧.୫୦ ଲକ୍ଷ ଲୋକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଏବଂ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ପ୍ରତିବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇ...

ପିକ୍‌ନିକ୍‌ ସ୍ପଟ୍‌: ପୁଞ୍ଜିସିଲ

ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ...

୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ

କଟକ ଅଫିସ, ୧୫।୧: ଜଗତ୍‌ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୨୫କିଲୋ ୫୦୦ ଗ୍ରାମ୍‌ ଓଜନର ରୁପା ଅଳଙ୍କାର, ୩୮୫ ଗ୍ରାମ୍‌...

ମାର୍କଫେଡ୍‌କୁ ଏଜି ଅଡିଟ୍‌ ଛାଟ

ଯାଜପୁର ଅଫିସ,୧୫।୧: ନୂତନ କୃଷି ଆଇନକୁ ନେଇ ସାରା ଭାରତ ବର୍ଷରେ ହଇଚଇ ସୃଷ୍ଟି ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ଯୋଜନା ପ୍ରଣୟନ କରିଥିଲେ ମଧ୍ୟ ତାହା ଚାଷୀମାନଙ୍କୁ ସନ୍ତୁଷ୍ଟ କରିପାରିନାହିଁ। ଏହି କ୍ରମରେ କୃଷି...

୮ ବର୍ଷ ହେଲା ଆସୁନି ବିଦ୍ୟୁତ୍‌

ବନ୍ତଳା,୧୫ା୧: ଜଙ୍ଗଲ ମଧ୍ୟରେ ଗାଁ। ଯୋଗାଯୋଗ ପାଇଁ ରାସ୍ତାଟିଏ ନାହିଁ। ତେଣୁ ମୌଳିକ ସୁବିଧା ପାଇବା ଏହି ଆଦିବାସୀ ମହ୍ଲାର ସମ୍ପ୍ରଦାୟଙ୍କ ପାଇଁ ସାତସପନ ହୋଇଛି। ତଥାପି ୨୦୦୯ରେ ରାଜୀବ ଗାନ୍ଧୀ ବିଦ୍ୟୁତୀକରଣ ଯୋଜନାରେ ୨୫ ପରିବାର ରହୁଥିବା ଅନୁଗୋଳ...

ସାହିତ୍ୟ ସଂସ୍କୃତିର ମକର ମିଳନ

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ) ସାହିତ୍ୟ ସଂସ୍କୃତି ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ପ୍ରଭାବତୀ ପବ୍ଲିିକ ସ୍କୁଲ ପରିସରରେ ସଭାପତି ଡ. ଛାୟାକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବ୍ୟାସକବି ଫକିର ମୋହନ ସେନାପତିଙ୍କ ଜୟନ୍ତୀ ଓ ମକର ମିଳନ ଅନୁଷ୍ଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ...

‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’

ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି...

କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା

ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର...

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri