ଆମ ଜିଲା ଖବର

ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏ ସମ୍ପର୍କରେ...

କୋଭିଡ ଟୀକାକରଣ ପାଇଁ ପୂର୍ବାଭାସ: ଡ୍ରାଏ ରନ୍‌ରେ ଯୋଗଦେଲେ ୨୫ ଜଣ

ବଲାଙ୍ଗୀର ଅଫିସ,୨।୧: ଜାନୁୟାରୀ ପହିଲାରୁ କରୋନା ଟୀକାକରଣକୁ ନେଇ ସର୍ବସାଧାରଣରେ ଅନେକ ଆଶା ଓ ଉତ୍ସୁକତା ଦେଖାଦେଇଛି ା ଶନିବାର ବଲାଙ୍ଗୀର କନ୍ଧପାଲିପଡା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ କୋଭିଡ-୧୯ ଟୀକାକାରଣ ପାଇଁ ଡ୍ରାଏ-ରନ୍‌ ବା ପୂର୍ବାଭାସ କାର୍ଯ୍ୟକ୍ରମ ସମାପ୍ତ...

ଭୁଞ୍ଜିଆ ସମ୍ପ୍ରଦାୟର ଭିନ୍ନ ପରମ୍ପରା: ଲାଲ୍‌ ବଙ୍ଗଳା ଛୁଇଁବା ମନା

ତରବୋଡ଼/ନୂଆପଡା ଅଫିସ୍‌,୨।୧(ଡି.ଏନ.ଏ.): ଲାଲ୍‌ ବଙ୍ଗଳାକୁ ଛୁଇଁଲେ ଅପବିତ୍ର ହୋଇଥାଏ। ତେଣୁ ଏହାକୁ ଜାଳି ଦିଆଯାଏ। ଗୃହକର୍ତ୍ତା ପରମ୍ପରା ଅନୁସାରେ ଜାତି, ବନ୍ଧୁଙ୍କୁ ଡାକି ଜାତି ହୁଅନ୍ତି ଓ ଭୋଜିଭାତ ଦିଅନ୍ତି। ଏଭଳି ଏକ ଭିନ୍ନ ପରମ୍ପରା ଚଳିଆସୁଛି ଆଦିବାସୀ ଭୁଞ୍ଜିଆ...

ଭଦ୍ରକରୁ ବରଗଡ଼କୁ ଧାନ ଚାଲାଣ : ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ

ବରଗଡ଼ ଅଫିସ୍‌/ଅତାବିରା,୨।୧: ଗତ କିଛିଦିନ ତଳେ ଭଦ୍ରକରୁ ଆସୁଥିବା ଏକ ଧାନ ବୋଝେଇ ଟ୍ରକ୍‌ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଧରାପଡ଼ିଥିଲା। ଅନୁରୂପ ଭାବେ ଗୁରୁବାର ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ରେଙ୍ଗାଲି କ୍ୟାମ୍ପରେ ଭଦ୍ରକରୁ ଆସିଥିବା...

ଧାନକିଣା ବାଟବଣା: ୧୫ଦିନ ହେଲା ମଣ୍ଡିରୁ ଉଠୁନି ଧାନ

ଜୁନାଗଡ,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଧାନକିଣା ବାଟବଣା ହୋଇଛି। ବ୍ଲକର ଅନେକ ମଣ୍ଡିରେ ଟାର୍ଗେଟ ସରିଯାଇଥିବା ଆଳ ଦେଖାଇ ଧାନ ଉଠାଣ କରାଯାଉନାହିଁ। ଫଳରେ ଚାଷୀ ଧାନ ବିକ୍ରି ଆଶାରେ ଟୋକନ ପାଇ ହାଡଭଙ୍ଗା ଶୀତକାକରରେ ମଣ୍ଡିରେ ପଡିରହିଛନ୍ତି।...

 ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମାଟି ଆଣୁଥିବା...

ସିସିଟିଭିରେ ବିନା ହେଲମେଟ ଧରପଗଡ଼, ଦେଢ଼ ଲକ୍ଷ ଟଙ୍କାର ଫାଇନ ଗଣିଲେ ଖିଲାପକାରୀ

କେନ୍ଦୁଝର,୨।୧(ସ୍ବ.ପ୍ର.) : ନୂଆବର୍ଷ ଠାରୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦୁଝର ଜିଲାରେ ଆରମ୍ଭ ହୋଇଛି ମୋଟରଯାନ ନିୟମ। ବିଶେଷ କରି ହେଲମେଟ ଓ ବେପରୁଆ ଗାଡ଼ିଚାଳନା ଉପରେ ଧରପଗଡ଼। ପ୍ରଥମଥର ପାଇଁ ସିସିଟିଭି ଦ୍ୱାରା ଚାଲିଛି ଏହି ଧରପଗଡ଼।...

କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ ବର୍ଜ୍ୟବସ୍ତୁ ପରିଚାଳନା ଯୋଜନାରେ ଦୁଇଟି ବ୍ୟାଟେରୀ ଚାଳିତ ନୂତନ ଅଟୋର ଶୁଭାରମ୍ଭ କରାଯାଇଛି।...

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ, ଗଣ୍ଡଗୋଳ ଛଡ଼ାଇବାକୁ ଯାଇ ମହିଳା ଗୁରୁତର

ପାଟଣା,୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ରାଜାଭାଡ଼ି ସାପ୍ତାହିକ ହାଟରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ସଂଘ ବଦ୍ଧ ଭାବେ ଠେଙ୍ଗାରେ ପିଟି ଦୁର୍ବୃତ୍ତମାନେ ଲହୁଲୁହାଣ କରି ପକାଇଥିଲେ। ଶନିବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲା...

ହାଇଡ୍ରୋଲିକରେ ଚାପି ହୋଇ ଡ୍ରାଇଭରଙ୍କ ଜୀବନ ଗଲା, ଉତ୍ତେଜନା

କୋକସରା,୨ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡ଼ା-ଟେମେରାରାଣାପଡା ରାସ୍ତା କାମରେ ନିୟୋଜିତି ଥିବା ବେଳେ ଶନିବାର ଏକ ଟ୍ରାକ୍ଟର ହାଇଡ୍ରୋଲିକ୍‌ ତଳେ ଚାପି ହୋଇ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିସମ୍ବର ପୁଞ୍ଜି(୨୪)। ମିଳିଥିବା ସୂଚନା...

ପ୍ରେମ ବ୍ୟାପାର: ଦେହରେ ନିଆଁ ଲଗାଇ ଥାନାରେ ପଶିଗଲେ ଯୁବକ

ପାଲଲହଡ଼ା, ୨।୧(ଡି.ଏନ୍‌.ଏ.): ପ୍ରେମ ବ୍ୟାପାରକୁ ନେଇ ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ପଲଲହଡ଼ା ଥାନା ଅଞ୍ଚଳରେ। ଏମିତି କାଣ୍ଡ ଘଟାଇଥିବା ଯୁବକ ହେଉଛନ୍ତି ସ୍ଥାନୀୟ...

ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ

ଅନୁଗୋଳ ଅଫିସ, ୨।୧: ଭାରତ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତାରେ ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି ତାଲିକାରେ ଉତ୍ତରପ୍ରଦେଶର ମଲିହାବାଦ ପ୍ରଥମ ସ୍ଥାନରେ ରହିଛି। ଏ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri