ଆମ ଜିଲା ଖବର

ରାଜଧାନୀରେ ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍‌, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ ସେମାନେ ରାଜଧାନୀ ଭୁବନେଶ୍ୱରରେ ରାଜ୍‌ କଲେଣି। ଝାଡ଼ଖଣ୍ଡରୁ ଆସି ଭୁବନେଶ୍ୱରର ଗଳିକନ୍ଦି ବୁଲି...

ଖୋଲିଲା ଶାରଳା ମନ୍ଦିର

ତିର୍ତ୍ତୋଲ,୪।୧(ଡି.ଏନ.ଏ.): କୋଭିଡ କଟକଣା ପାଇଁ ବନ୍ଦ ରହିଥିବା ଜଗତସିଂହପୁର ଜିଲା ତିର୍ତ୍ତୋଲସ୍ଥିତ ପ୍ରସିଦ୍ଧ ଝଙ୍କଡ ଶାରଳା ମନ୍ଦିର ଦୀର୍ଘ ମାସ ପରେ ରବିବାର ଖୋଲିଛି। ସରକାରୀ ନିର୍ଦ୍ଦେଶ ପରେ, ସକାଳ ୮ରୁ ମନ୍ଦିର ପରିସରକୁ ଭକ୍ତମାନେ ପ୍ରବେଶ କରିଥିଲେ। ମନ୍ଦିର...

ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ

ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍‌ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ ସ୍କିମର ବା ପାଣିଚିରି ବୋଲି ବନାଞ୍ଚଳ ଅଧିକାରୀ ମାଗୁଣି ଚରଣ ବେହେରା କହିଛନ୍ତି।...

ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି

ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ଯେପରି ଭାଜପା...

ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର

ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡ଼ିିଛି। ସରକାର କମ୍‌ ମୂଲ୍ୟରେ ଏସବୁକୁ ଇଡ୍‌କୋ ହାତକୁ ଟେକି...

ସଂଗ୍ରାମ ପୁଣି ଜଗତ୍‌ସିଂହପୁର ଜିଲାପାଳ

ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍‌ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ...

ସଂଖ୍ୟା ବଢ଼ିଲେ ସମ୍ଭବ

ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍‌ଲାଇନ୍‌ରେ କୁହାଯାଇଛି। ପ୍ରେକ୍ଷାଳୟ ହେଲେ ସିଟ୍‌ର ୫୦ ପ୍ରତିଶତ ଓ ଯାତ୍ରା ପାଇଁ...

୧୦ଦିନ ହେଲା ଜଳଯୋଗାଣରେ ବ୍ୟାଘାତ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଲାଠୋର,୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଥିବା ଓଭରହେଡ ଟ୍ୟାଙ୍କ ଚାବି ଖରାପ ହୋଇଯାଇଛି। ଏନେଇ ଗତ ୧୦ଦିନ ହେବ ଜଳଯୋଗାଣରେ ବ୍ୟାଘାତ ସୃଷ୍ଟି ହୋଇଛି। ମରାମତି ପାଇଁ ଲୋକେ ଦାବି କରିଥିଲେ...

ଖୋଲା ଆକାଶ ତଳେ ଅସହାୟ ପରିବାର: ମିଳୁନି ସରକାରୀ ସୁବିଧା

ତରବୋଡ଼,୩।୧(ଡି.ଏନ.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ କୋକପଦର ଗ୍ରାମ ଜଙ୍ଗଲ ନିକଟରେ ରୁହନ୍ତି କାହ୍ନୁ ମାଝୀ(୫୦)। ସ୍ତ୍ରୀ ବାସନ୍ତି ମାଝୀ(୪୫) ଓ ପୁଅ ଗୋସିଙ୍ଗ ମାଝୀ(୧୧)ଙ୍କୁ ନେଇ ତାଙ୍କ ପରିବାର। ସେମାନେ ଗରିବ ଶ୍ରେଣୀର। କାହ୍ନୁଙ୍କ ସ୍ତ୍ରୀ...

ସେଲ୍‌ଫି ହେଲା କାଳ, ଇବ୍‌ ନଦୀରେ ଖସିପଡ଼ିଲେ ଯୁବତୀ

ବାଲିଶଙ୍କରା,୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ ନଦୀର ଘୋଘର ଘାଟରେ ପିକ୍‌ନିକ୍‌ କରିବାକୁ ଆସିଥିବା ଜଣେ ଯୁବତୀ ସେଲଫି ନେବାବେଳେ ପାଣିରେ ଖସି ପଡ଼ି ନିଖୋଜ ଅଛନ୍ତି। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁରର ଅନୁପମା ପ୍ରଜାପତି(୨୪)। ଖବର...

ଦୁଇ ଭାଜପା ନେତାଙ୍କୁ ହତ୍ୟା ଘଟଣା: ସମୀକ୍ଷା କଲେ ଡିଆଇଜି

ନିଶ୍ଚିନ୍ତକୋଇଲି,୩।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ କୁରୁଜଙ୍ଗା ଗ୍ରାମର ଦୁଇ ଭାଜପା ନେତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ସେ ହେଲେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ କୁଳମଣି ବରାଳ ଓ...

ଦୀର୍ଘ ୯ ମାସ ପରେ ଖୋଲିଲା ମା’ ତାରାତାରିଣୀ ମନ୍ଦିର

ପୁରୁଷୋତ୍ତମପୁର,୩।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ତଥା ଓଡ଼ିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିର ମହାମାରୀ କରୋନା ଭୂତାଣୁ ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିଥିଲା। ଯାହାକି ଜିଲା ପ୍ରଶାସନର କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ରବିବାର ଅତିରିକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri