ଆମ ଜିଲା ଖବର

ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ: ବାଟଗାଁ ଚାମ୍ପିୟନ

ନାକଟିଦେଉଳ,୩୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବଳମ ଗ୍ରାମ ୟୁଥ୍‌ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ନାକଟିଦେଉଳ ଏକାଦଶକୁ ହରାଇ ବାଟଗାଁ ଦଳ ଚାମ୍ପିୟନ ହୋଇଥିଲା। ବାଟଗାଁ...

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା...

ଘରେ ରହି ନୂଆବର୍ଷ ସ୍ବାଗତ କରିବାକୁ ପରାମର୍ଶ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.)-ଘରେ ନିଜ ପରିବାର ସହ ରହି ନୂଆବର୍ଷର ପ୍ରଥମ ଦିନକୁ ସ୍ବାଗତ କରିବାକୁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଜିଲାପାଳ କହିଛନ୍ତି, ନୂଆବର୍ଷ ପାଇଁ ବାହାରକୁ ଯଥା ପାର୍କ, ବେଳାଭୂମିକୁ...

ଗଞ୍ଜାମରେ ୭ ଘଣ୍ଟା ୧୪୪ ଧାରା

ଛତ୍ରପୁର,୩୧ା୧୨(ଡି.ଏନ.ଏ.)-ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଉଦ୍ଦୀପନା ଦେଖାଦେଇଥିଲେ ମଧ୍ୟ କରୋନା ସଂକ୍ରମଣ ଆଶଙ୍କା ଥିବାରୁ ରାଜ୍ୟ ସରକାର ଏଥିରେ କଟକଣା ଲଗାଇଛନ୍ତି। ଗୁରୁବାର ରାତି ୧୦ରୁ ଶୁକ୍ରବାର ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି...

କ୍ରିକେଟ ଟୁର୍ନାମେଣ୍ଟ: ସୋନପୁର ନିୟୁଷ୍ଟାର ଚାମ୍ପିୟନ

ମନମୁଣ୍ଡା,୩୧।୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଶଗଡ଼ା ପଞ୍ଚାୟତ ଶରଧାପାଲିରେ ଚାଳିଥିବା ମା’କନ୍ଧେନବୁଢ଼ୀ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ତେଲିବନ୍ଧ ଦଳକୁ ହରାଇ ସୋନପୁର ନିୟୁଷ୍ଟାର ଦଳ ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ ୩ଟି ଫର୍ମାଟରେ ହୋଇଥିଲା। ପ୍ରଥମ ମ୍ୟାଚରେ...

କପିଳାସ ଚିଡିଆଖାନାକୁ ଗଲା ଉଦ୍ଧାର ହାତୀ ଛୁଆ

ବ୍ରହ୍ମପୁର ଅଫିସ,୩୧ା୧୨-ଗଞ୍ଜାମ ଜିଲା ଚିକିଟି ବ୍ଲକ ବାହୁଦା ନଦୀ ତଟ ଚିଙ୍ଗୁଡ଼ି ଘେର ଜାଲରେ ଫସିଯାଇଥିବା ହାତୀ ଛୁଆକୁ ମଙ୍ଗଳବାର ସ୍ଥାନୀୟ ଲୋକେ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଥିଲେ। ଉଦ୍ଧାର ହାତୀ ଛୁଆକୁ ଗୁରୁବାର କପିଳାସ ଚିଡିଆଖାନାକୁ...

ଆଧୁନିକ ପ୍ରଣାଳୀରେ କଲରା ଚାଷ: ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣା ସାଜିଛନ୍ତି ରଶ୍ମି

ପୁରୁଣାକଟକ,୩୧ା୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ଼ ପଞ୍ଚାୟତ କୋଇଲିସୁତା ଗ୍ରାମର ଯୁବ ଚାଷୀ ରଶ୍ମି ରଞ୍ଜନ ବାଘ(୩୫)। ବର୍ତ୍ତମାନ ସେ ଚାକିରି ଛାଡି ଚାଷ କାର୍ଯ୍ୟ କରି ଆର୍ଥତ୍କ ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି।...

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ପିଇଓଙ୍କ ଶାନ୍ତିପଡ଼ା ଘର ଏବଂ ପୁଇଁନ୍ତଲା ଅଫିସରେ ଏକକାଳୀନ ଚଢ଼ାଉ...

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ ମୃତଦେହ ବରଗଛରେ ଏକ ଗାମୁଛାରେ ବନ୍ଧା ହୋଇଥିବା ବେଳେ ଉଭୟ ପ୍ରେମୀଯୁଗଳ ବୋଲି...

ସୁଧୁରୁନି ସମସ୍ୟା, ଅଣନିଃଶ୍ୱାସୀ ଲୋକେ

ଫୁଲବାଣୀ ଅଫିସ, ୩୧।୧୨: କନ୍ଧମାଳ ଜିଲା ଚକାପାଦ ବ୍ଲକରେ ଏବେ ବି ଅନେକ ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ପାରିନାହିଁ। ଲୋକେ ବିଭିନ୍ନ ସମସ୍ୟା ମଧ୍ୟରେ ରହିଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି କଖାରୁଝୋଳ ପଞ୍ଚୟତ ଅଧୀନ ଗେଣ୍ଡୁଲିପିଟା ଗାଁ।...

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା

କେନ୍ଦୁଝର, ୩୧।୧୨(ଡି.ଏନ୍‌.ଏ.): ରତ୍ନଗର୍ଭା କେନ୍ଦୁଝର ଜିଲା ଉପରେ ପ୍ରତିଷ୍ଠିତ ଖଣି କମ୍ପାନୀଗୁଡ଼ିକ ଆଖି ପକାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ଜିଲାବାସୀଙ୍କ ଦୀର୍ଘଦିନର ଦାବି ବୃହତ୍‌ ଇସ୍ପାତ ପ୍ରକଳ୍ପ ସ୍ବପ୍ନ ହୋଇ ରହିଯାଇଛି। ତେବେ ଜିଲାରେ ଯେଉଁ କେତେକ କାରଖାନା ରହିଛି...

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

ଚମ୍ପୁଆ,୩୧।୧୨(ଡି.ଏନ.ଏ): କେନ୍ଦୁଝର ଜିଲାର ଚମ୍ପୁଆ ଉପଖଣ୍ଡରେ ରହିଥିବା ପର୍ଯ୍ୟଟନସ୍ଥଳୀ କେଶରୀ କୁଣ୍ଡ ଓ କଙ୍ଗିରା ମୁହାଣ(ଦୋ ମୁହାଣି) ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରିନି। କୋଭିଡ୍‌ କଟକଣା ଏହାର ପ୍ରମୁଖ କାରଣ ସାଜିଥିବା ବେଳେ ବଣଭୋଜିର ଆସର ଏଠାରେ ଦେଖିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri