ଆମ ଜିଲା ଖବର

ଗ୍ୟାସ ଲିକ୍‌ ଘଟଣାରେ ଆର୍‌ଏସ୍‌ପିକୁ ଏନ୍‌ଜିଟିର ନୋଟିସ୍‌

ରାଉରକେଲା ଅଫିସ,୧୨ା୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)କୁ ନ୍ୟାସନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନୋଟିସ୍‌ ଜାରି କରିଛି। ଗ୍ୟାସ ନିର୍ଗତ ହେବା ଯୋଗୁ ପରିବେଶ ପ୍ରଦୂଷଣ ପ୍ରସଙ୍ଗରେ ଏନ୍‌ଜିଟି ନୋଟିସ୍‌ ଜାରିକରି ଆସନ୍ତା ଫେବୃୟାରୀ ୧୧ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ...

୨ ବାଇକ୍‌ ମୁହାଁ ମୁହିଁ: ଜିପିଓ ଗୁରୁତର

ଜୁନାଗଡ଼,୧୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗାଁ ନିକଟରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ଜିପିଓ) ଜ୍ଞାନ ରଞ୍ଜନ ଭୋଇ ଗୁରୁତର ଆହତ ହୋଇଛନ୍ତି।...

ଭାଇରାଲ ଭିଡିଓ: ଶିକ୍ଷକଙ୍କୁ ସିଆର୍‌ସିସିଙ୍କ ଆଶାଳୀନ ବ୍ୟବହାର

ବରଗଡ଼ ଅଫିସ୍‌,୧୨।୧।: ବରଗଡ଼ ଜିଲା ବିଜେପୁର ବ୍ଲକ ଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଜଣେ କେନ୍ଦ୍ର ସାଧନ ସଂଯୋଜକ(ସିଆର୍‌ସିସି) ସ୍ଥାନୀୟ ଶିକ୍ଷକଙ୍କ ପ୍ରତି ଆଶାଳୀନ ବ୍ୟବହାର ସୋସିଆଲ ମିଡ଼ିଆରେ ଭାଇରାଲ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ବ୍ଲକ...

ଏବେ ବି ଚୁଆପାଣି ଭରସା

ଚିତ୍ରକୋଣ୍ଡା,୧୨।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ଅଣ୍ଡିରାପାଲି ପଞ୍ଚାୟତ ଅନ୍ତର୍ଭୁକ୍ତ କୋଡ଼ିଗନ୍ଧି ଗାଁରେ ୧୨୦ଟି ଆସିବାସୀ ବସବାସ କରନ୍ତି। ଏହି ଗାଁର ବାସିନ୍ଦା ପାଣି ପିଇବା ପାଇଁ ନାଳ ପାଣି ଓ ଚୁଆ ପାଣି ଉପରେ ନିର୍ଭର...

ଭଷ୍ମା ପୋଲିସ ହାତରେ ଧରାପଡ଼ିଲେ ୨ ଗଞ୍ଜେଇ ଚୋରା ଚାଲାଣକାରୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଭଷ୍ମା ଥାନା ପୋଲିସ ୨ଜଣ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨କେଜି ଗଞ୍ଜେଇ ଏବଂ ଗୋଟିଏ ବାଇକକୁ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ଯଶପୁର ଜିଲା ଫରସାବାହାଲ ଥାନା ପଣ୍ଡରିପାନି...

୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍‌ ସୁପରଭାଇଜର ଗିରଫ

ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍‌ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର,...

ଦିନ ଦ୍ୱିପ୍ରହରେ ବ୍ୟବସୀୟୀଙ୍କ ଘରୁ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ବରଗଡ଼ ଅଫିସ୍‌,୧୨।୧: ବରଗଡ଼ ସହରରେ ସପ୍ତାହେ ହେଲା ଲୁଟ୍‌ପାଟ୍‌ ବଢ଼ି ଚାଲିଛି। ଏହା ବରଗଡ଼ ପୋଲିସ ପାଇଁ ଚ୍ୟାଲେଞ୍ଜ ହୋଇପଡ଼ିଛି। ମଙ୍ଗଳବାର ପୂର୍ବାହ୍ନରେ ୩ଜଣ ଦୁର୍ବୃତ୍ତ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ.୫ ସହରାପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ...

ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା

ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ...

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ...

ବାଇକ୍‌କୁ ଶୁଣ୍ଢରେ ଟେକି କଚାଡିଲା ହାତୀ

ପାଟଣା,୧୨।୧(ସ୍ବ.ପ୍ର.): କିଛିଦିନ ବ୍ୟବଧାନରେ ପୁଣି କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ବିଳମ୍ବିତ ରାତିରେ ତୋଣ୍ଡ ବିଟ୍‌ ଅନ୍ତର୍ଗତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଗୋଠ ଛଡା ଦନ୍ତାହାତୀ ପଶି ଗ୍ରାମର ମଦନ ସୁନ୍ଦର ମହାନ୍ତଙ୍କ...

ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରଶ୍ନ: ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ପିଲେ

ବଲାଙ୍ଗୀର,୧୨ା୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି।  ସେ ବଲାଙ୍ଗୀର ସହର ପିପି ଏକାଡେମୀ ଓ ପୃଥ୍ବୀରାଜ ହାଇସ୍କୁଲ ପରିଦର୍ଶନ କରି ଛାତ୍ର ଓ ଶିକ୍ଷକମାନଙ୍କ...

ମହିଳାଙ୍କ ଗଳାକାଟି ବିଭତ୍ସ ହତ୍ୟା

ଭଣ୍ଡାରିପୋଖରୀ,୧୨।୧(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୂଆ ପୋଖରୀ ଗ୍ରାମରେ ଜଣେ ବିବାହିତା ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାରାଣୀ ମହାନ୍ତି। ରାଧାରାଣୀଙ୍କ ସ୍ବାମୀ ନାରାୟଣ ମହାନ୍ତି ବାହାରେ ରହି କାମ କରୁଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri