ଆମ ଜିଲା ଖବର

ଆନ୍ଧ୍ରରେ ଓଡ଼ିଆ ପିଲାଙ୍କୁ ମିଳିନି ସାହିତ୍ୟ ବହି

ପାରଳାଖେମୁଣ୍ଡି,୩ା୧(ଡି.ଏନ୍‌.ଏ.): ଗଜପତି ଜିଲାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲାର ଚାପାରା ଜିଲା ପରିଷଦ ଉଚ୍ଚ ବିଦ୍ୟାଳୟ। ସ୍ବାଧୀନତା ପରେ ସୀମା ନିର୍ଦ୍ଧାରଣ ବେଳେ ଆନ୍ଧ୍ରପ୍ରଦେଶରେ ରହିଯାଇଥିବା ବହୁ ଓଡିଆ ଛାତ୍ରୀଛାତ୍ର ଏଠାରେ ଅଧ୍ୟୟନ କରନ୍ତି। ତେବେ ଆନ୍ଧ୍ର ସରକାର...

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର: ୪ରେ ଶପଥ ଗ୍ରହଣ ଉତ୍ସବ

କଟକ ଅଫିସ,୩ା୧: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଆସନ୍ତା ୪ ତାରିଖ ପୂର୍ବାହ୍ନ ୧୦ଟାରେ ଶପଥ ନେବେ। ହାଇକୋର୍ଟର ପୁରୁଣା କୋଠାରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ଗୃହ ବିଭାଗ ପକ୍ଷରୁ...

ପର୍ଯ୍ୟଟନସ୍ଥଳୀ: ଆପ୍‌ଖୋଲ

ବରଗଡ଼ ଜିଲାର ଡେବ୍ରିଗଡ଼ ଅଭୟାରଣ୍ୟ। ଏଠାରେ ରହିଥିବା ଖୋଲ (ପାହାଡ଼ ମଝିରେ ଫାଙ୍କ) ରେ ସର୍ବଦା ପାଣି ଜମି ରୁହେ। ଲୋକେ ତାକୁ କୁହନ୍ତି ଆପ୍‌ଖୋଲ। ସେଠାରେ ୩ଟି ବଡ଼ ଝରଣା ରହିଛି। ଏହା ଉପରକୁ ରହିଛି ଆଉ ଏକ...

୧୨ରେ ରଥକାଠ ପାଇଁ ଗଛକଟା ଅନୁକୂଳ

ଦଶପଲ୍ଲା,୩ା୧(ଡି.ଏନ୍‌.ଏ.): ପୁରୀରେ ଶ୍ରୀଜୀଉମାନଙ୍କ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ନୟାଗଡ ଜିଲା ଦଶପଲ୍ଲା ବନାଞ୍ଚଳରୁ ଯୋଗାଇ ଦିଆଯିବାର ବିଧି ରହିଛି। ସେଥିପାଇଁ ଶ୍ରୀମନ୍ଦିର ପଞ୍ଜିକାରଙ୍କ ଗଣନା ଆଧାରରେ ଦିନ, ବାର, ସମୟ ସ୍ଥିର ହେବା ପରେ ପ୍ରସ୍ତୁତି ଆରମ୍ଭ...

ଅପେକ୍ଷାର ହେବ ଅନ୍ତ

ଅନୁଗୋଳ ଅଫିସ, ୩।୧: ଦୀର୍ଘ ୯ ମାସ ଅପେକ୍ଷାର ହେବ ଅନ୍ତ। ୩ ତାରିଖ ରବିବାରରୁ ଅନୁଗୋଳ ଜିଲାରେ ଖୋଲିବ ଧର୍ମାନୁଷ୍ଠାନ। ଏଥିପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯିବା ପରେ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଭରିଯାଇଛି। କିଏ ପ୍ରଥମେ କେଉଁ ମନ୍ଦିରକୁ...

ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: କଂଗ୍ରେସ ପାଳିଲା ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ

ଦେବଗଡ଼,୩।୧(ଡି.ଏନ.ଏ) ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ ଭାବେ ପାଳନ କରାଯାଇଛି। ଏଥି ନିମନ୍ତେ ଏକ ଶୋଭାଯତ୍ରା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ ସଭାପତି ଉମାଶଙ୍କର...

ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଘାଟିତ

ଦେବଗଡ,୩।୧(ଡି.ଏନ.ଏ) ଦେବଗଡ ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଶନିବାର ସ୍ଥାନୀୟ ଶନିମନ୍ଦିର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଜାନୁୟାରୀ ୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ପ୍ରଦର୍ଶନୀକୁ ଜିଲାପାଳ ସୁଧାଂଶୁ ମୋହନ ସାମଲ ଉଦ୍‌ଘାଟନ କରିଥିଲେ। କୋଭିଡ କଟକଣା...

ରୋଗୀଙ୍କୁ ମିଳୁନି ସ୍ବାସ୍ଥ୍ୟ ସେବା

ଯୋଡା, ୩।୧(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ କମାରଯୋଡ଼ାରେ ରହିଛି ସରକାରୀ ଡାକ୍ତରଖାନା। ଏଠାରେ ଡାକ୍ତର, କର୍ମଚାରୀ ଅଭାବ ଯୋଗୁ ସ୍ଥାନୀୟ ଲୋକେ ଉତ୍ତମ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଅପରପକ୍ଷରେ ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେସନ(ଡିଏମ୍‌ଏଫ୍‌)ରେ ହଜାର ହଜାର କୋଟି ଟଙ୍କା...

କୋଭିଡ ଟୀକାକରଣ ନିମନ୍ତେ ପୂର୍ବାଭ୍ୟାସ

ଦେବଗଡ଼,୩ା୧(ଡି.ଏନ.ଏ) ଦେବଗଡ ଜିଲାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର କୋଭିଡ ଟୀକାକରଣର ପୂର୍ବାଭ୍ୟାସ କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରୋଗ୍ରାମ ମ୍ୟାନେଜର ଉମେଶ ଷଡଙ୍ଗୀଙ୍କ ତତ୍ୱାବଧାନରେ...

ମହିମାଧର୍ମର ଉପାସନା କ୍ଷେତ୍ର ‘ମେରୁମଠ’: ମାନ୍ୟତା ମିଳିଛି, ବିକାଶ ନାହିଁ

ବାରିପଦା ଅଫିସ, ୩ା୧: କଳା ଓ ସଂସ୍କୃତି କ୍ଷେତ୍ରରେ ମୟୂରଭଞ୍ଜ ଜିଲା ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏଠାରେ ରାଜରାଜୁଡା କାଳରୁ ଗଢି ଉଠିଥିବା ରାଜପ୍ରାସାଦ, ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ, ଗମନାଗମନ, ଶିଳ୍ପାନୁଷ୍ଠାନ ଓ ଡାକ୍ତରଖାନା ଭଳି...

ବ୍ରହ୍ମପୁର ବନଖଣ୍ଡ: ପକ୍ଷୀଗଣନାରେ ସାମିଲ ହେବେ ୩୮ ଦଳ

ବ୍ରହ୍ମପୁର ଅଫିସ,୨।୧- ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ରବିବାର ବାର୍ଷିକ ପକ୍ଷୀ ଗଣନା ହେବ। ଏନେଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହେବା ସହ ଅଧିକାରୀ ଓ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି। ବନଖଣ୍ଡ ଅଧୀନ ଦିଗପହଣ୍ଡି, ଖଲ୍ଲିକୋଟ, ବ୍ରହ୍ମପୁର ଓ...

ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏ ସମ୍ପର୍କରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri