ଆମ ଜିଲା ଖବର

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣକ ହେଲେ ରାଜ କୁମାର...

ବିପଦସଙ୍କୁଳ ପରିବହନ, ଦୁର୍ଘଟଣାକୁ ଆମନ୍ତ୍ରଣ

ରାଉରକେଲା ଅଫିସ୍‌,୧୨।୧: ବ୍ୟସ୍ତବହୁଳ ସ୍ମାର୍ଟସିଟି ରାଉରକେଲା। ଏଠାରେ ବିପଦସଙ୍କୁଳ ଭାବେ ପରିବହନ ଦେଖିବାକୁ ମିଳିଛି। ଯାହା ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ବୋଲି କୁହାଯାଉଛି। ଯାତାୟତ ସମୟରେ ଅସାବଧାନତା ହେଲେ ଜୀବନ ଯିବାର ଆଶଙ୍କା ରହିଛି। ଏହାର ପ୍ରମୁଖ କାରଣ ହେଉଛି...

୬ଶହ ଲୋକଙ୍କୁ ଗୋଟିଏ ନଳକୂପ

କୋରାପୁଟ,୧୨।୧(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାର ପକ୍ଷରୁ ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ମାତ୍ର ଏଥିରୁ ସୁଫଳ ଗ୍ରାମବାସୀ ଠିକ ଭାବେ ପାଇପାରୁନାହାନ୍ତି। ସେହିପରି ଅବସ୍ଥା ଦେଖିବାକୁ ମିଳିଛି କୋରାପୁଟ...

ସ୍କୁଲ, କଲେଜରେ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ : ମନ୍ତ୍ରୀ

ନୟାଗଡ଼ ଅଫିସ,୧୨।୧: ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୋମବାର ନୟାଗଡ଼ ଜିଲା ଗସ୍ତରେ ଆସି ଇଟାମାଟିର ବାମନ ଅବକାଶ ହାଇସ୍କୁଲ ଓ ନାରାୟଣୀ ନୋଡାଲ ଗାଲର୍ସ ସ୍କୁଲ, ରାଜପାଟଣା ନିକଟସ୍ଥ ଆଙ୍କୁଲାଇ ନୋଡାଲ ହାଇସ୍କୁଲ ଏବଂ ନୟାଗଡ଼ ଜୁନିୟର...

ଲାଞ୍ଚ ନ ଦେବାରୁ ବିଲ୍‌ ବନ୍ଦ ଅଭିଯୋଗ

କୋଣାର୍କ,୧୨।୧(ଡି.ଏନ.ଏ.): କୋଣାର୍କ ଏନ୍‌ଏସି ପକ୍ଷରୁ ରିଙ୍ଗ୍‌ରୋଡ୍‌ଠାରେ ୮୫ ଲକ୍ଷ ଟଙ୍କା ବ୍ୟୟରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। ୮ମାସ ତଳୁ କାର୍ଯ୍ୟ ସରିଥିଲେ ମଧ୍ୟ ଏଯାଏ ଏହା କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଏହା ପରିସର ଏବେ ଜଙ୍ଗଲିଆ...

ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ

ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍‌.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର...

ପଥ ଓଗାଳିଛି ଆର୍‌ଇଟି ସର୍ଭେ

ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍‌-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନୂତନ ରେଳଲାଇନର ଆବଶ୍ୟକତା ନାହିଁ ବୋଲି...

ଖଣ୍ଡାଧାର ଜଳପ୍ରପାତ

କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ କାଦକଳାଠାରେ ପ୍ରାକୃତିକ ସବୁଜିମା ପରିବେଶ ମଧ୍ୟରେ ରହିଛି ଖଣ୍ଡାଧାର ଜଳପ୍ରପାତ। ଏହି ପ୍ରକୃତିଦତ୍ତ ଜଳପ୍ରପାତ ଓ ଏଠାକାର ଥଣ୍ଡା ପରିବେଶ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଠାରେ ପ୍ରାୟ ୭ଶହ ଫୁଟ୍‌ ଉପରୁ ଲମ୍ଫ...

ଭୁବନେଶ୍ୱରରେ ମାରି ଗଞ୍ଜାମରେ ଫିଙ୍ଗିଥିଲେ

ଜଗନ୍ନାଥପ୍ରସାଦ,୧୨।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଭୂଷଣ୍ଡପାଳ ଛକ ନିକଟ ଧାନବିଲରୁ ଗତ ଡିସେମ୍ବର ୨ରେ ଯୁବତୀଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ମୃତ ଯୁବତୀ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମାହାନା ଗ୍ରାମର ପୂଜା...

ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର

କଟକ ଅଫିସ୍‌,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି...

ରାଉରକେଲାରୁ ବିଜେଡି ନେତା ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି...

ଢେଙ୍କାନାଳରେ ୬,୩୫୫ ପକ୍ଷୀ

ଢେଙ୍କାନାଳ ଅଫିସ, ୧୨।୧ ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ଜିଲାର ବିଭିନ୍ନ ବନଖଣ୍ଡ, ସଂରକ୍ଷିତ ଜଙ୍ଗଲ, ଜଳାଶୟରେ ହୋଇଥିବା ଏହି ଗଣନାରୁ ୬,୩୫୫ ପକ୍ଷୀ ରହିଥିବା ଜଣାପଡ଼ିଛି। ତନ୍ମଧ୍ୟରେ କେତେକ ଅତିଥି ପକ୍ଷୀ ମଧ୍ୟ ଅଛନ୍ତି। ମୋଟ ୨୮ ପ୍ରଜାତିର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri