ଆମ ଜିଲା ଖବର

ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ...

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ...

ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା

ବାଲେଶର ଅଫିସ ୭/୧- ବାଲେଶ୍ବର ଜିଲାର ୫୭ ତମ ରାଜ୍ୟ ରାଜପଥର ଜଳେଶ୍ୱର – ଚନ୍ଦନେଶର ମୁଖ୍ୟରାସ୍ତାର ବାରମାଇଲ ଛକଠାରେ ଗୁରୁବାର ସକାଳୁ ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ ଆରୋହୀ ଜଣକ ଗୁରୁତର ହେଇ...

ନକଲି ପନିର ପରେ ଚା’

କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ, ସସ୍‌, ସିମେଣ୍ଟ, ପନିର ପରେ ଏବେ ନକଲି ଚା’ପତି ବିକ୍ରି କରାଯାଉଥିବା ଜଣାପଡ଼ିଛି।...

ସୁଦୃଢ଼ କରିବାକୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ କରାଯିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ବ୍ଲକ ଅଞ୍ଚଳରେ...

ପ୍ରକୃତିର ବରଦାନ ‘ବାରବାଙ୍କ’

ଢେଙ୍କାନାଳ ଅଫିସ, ୭।୧: ସର୍ପିଳ ରାସ୍ତାଟିଏ। ପାହାଡ଼ର ଛାତି ଚିରି ମାଡ଼ି ଯାଇଛି ଆଗକୁ। ଦୁଇ ପାର୍ଶ୍ୱରେ ଘଞ୍ଚ ସବୁଜ ବନାନୀ। ପକ୍ଷୀଙ୍କ କାକଳି। ମେଘମାଳାର କଳେବର ଯାତ୍ରୀଙ୍କୁ ଘଡ଼ିଏ ଅଟକାଇ ଦେବାର ସାମର୍ଥ୍ୟ ରଖେ। ସମୁଦ୍ର ପତ୍ତନଠାରୁ ୨୨୩୯...

ଖୋଲିଲା ନୀଳଗିରି ଜଗନ୍ନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୬।୧: ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସର ବ୍ୟବଧାନ ପରେ ବୁଧବାର ବାଲେଶ୍ୱର ଜିଲା ନୀଳଗିରିର ତୃତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଏବଂ ଉତ୍ତର ଉଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠ...

ଆମପାଣି ଘାଟିରେ ବୁଲୁଛି କଳରାପତରିିଆ ବାଘ: ଜଙ୍ଗଲ ଭିତରକୁ ନ ଯିବାକୁ ବନ ବିଭାଗର ପରାମର୍ଶ

କୋକସରା,୬।୧: କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ସୋମବାର ରାତିରେ ଏକ କଳରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା। ସିଉନୀ ଗାଁର ଆଲୋକ ପାଣିଗ୍ରାହୀ ଓ ତାଙ୍କ ସାଙ୍ଗମାନେ ରାତିରେ ଜୟପୁରରୁ ଗାଁକୁ ଫେରୁଥିଲେ। ସେତିକିବେଳେ ବାଘଟି ଘାଟି...

ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା

ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ...

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ଯମୁନାସାଗର ଗ୍ରାମର ଉପେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କୁ ଆଶାକର୍ମୀ କରାଇ...

୬୩ ବର୍ଷରେ ଝାରସୁଗୁଡ଼ା-ପୁରୀ ପଦଯାତ୍ରା: ସୁସ୍ଥ ସମାଜ ଗଠନ ଉଦ୍ଦେଶ୍ୟ

ଲଖନପୁର,୬।୧(ଡି.ଏନ.ଏ.): ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ନେଇ ଆଗେଇ ଆସିଛନ୍ତି ୬୩ ବର୍ଷୀୟ ଅବସରପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ଅଭିରାମ ସତପଥୀ। ଅଭିରାମଙ୍କ ଘର ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମରେ। ଅବସର ପରେ ସେ ଅସୁସ୍ଥ ହୋଇପଡିଥିଲେ। ଏନେଇ ସେ...

ବ୍ରାଣ୍ଡ ଅସଲି ମାଲ୍‌ ନକଲି: ଅମୃତଭଣ୍ଡା ଗଛର ପତ୍ରରୁ ହେଉଥିଲା ଚା’

କଟକ ଅଫିସ,୬।୧: ଅସଲି ବ୍ରାଣ୍ଡ ଭିତରେ ରହିଛି ନକଲି ଚା’ ପତି। ଏଭଳି ଘଟଣା ଦେଖିବାକୁ ମିଳୁଛି କଟକ ସହରରେ। ଧୂପକାଠି, ଘିଅ, ପନିର, ପୂଜା ସାମଗ୍ରୀ ପରେ କଟକରୁ ପୁଣି ମିଳିଛି ଏଭଳି ନକଲି ଚା’ ପତି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri