ଆମ ଜିଲା ଖବର

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ: ଅବସର ନେଲେ ୭ ଦିନର ଅଧ୍ୟକ୍ଷା

ଖୋର୍ଦ୍ଧା ଅଫିସ,୨ା୧: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ୭ଦିନ ଲାଗି ଅଧ୍ୟକ୍ଷା ଭାବେ ଯୋଗଦେଇଥିବା ଡ.ବିଶ୍ୱମୋହିନୀ ମଙ୍ଗରାଜ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ ଶିକ୍ଷା ବିଭାଗ ମଙ୍ଗରାଜଙ୍କୁ ସପ୍ତାହ ବ୍ୟାପୀ କଲେଜ ଅଧ୍ୟକ୍ଷା ଭାବେ ନିଯୁକ୍ତି...

ଭିତ୍ତିପ୍ରସ୍ତରରେ ଅଟକିଛି ସାଲ୍‌କି ସେତୁ

ଫୁଲବାଣୀ ଅଫିସ, ୨।୧ – ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ନୂଆଁରିପଦରଠାରେ ସାଲୁଙ୍କି ନଦୀରେ ଏକ ପୋଲ ନିର୍ମାଣ ପାଇଁ ଲୋକେ ବହୁଦିନ ଧରି ଦାବି କରିଆସୁଥିଲେ। ଲୋକଙ୍କ ସମସ୍ୟାକୁ ବୁଝି ସରକାର ପୋଲ ନିର୍ମାଣ ପାଇଁ ସ୍ବୀକୃତି ଦେବାସହ...

ଜଟଣୀ ତହସିଲରେ ଚାଲିଛି ଦଲାଲଙ୍କ ରାଜ୍‌: ହାତଗୁଞ୍ଜା ନ ଦେଲେ ଘୁଞ୍ଚୁନି ଫାଇଲ

ଖୋର୍ଦ୍ଧା ଅଫିସ,୨।୧: ସରକାରୀ କାର୍ଯ୍ୟାଳୟରେ ପିସି କାରବାର ରୋକିବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ତେବେ ସରକାରୀ କାର୍ଯ୍ୟାଳୟରେ ହାତ ଗୁଞ୍ଜା ନ ଦେଲେ ଫାଇଲ ଗୋଟିଏ ଟେବୁଲରୁ ଅନ୍ୟ ଏକ ଟେବୁଲକୁ ଘୁଞ୍ଚୁନି। ବିଶେଷତଃ ତହସିଲ ଏବଂ ସବ ରେଜିଷ୍ଟ୍ରାର...

ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍‌ ଅଚଳ, ମନ୍ଦିର ପାହାଚ ଫାଟି ଆଁ

ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ...

ଷ୍ଟେଶନ ନିକଟରୁ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ

ବାରିପଦା ଅଫିସ, ୨।୧: ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେଶନ ବଜାର ରେଳଷ୍ଟେଶନ ନିକଟରୁ ଶନିବାର ସକାଳେ ଜଣେ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ପଢୁଆ ପଞ୍ଚାୟତର ଭଗବାନ ମହାନ୍ତି। ଭଗବାନ...

ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ...

ଅବହେଳିତ ପର୍ଯ୍ୟଟନସ୍ଥଳୀ ସିଦିଙ୍ଗି ଘାଇ

ଖଜୁରିପଡ଼ା/ବଳସକୁମ୍ପା, ୨।୧(ଡି.ଏନ.ଏ.): ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଶୀତଦିନର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ମାତ୍ର କନ୍ଧମାଳର ଶୀତ ନିଆରା। ଜିଲାର ବିଭିନ୍ନ ସ୍ଥାନରେ ଶୀତଦିନେ ତୁଷାରପାତ ହେଉଥିବାରୁ ଏଠାକୁ ପ୍ରତିବର୍ଷ ଡିସେମ୍ବର ଓ ଜାନୁୟାରୀରେ ପର୍ଯ୍ୟଟକଙ୍କ ସୁଅ ଛୁଟେ।...

ଖର୍ଚ୍ଚ ଉଠାଇ ପାରୁନାହାନ୍ତି କୋବିଚାଷୀ

ରସୁଲପୁର,୨।୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ କୋବିର ଅଭାବୀ ବିକ୍ରି ଦେଖାଦେଇଛି। ଗୋଟିଏ କୋବି ଉତ୍ପାଦନରେ ପାଖାପାଖି ୭ଟଙ୍କା ଖର୍ଚ୍ଚ ହେଉଥିବାବେଳେ ତାହା ବର୍ତ୍ତମାନ ୬ ଟଙ୍କାରେ ବିକ୍ରି ହେଉଛି। କୋଲକାତା, ବେଙ୍ଗାଲୁରୁରୁ ଆସୁଥିବା କୋବି କମ୍‌ ଦରରେ ବିକ୍ରି ହେଉଥିବାରୁ ସ୍ଥାନୀୟ...

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ

ବାଲେଶ୍ୱର ଅଫିସ,୨।୧- ବାଲେଶ୍ବର ବଳରାମ ଗଡ଼ି ସ୍ଥିତ ଗଙ୍ଗାମାତା ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି। ଦାନବାକ୍ସରେ ପାଖାପାଖି ୨ ଲକ୍ଷ ଟଙ୍କା ଥିବା ସୂଚନା ମିଳିଛି। ଏନେଇ ଶନିବାର ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି।...

ସୋଲାର ସିଷ୍ଟମ ନଳକୂପ ଅଚଳ

ଝୁମ୍ପୁରା, ୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ପାହାଡ଼ିଆ ଅଞ୍ଚଳରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଗଭୀର ନଳକୂପ କରି ସୋଲାର ସିଷ୍ଟମ ଜରିଆରେ ପାଣି ଉଠାଯାଇ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। କିନ୍ତୁ ସୋଲାର ସିଷ୍ଟମ...

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲିଆପାଳ ଥାନା ଅନ୍ତର୍ଗତ ଇଡ୍‌କୋ ଛକ ନିକଟରେ ଶନିବାର ସକାଳେ ହୋଇଥିବା ଏହି...

ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିକାଶ ମଞ୍ଚ ପକ୍ଷରୁ ସକାଳେ ସହରରେ ଥିବା ଉତ୍କଳମଣି ଗୋପବନ୍ଧୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri