ଆମ ଜିଲା ଖବର

ପୂର୍ବ ଉପକୂଳରେ ସମରାଭ୍ୟାସ ‘ସି ଭିଜିଲ୍‌’

ପାରାଦୀପ,୧୩ା୧(ସ୍ବ.ପ୍ର.): ପାରାଦୀପ ସମେତ ଓଡ଼ିଶାର ୪୮୦ କିଲୋମିଟର ପୂର୍ବଉପକୂଳ ଓ ଦେଶର ସାମୁଦ୍ରିକ ସୀମାରେ ମଙ୍ଗଳବାର ୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହାର ନାମ ‘ ସି ଭିଜିଲ୍‌ ୨୦୨୧’ ରଖାଯାଇଛି। ଏଥିରେ ନୌସେନା, ତଟରକ୍ଷୀ ବାହିନୀ,...

୩୫ ମେଟ୍ରିକ୍‌ ଟନ୍‌ ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା/ଝୁମ୍ପୁରା, ୧୩।୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ହେଉଥିବା ଖଣିଜ ଚୋରା କାରବାରକୁ ବନବିଭାଗ ଲଗାତାର ଗୋଡାଇ ଧରୁଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ଯୋଡା ଖଣିମଣ୍ଡଳସ୍ଥିତ ନୟାଗଡ ଜଙ୍ଗଲରୁ ଏକ ୧୨ଚକିଆ ଟ୍ରକ୍‌(ନଂ-ଓଡି ୧୫ ଏଲ୍‌...

ନୟାଗଡ଼ରେ ପୁଣି ଶିଶୁ ନିଖୋଜ

ଖଣ୍ଡପଡ଼ା,୧୩ା୧(ସ୍ବ.ପ୍ର): ନୟାଗଡ଼ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ କିଆଝର ପଞ୍ଚାୟତର କିଆଝରପାଟଣା ଗ୍ରାମର ଜଣେ ୬ ବର୍ଷର ଶିଶୁ ମଙ୍ଗଳବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏ ସଂକ୍ରାନ୍ତରେ ଖଣ୍ଡପଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି...

ତଦନ୍ତ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କଲେ କୋର୍ଟ

କଟକ/ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ୫ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି)ର ତଦନ୍ତରେ ମଙ୍ଗଳବାର ହାଇକୋର୍ଟ ସନ୍ତୋଷ ପ୍ରକାଶ କରିଛନ୍ତି। ପଦ୍ମାଳୟା ମହାପାତ୍ର କରିଥିବା ଆବେଦନର ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁଣାଣି କରି ମୁଖ୍ୟ ବିଚାରପତି...

‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’

ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ ଏମ୍‌ପି ସୁରେଶ ପୂଜାରୀ,...

‘ନିଯୁକ୍ତି, ସ୍ବାଭିମାନ ଓ ଅଧିକାର ଲଢେଇ ଜାରି ରହିବ’

ବଲାଙ୍ଗୀର ଅଫିସ, ୧୩ା୧ – ଜାତୀୟ ଯୁବ ଦିବସ ଅବସରରେ ବଲାଙ୍ଗୀରଠାରେ ଜିଲା କଂଗ୍ରେସର ଛାତ୍ର କମ୍ପନ ସମାବେଶ ଅନୁଷ୍ଠିତ ହୋଇଥିଲା। ଜିଲାର ଶତାଧିକ ଯୁବତୀ, ଯୁବକ କଲେଜ ଛକର ସରୋଜିନୀ ରେସିଡେନ୍ସିଠାରୁ ଏକ ବାଇକ ଶୋଭାଯାତ୍ରାରେ ସହର ପରିକ୍ରମା...

କମିବ କୋଭିଡ୍‌ କୋପ

ଅନୁଗୋଳ ଅଫିସ, ୧୩।୧ – ରାଜ୍ୟରେ ପହଞ୍ଚିସାରିଛି କରୋନା ଭାକ୍ସିନ। ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ। ଫଳରେ ବର୍ଷେ ହେଲା ମହାସଙ୍କଟ ସୃଷ୍ଟି କରିଥିବା ଏହି ମହାମାରୀର କୋପ ଏଣିକି ହ୍ରାସ ପାଇବ ବୋଲି ସାଧାରଣରେ ଅନୁମାନ...

ଜଣେ ଶିକ୍ଷକରେ ଚାଲିଛି ଦଶମ ଶ୍ରେଣୀ

ଧାମନଗର,୧୩ା୧- ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ଗତ ୮ ତାରିଖଠାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ହାଇସ୍କୁଲ ଖୋଲିଛି। ପିଲାମାନେ ୧୦୦ ଦିନ କ୍ଲାସ କରିବା ପରେ ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି ହୋଇଛି। ମାତ୍ର ସରକାରୀ ସ୍କୁଲମାନଙ୍କରେ...

ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼...

କୋଟିପତି ଉପନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ଗୁଣପୁର,୧୨।୧(ଡି.ଏନ୍‌.ଏ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀ ଗତ ୨୫ରେ ଗିରଫ ହୋଇଥିଲେ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ତାଙ୍କୁ ନିଲମ୍ବିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri