ଆମ ଜିଲା ଖବର

ଶୁଖିଲା ପଡିଛି ମହାନଦୀ

ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା ପଡୁଛି । କିନ୍ତୁ ଚଳିତବର୍ଷ ଜାନୁୟାରୀ ମାସ ଆରମ୍ଭରୁ ନଦୀରେ ପାଣି ଦେଖିବାକୁ...

୪୮ଦିନର କାମ ୪ ବର୍ଷରେ ସରୁନି

ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ ହୋଇ ପଡ଼ିରହିିଛି। ଗଦାପଦର ଗ୍ରାମର ବୃଦ୍ଧା କୁନ୍ଧନେ ମାଝି(୮୦)ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ...

୧୪ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୦।୧: କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର...

ବିଦ୍ୟାଳୟ, ମହାବିଦ୍ୟାଳୟ ପରିଦର୍ଶନ କଲେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ

ପାଟଣା,୧୦।୧(ସ୍ବ.ପ୍ର.): ଦୀର୍ଘ ୯ ମାସ ପରେ କୋଭିଡ୍‌ କଟକଣା ମଧ୍ୟରେ ଜାନୁୟାରୀ ୮ତାରିଖରୁ ରାଜ୍ୟରେ ଦଶମ ଓ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ମଧ୍ୟରେ ଶିକ୍ଷାଦାନ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା...

ପିକ୍‌ନିକ୍‌ ଯିବା ବାଟରେ ଗଛରେ ପିଟିହେଲା ବୋଲେରୋ: ଚାଳକଙ୍କ ଜୀବନ ଗଲା, ୬ ଗୁରୁତର

ସବଡେଗା,୧୦।୧(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ୨୪ ନଂ. ଜାତୀୟ ରାଜପଥ ସବଡେଗା ଫାୟାର ଷ୍ଟେଶନ ପାଖରେ ରବିବାର ପୂର୍ବାହ୍ନରେ ଏକ ବରଗଛରେ ବୋଲେରୋ ପିଟି ହେବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬...

ଭକ୍ତଙ୍କ ପାଇଁ ଖୁସି ଖବର: ୨୧ରୁ ହଟିବ କାଳିଆ ଦର୍ଶନ କଟକଣା

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦରକାର ପଡ଼ିବନି। ଆସନ୍ତା ୨୧ ତାରିଖରୁ ଏହି କଟକଣା ହଟିଯିବ। ଏନେଇ ରବିବାର ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର...

ରାତି ଅଧରେ ଗାଁରେ ପଶିଲେ ହାତୀପଲ: ଘର ଭାଙ୍ଗି କଲେ ଆକ୍ରମଣ

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କୁଳଡ଼ିହା ବନ ବିଭାଗ ଅଧୀନ ବାଉଁଶବଣିଆ ପଞ୍ଚାୟତର ଜୁଣିଆ ଗ୍ରାମରେ ଶନିବାର ରାତିରେ ହାତୀପଲ ପଶିଛନ୍ତି। ହାତୀପଲ ବ୍ୟାପକ ଧାନ ଫସଲ ନଷ୍ଟ କରିବା ସହ ଜଣଙ୍କ ଘର ଭାଙ୍ଗି ତାଙ୍କୁ...

ଡ୍ରମ ଭିତରେ ରଖାଯାଇ ଜଙ୍ଗଲରେ ପୋତାଯାଇଥିଲା ଲ୍ୟାଣ୍ଡମାଇନ୍‌

ଚିତ୍ରକୋଣ୍ଡା:୧୦।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଗୋରାସେତୁ ନିକଟରେ ଥିବା ହାଣ୍ଡିଖାଲ ଜଙ୍ଗଲରୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ୫ କିଲୋ ଅଫୁଟା ଲ୍ୟାଣ୍ଡମାଇନ ଜବତ କରିଛନ୍ତି। ଏହା ସହ ମାଓବାଦୀମାନେ ବ୍ୟବହାର କରୁଥିବା ପୋଷାକପତ୍ର, ପଲିଥିନ, ମଲ୍ଟିମିଟର୍‌, ମଧ୍ୟ ଯବାନଙ୍କ...

୩ ଶୁଷ୍କ ନଦୀରେ ମାଛଚାଷ ଯୋଜନା ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୧୦।୧: ସମୟ ଚକ୍ରରେ ସୁଗଭୀର ଅଳକା ନଦୀ ତା’ର ସ୍ଥିତି ହରାଇ ବସିଛି । ଏହି ନଦୀର ଅଧିକାଂଶ ଅଞ୍ଚଳ ଶୁଷ୍କ ହୋଇଯାଇଛି। ସେହିପରି ବାଲିଆ ଓ କାଠଯୋଡ଼ି ନଦୀର କିଛି ଅଂଶରେ ମଧ୍ୟ ଅନୁରୂପ ଅବସ୍ଥା...

ବୁଲେଟ୍‌ ପ୍ରୁଫ୍‌ ସଂଗ୍ରହାଳୟ ସୁରକ୍ଷା ଢିଲା

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲାର ବୌଦ୍ଧ ହୀରକ ତ୍ରିଭୁଜ ଭାବେ ପରିଗଣିତ ଲଳିତଗିରି, ରତ୍ନଗିରି ଓ ଉଦୟଗିରି ସାରାବିଶ୍ୱରେ ଓଡ଼ିଶାର ପରିଚୟ ସୃଷ୍ଟି କରିଛି। ଏହା ମଧ୍ୟରୁ ଲଳିତଗିରିରୁ ଆବିଷ୍କୃତ ବୁଦ୍ଧଙ୍କ ଅସ୍ଥି ଅନ୍ୟ କେଉଁଠି ଦେଖାଯାଏ ନାହିଁ। ଯେଉଁଥି ପାଇଁ...

ଅପରକୋଲାବ କେନାଲରେ ୩୦ ଫୁଟ ଘାଇ: ଶତାଧିକ ଏକର ଚାଷଜମିରେ ମାଡ଼ିଗଲା ପାଣି, ମାଟି

ଜୟପୁର, ୧୦।୧(ନି.ପ୍ର.): ଅପର କୋଲାବ ପ୍ରୋଜେକ୍ଟର ଧନପୁର ଶାଖା କେନାଲ ଶୁକ୍ରବାର ରାତିରେ ଭୁଶୁଡ଼ିପଡିଛି। ଫଳରେ ପାଖାପାଖି ୩୦ ଫୁଟ୍‌ ଓସାରରେ ଘାଇ ସୃଷ୍ଟି ହୋଇ ଚାଷଜମିରେ ପାଣି ପଶିଛି। ଶତାଧିକ ଏକର ଚାଷଜମିରେ ପାଣି ପଶି ମାଟି ମାଡ଼ିଯାଇଛି।...

୩ ବର୍ଷର ଶିଶୁପୁତ୍ରକୁ ଦେଉଥିଲେ ଅପ୍ରାକୃତିକ ଯୌନ ନିର୍ଯାତନା: ଅଭିଯୋଗ ପରେ ଜେଲ ଗଲେ ଅଭିଯୁକ୍ତ

ବଲାଙ୍ଗୀର ଅଫିସ, ୧୦।୧: ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେବା ଅଭିଯୋଗରେ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ରାଜ୍ୟର ଅବିନିଶ ନାୟକ(୧୯)। ଶନିବାର ପୀଡିତ ଶିଶୁପୁତ୍ର ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri