ଆମ ଜିଲା ଖବର

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି ସଫଳ ହୋଇଛନ୍ତି। ଯାହା ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗକୁ...

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ନାମକୁ ପ୍ରାଞ୍ଜଳ ଭାବେ କହି ପାରନ୍ତି ସେ। ଆଉ ନିଜ ବିଚକ୍ଷଣ...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ୬୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୦...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା...

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା…

ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ...

ଏମିତି ବି ଆସେ ମୃତ୍ୟୁ: ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି, ୨୫ା୧୨(ଅଶୋକ କୁମାର ମହାପାତ୍ର): ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ମାହାଙ୍ଗା ବ୍ଲକ ଅଢଙ୍ଗ ମହେଶ୍ୱର ଗ୍ରାମରେ । ସ୍ଥାନୀୟ ଲୋକ ଏହାକୁ ଅତୁଟ ବନ୍ଧନ...

ଫାଣ୍ଡି ଅଧିକାରୀ ନିଲମ୍ବିତ

ଜଳେଶ୍ୱର,୨୫ା୧୨(ନବୀନ ସାହୁ): ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣାରେ ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ରଶେଖର ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ସିଂଲା ଥାନା...

କଟ୍‌ନି ପାଇଁ ଚାଲିଛି ମୂଲଚାଲ

ସୋନପୁର,୨୫।୧୨(ମୃତ୍ୟୁଞ୍ଜୟ ଶତପଥୀ): ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ନିଷ୍ପତ୍ତି ଅନୁଯାୟୀ ଡିସେମ୍ବର ୧୦ତାରିଖରୁ ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହୋଇଛି। ବିନିକା ବ୍ଲକର ବିନିକା ଓ ସିଲାଟି ମଣ୍ଡିରୁ ନାମକୁ ମାତ୍ର ଧାନ କିଣାର ଶୁଭାରମ୍ଭ ହୋଇଥିଲା। ୧...

ଜବରଦଖଲରେ ୩୦ ହଜାର ଏକର ଜଙ୍ଗଲ ଜମି

ପଟ୍ଟାମୁଣ୍ଡାଇ,୨୫ା୧୨(କଳ୍ପତରୁ ନାୟକ): ୨୦୦୯ର ସରକାରୀ ତଥ୍ୟ ଅନୁଯାୟୀ ୨୦୧୫ରେ ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଜିଲାରେ ୧,୬୪୯ ବାଂଲାଦେଶୀ ଅନୁପ୍ରବେଶକାରୀ ମହାକାଳପଡ଼ା, ରାଜନଗର ଅଞ୍ଚଳରେ ରହୁଥିବା କହିଥିଲେ। ହେଲେ ୨୦୦୯ ମସିହାରେ ବାଂଲାଦେଶୀଙ୍କ...

ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୂମ୍‌ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri