ଆମ ଜିଲା ଖବର

ସରକାରୀ ନିର୍ଦ୍ଦେଶକୁ ଅପେକ୍ଷା

କାମାକ୍ଷାନଗର, ୩୦ା୧୨(ଡି.ଏନ.ଏ.) – ଶିକ୍ଷାୟତନ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଟଣାଯାଇଛି ଲକ୍ଷ୍ମଣରେଖା। କରୋନା ସଂକ୍ରମଣ ଭୟରେ ଦୀର୍ଘ ୯ମାସ ହେଲା ଶିକ୍ଷାନୁଷ୍ଠାନରେ ଝୁଲୁଛି ତାଲା। ଯଦିଓ ବିକଳ୍ପ ଭାବେ ଅନ୍‌ଲାଇନ ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଛି, ତଥାପି ଏହା ଶ୍ରେଣୀଗୃହ...

କାଳିଝାଟି କେନାଲରେ ଆହତ ଭାଲୁ, ଜଗିଛି ବନବିଭାଗ

ସଜନାଗଡ଼, ୩୦।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପାଦଦେଶର କାଳିଝାଟି ଖାଣ୍ଡିଆହୁଡ଼ି କେନାଲ ନିକଟରେ ଏକ ବିରାଟକାୟ ଭାଲୁ ଆହତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଛି । ଭାଲୁକୁ କେହି ଶିକାରୀ ଆହତ କରିଥିବା ଶୁଣିବାକୁ ମିଳୁଛି। ବନବିଭାଗ...

ଦିଲ୍ଲୀରେ ମନ ଜିଣୁଛନ୍ତି ଶ୍ରୀମନ୍ତ, ନିବେଦିତା

ଖଇରା, ୩୦।୧୨(ଡି.ଏନ.ଏ.)-ଦିଲ୍ଲୀରେ ଓଡିଆ ଲୋକଙ୍କ ଯେକୌଣସି ସାଂସ୍କତିକ ହେଉ କି ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମ ହେଉ ତାଙ୍କ କଣ୍ଠରୁ ଗୀତଟିଏ ନ ଶୁଣିବା ଯାଏ ଦର୍ଶକଙ୍କ ମନ ବୁଝେ ନାହିଁ । ଏମିତି ବି କୌଣସି ବି ଉତ୍ସବ ନାହିଁ ଯେଉଁ...

ପର୍ଯ୍ୟଟନସ୍ଥଳୀ ଉନ୍ନୟନ ନେଇ ସମୀକ୍ଷା

ଭୋଗରାଇ, ୩୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡିକର ଉନ୍ନୟନ କାର୍ଯ୍ୟ ନେଇ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସମୀକ୍ଷା କରିଛନ୍ତି । ମଙ୍ଗଳବାର ଜିଲାପାଳ ତାଳସାରୀ-ଉଦୟପୁର ଗସ୍ତ କରି ଓଟିଡିସିରେ ବେଳାଭୂମି ଉନ୍ନୟନ ପରିଷଦ ଓ ସେଚ ଡ୍ରେନେଜ,...

ଜୀବନ ସଜାଡିଛି କଣ୍ଢେଇ

ବାରିପଦା ଅଫିସ,୩୦ା୧୨-ବିଶ୍ୱ ମହାମାରୀ କରୋନା ପାଇଁ ଲକ୍‌ଡାଉନ୍‌ ପରିସ୍ଥିତି। ଘରୁ କେହି ପଦାକୁ ବାହାରୁ ନ ଥିବା ବେଳେ ଜୀବନ ଜୀବିକା ହୋଇ ପଡ଼ିଥିଲା ବିପନ୍ନ। ଠିକ୍‌ ଏହି ସମୟରେ ୟୁ ଟ୍ୟୁବ୍‌ ଦେଖି ଖେଳନା କଣ୍ଢେଇ ତିଆରି ଆରମ୍ଭ...

ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ଜୀବନ ଗଲା: ୩ ଦିନ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ସବଡେଗା,୨୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର ଘର ପଛପଟ କଦଳି ବୁଦା ତଳୁ ଉଦ୍ଧାର କରିଛି ମହିଳାଙ୍କ ମୃତଦେହ। ମୃତକ...

ଅଙ୍କିତ ମିଷ୍ଟର ସାଇନିଂ ଷ୍ଟାର ଟାଇଟଲ ବିଜୟୀ

ସୁନ୍ଦରଗଡ, ୨୯।୧୨ (ଡି.ଏନ.ଏ.): କଲିକତାଠାରେ ଅନୁଷ୍ଠିତ ମିଶନ ଡ୍ରିମ୍‌ସ ମିଷ୍ଟର ଇଣ୍ଡିଆ-୨୦୨୦ ଫାଇନାଲରେ ସୁନ୍ଦରଗଡର ଅଙ୍କିତ ପଟେଲ ଅଂଶଗ୍ରହଣ କରି ଓଡିଶା ତଥା ସୁନ୍ଦରଗଡ ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସେ ମିଷ୍ଟର ସାଇନିଂ ଷ୍ଟାର-୨୦୨୦ର ଟାଇଟଲ ବିଜୟୀ...

ଟାର୍ଗେଟ ଆସିନି, ଧାନକିଣା ବନ୍ଦ

ପଦ୍ମପୁର, ୨୯।୧୨ (ଡି.ଏନ.ଏ) – ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ମିଲର୍ସଙ୍କ ଆବଶ୍ୟକ ଟାର୍ଗେଟ ଶେଷ ହୋଇଯାଇଛି। ଫଳରେ ଉପଖଣ୍ଡର ୭୦ଟି ବିକ୍ରୟ କେନ୍ଦ୍ରରେ ହଜାର ହଜାର ପ୍ୟାକେଟ ଧାନ ପଡିରହିଛି। ନୂଆ ଟାର୍ଗେଟ ନ ଆସିଲେ ଏହି ଧାନ...

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଦାନୁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା...

ରାସ୍ତାରେ ନିଆଁ ଲଗାଇ ସେକି ହେଉଥିବା ବେଳେ ଚଢ଼ିଗଲା କାର: ୩ ଗୁରୁତର

ଦେବଗଡ଼,୨୯ା୧୨(ଡ଼ି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ କାଇବେଙ୍କ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ଶୀତ ଯୋଗୁ ଗ୍ରାମର କେତେକ ଲୋକେ ରାସ୍ତା କଡରେ ନିଆଁ ଲଗାଇ ସେକି ହେଉଥିବା ବେଳେ...

ମାଲବାହୀ ଟ୍ରେନ ଲାଇନଚ୍ୟୁତ: ତଳକୁ ଖସିଲା ୪ ବଗି

କୋରାପୁଟ,୨୯।୧୨(ସ୍ବ.ପ୍ର.): କୋରାପୁଟ ନିକଟସ୍ଥ ମାଳିଗୁଡ଼ା ଓ ଜରଟି ରେଳ ଷ୍ଟେଶନ ମଧ୍ୟରେ ମଙ୍ଗଳବାର ଭୋରରୁ ଏକ ଲୁହାପଥର ବୋଝେଇ ମାଲବାହି ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୪ଟି ବଗି ରେଳଧାରଣାରୁ ତଳକୁ ଖସିଯାଇଛି । ପରେ ଏହି ରୁଟରେ ସମସ୍ତ...

ଜାମୁକୋଳି ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସାକ୍ଷୀଗୋପାଳ,୨୯।୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ରଜୀପୁର ପ୍ରଧାନ ସାହିରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଜାମୁକୋଳି ଗଛରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ ହୋଇଛି। ସେମାନେ ହେଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri